Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅସୁରକ୍ଷିତ ଖାଦ୍ୟ ଖାଇ ବର୍ଷକୁ ପ୍ରାଣ ହରାଉଛନ୍ତି ୪.୨ ଲକ୍ଷ ଲୋକ

ଅସୁରକ୍ଷିତ ଖାଦ୍ୟ ଖାଇ ବର୍ଷକୁ ପ୍ରାଣ ହରାଉଛନ୍ତି ୪.୨ ଲକ୍ଷ ଲୋକ

2023-07-22 09:32:23
16067
Share:
Facebook
Twitter
E-Mail
WhatsApp
Telegram
ଅସୁରକ୍ଷିତ ଖାଦ୍ୟ ଖାଇ ବର୍ଷକୁ ପ୍ରାଣ ହରାଉଛନ୍ତି ୪.୨ ଲକ୍ଷ ଲୋକ

ନୂଆଦିଲ୍ଲୀ: ଅସୁରକ୍ଷିତ ଖାଦ୍ୟ ଖାଇ ବର୍ଷକୁ ୪.୨ ଲକ୍ଷ ଲୋକ ପ୍ରାଣ ହରାଉଛନ୍ତି। କେବଳ ସେତିକି ନୁହେଁ, ୬୦ କୋଟି ଲୋକ ସଂକ୍ରମଣର ଶିକାର ହେଉଛନ୍ତି। ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ଗୁରୁବାର ଆୟୋଜିତ ପ୍ରଥମ ଅନ୍ତର୍ଜାତୀୟ ଖାଦ୍ୟ ନିୟାମକମାନଙ୍କ ସମ୍ମିଳନୀ ୨୦୨୩ରେ ଉଦ୍‌ବୋଧନ ଦେଇ ଏହା କହିଛନ୍ତି ଉକ୍ତ ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ଜି କମଳା ବର୍ଦ୍ଧନ ରାଓ। ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଯୋଗଦେଇ କହିଥିଲେ, ନିରାପଦ ଖାଦ୍ୟ ଏବଂ ଉତ୍ତମ ସ୍ବାସ୍ଥ୍ୟ ପରସ୍ପରର ପରିପୂରକ।

ସନ୍ତୁଳିତ, ନିରାପଦ ଏବଂ ପୁଷ୍ଟିକର ଖାଦ୍ୟ ଶରୀରରେ ରୋଗ ହେବାକୁ ଦିଏ ନାହିଁ। ଲୋକଙ୍କ ସ୍ବାସ୍ଥ୍ୟ ଏବଂ ସୁସ୍ଥତାକୁ ନିଶ୍ଚିତ କରିଥାଏ। ବିଶ୍ବରେ ନିରନ୍ତର ବିକାଶ ପାଇଁ ଖାଦ୍ୟଶସ୍ୟ, ଖାଦ୍ୟ ସୁରକ୍ଷା ପ୍ରସଙ୍ଗରେ ଗଭୀର ଅନୁଧ୍ୟାନ କରିବା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମାଣ୍ଡଭୀୟ କହିଛନ୍ତି। ବିଭିନ୍ନ ଭୌଗୋଳିକ ଅଞ୍ଚଳରେ କୃଷି ଜଳବାୟୁର ବିବିଧତା ଭିନ୍ନ ଭିନ୍ନ। ତେଣୁ ଖାଦ୍ୟ ସୁରକ୍ଷା ପ୍ରୋଟୋକଲ୍ ପାଇଁ ଗୋଟିଏ ମାନକ ପ୍ରଯୁଜ୍ୟ ହୋଇପାରିବ ନାହିଁ।

ବିଶ୍ବସ୍ତରରେ ‌ପାଳନ ହେଉଥିବା ଉତ୍ତମ ଖାଦ୍ୟ ଅଭ୍ୟାସ ପରିସରରେ ଆଞ୍ଚଳିକ ବିବିଧତାକୁ କିଭଳି ସ୍ଥାନ ଦିଆଯିବା ପାରିବ ତାହା ଆମକୁ ଦେଖିବାକୁ କରିବାକୁ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମତ ଦେଇଛନ୍ତି। ଖାଦ୍ୟ ଅଭାବ ଏକ ବିଶ୍ବସ୍ତରୀୟ ସମସ୍ୟା। ଏହି ସମସ୍ୟାର ସମାଧାନ ପାଇଁ ସମ୍ମିଳିତ ସମାଧାନ ଆବଶ୍ୟକ। ତେଣୁ ଦେଶଗୁଡ଼ିକ ଏଥିପାଇଁ ମିଳିତ ଭାବେ କାର୍ଯ୍ୟ କରିବା ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। 

ଖାଦ୍ୟ ମୂଲ୍ୟ ଶୃଙ୍ଖଳର ବିଭିନ୍ନ ପର୍ଯ୍ୟାୟରେ ନିୟାମକ ଢାଞ୍ଚା ଏବଂ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବିଶ୍ବ ସ୍ତରରେ ଏକ ଖାଦ୍ୟ ନିୟାମକମାନଙ୍କର ଏକ ପ୍ଲାଟଫର୍ମ ସୃଷ୍ଟି ଓ ସେମାନଙ୍କ ଅନ୍ତର୍ଦୃଷ୍ଟିକୁ ବିନିମୟ କରିବା ଲାଗି ଏହି ସମ୍ମିଳନୀ ଆୟୋଜନ କରାଯାଇଛି। ଏକ ମେଡିକାଲ୍ ଜର୍ଣ୍ଣାଲ ରିପୋର୍ଟ ଅନୁସାରେ ଅପମିଶ୍ରିତ ଜଳ ଓ ଖାଦ୍ୟ ଖାଇ ପ୍ରତିବର୍ଷ ୨୦ ଲକ୍ଷ ଲୋକଙ୍କ ମୃତ୍ୟୁ ହେଉଛି।

ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ରିପୋର୍ଟ ଅନୁସାରେ ଭାରତର ୧୩.୨ ପ୍ରତିଶତ ପରିବାରରେ ବିପଜ୍ଜନକ ଭାବେ ଖାଦ୍ୟ ପ୍ରସ୍ତୁତ କରାଯାଉଛି। ଖାଦ୍ୟ ଜନିତ ସମସ୍ୟା ଅର୍ଥନୀତିକୁ ମଧ୍ୟ ପ୍ରଭାବିତ କରୁଛି। ବିଶ୍ବବ୍ୟାଙ୍କ ଆକଳନ ଅନୁସାରେ ଖାଦ୍ୟଜନିତ ଅସୁସ୍ଥତା ପାଇଁ ୧୫୦୦ କୋଟି ଡଲାରର କ୍ଷତି ହେଉଛି।

Powered by Froala Editor

Tags non hygenic food : affected 60 crore

Related articles Odisha News Lens 4.1

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13901
    Apr 16, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14920
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15426
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14103
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15383
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15443
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15515
    Apr 18, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    15028
    Apr 16, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14791
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15515
    Apr 18, 2026
  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14103
    Apr 18, 2026
  • ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15443
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15711
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15763
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16120
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14738
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15714
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅସ୍ଥି ମଜଭୁତ କରେ ଖଜୁରି

    15711
    Apr 16, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15443
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14791
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In