Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଘୂର୍ଣ୍ଣିବଳୟ ସୃଷ୍ଟି: ଓଡ଼ିଶାରେ ହେବ ଭାରୀ ବର୍ଷା

ଘୂର୍ଣ୍ଣିବଳୟ ସୃଷ୍ଟି: ଓଡ଼ିଶାରେ ହେବ ଭାରୀ ବର୍ଷା

2023-07-23 06:39:14
14237
Share:
Facebook
Twitter
E-Mail
WhatsApp
Telegram
ଘୂର୍ଣ୍ଣିବଳୟ ସୃଷ୍ଟି: ଓଡ଼ିଶାରେ ହେବ ଭାରୀ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ହେବ । ଏହା ଘନୀଭୂତ ହେଲେ ପୂରା ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

୨୫ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ ସୃଷ୍ଟି ହେବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ୨୫ ଓ ୨୬ରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ । ବାକି ଅଞ୍ଚଳରେ ସ୍ପଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ଏହା ଚାଷ କାମକୁ ସୁହାଇବ ।

ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କହୁଛି, ୨୨ରୁ ୨୪ ଭିତରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବ । ଏହା ପ୍ରଭାବରେ ୨୫ରେ ଗଜପତି, ଗଞ୍ଜାମ ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି ।

ସେହିଭଳି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୬ରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Powered by Froala Editor

Tags Rain

Related articles Odisha News Lens 4.1

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15196
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13444
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14514
    Aug 22, 2026
  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15290
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15298
    Aug 22, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15352
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    14974
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15416
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13447
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    14974
    Aug 22, 2026
  • ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13444
    Aug 22, 2026
  • ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    13984
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17046
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17671
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15257
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16004
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13922
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14951
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14723
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15963
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14001
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14388
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14514
    Aug 22, 2026
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15352
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13447
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In