Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୀମାଙ୍କ ପରେ ଅଞ୍ଜୁ : ପ୍ରେମ ପାଇଁ ଭାରତ ଛାଡି ପାକିସ୍ତାନ ପଳାଇଲେ

ସୀମାଙ୍କ ପରେ ଅଞ୍ଜୁ : ପ୍ରେମ ପାଇଁ ଭାରତ ଛାଡି ପାକିସ୍ତାନ ପଳାଇଲେ

2023-07-24 17:10:58
14659
Share:
Facebook
Twitter
E-Mail
WhatsApp
Telegram
ସୀମାଙ୍କ ପରେ ଅଞ୍ଜୁ : ପ୍ରେମ ପାଇଁ ଭାରତ ଛାଡି ପାକିସ୍ତାନ ପଳାଇଲେ

ସୀମା ହାଇଦର ଭଳି ଘଟଣା ଏବେ ଭାରତର ଅଞ୍ଜୁଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ଫେସ୍‌ବୁକ୍‌ ବନ୍ଧୁଙ୍କ ପ୍ରେମରେ ପଡ଼ି ରାଜସ୍ଥାନର ଭିୱାଡ଼ି ଜିଲ୍ଲାରେ ରହୁଥିବା ଅଞ୍ଜୁ ପାକିସ୍ତାନରେ ପଳାଇଛନ୍ତି ।

ଅଞ୍ଜୁ ଉତ୍ତରପ୍ରଦେଶର ବଲିୟା ଜିଲ୍ଲାର ଖରପୁରା ଗାଁ ବାସିନ୍ଦା। ୨୦୦୫ ମସିହାରୁ ଏକ କମ୍ପାନୀରରେ ଚାକିରି କରୁଥିବା ଅଞ୍ଜୁ ୨୦୦୭ ମସିହାରେ ଅରବିନ୍ଦ ନାମକ ଯୁବକଙ୍କୁ ବିବାହ କରିଥିଲ। ଉଭୟଙ୍କ ବିବାହକୁ ଇତି ମଧ୍ୟରେ ୧୬ ବର୍ଷ ଅତିକ୍ରମ କରି ସାରିଲାଣି। ତାଙ୍କର ଏକ ୧୫ ବର୍ଷୀୟା ଝିଅ ଓ ୫ ବର୍ଷୀୟ ପୁଅ ଥିବା ଜଣାଯାଇଛି। କିନ୍ତୁ ଫେସବୁକ୍‌ରୁ ନସରୁଲ୍ଲା ନାମକ ପାକିସ୍ତାନ ଯୁବକଙ୍କ ପ୍ରେମରେ ପାଗଳ ହୋଇ ଯାଇଥିବା ଅଞ୍ଜୁ ନିଜ ସ୍ୱାମୀ ଓ ପିଲାଙ୍କୁ ଛାଡ଼ି ପାକିସ୍ତାନ ପଳାଇଛନ୍ତି ।

ଅଞ୍ଜୁଙ୍କ ସ୍ୱାମୀଙ୍କ କହିବାନୁଯାୟୀ, କିଛି ଦିନ ପାଇଁ ଜୟପୁର ଯିବ ବୋଲି ଅଞ୍ଜୁ କହିଥିଲା। ଗତ ରବିବାର ନିଜ ଭଉଣୀକୁ ଫୋନ କରି ପାକିସ୍ତାନର ଲାହୋର ଯାଇଥିବା ଓ ୩ ଦିନରେ ଫେରି ଆସିବ ବୋଲି ବି କହିଥିଲା। କିନ୍ତୁ ସେ ନିଜ ପ୍ରେମିକ ନିକଟକୁ ଯାଇଥିବା ଏବେ ମିଡିଆରୁ ଜାଣିବାକୁ ପାଉଛୁ।

ଅରବିନ୍ଦ କହିଛନ୍ତି, ଅଞ୍ଜୁ ମୋତେ ମିଛ କହିଛନ୍ତି। କେମିତି ସେ ପାକିସ୍ତାନ ଗଲେ, କେବେ ଭିସା ପ୍ରାପ୍ତ କଲେ ମୁଁ କିଛି ବି ଜାଣି ପାରିଲି ନାହିଁ। କ‌ାରଣ ମୁଁ ମୋ ସ୍ତ୍ରୀର ଫୋନ କେବେ ଦେଖେ ନାହିଁ। ଏବେ ମୋ ପିଲା ସ୍ଥିର କରି‌ବେ କି ଅଞ୍ଜୁ ଫେରିଲେ ଆଉ ଆମ ସହିତ ରହିବେ କି ନାହିଁ।’

Powered by Froala Editor

Tags anju

Related articles Odisha News Lens 4.1

  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14735
    Jun 01, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15644
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15422
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13738
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13661
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14431
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13496
    May 31, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14211
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13680
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15644
    May 31, 2025
  • ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14431
    May 31, 2025
  • ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13680
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14735
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15422
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13496
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15644
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15980
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14805
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13496
    May 31, 2025
  • ସିଝା ଅଣ୍ଡାରେ ମାଲିସ୍‌

    14735
    Jun 01, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15644
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In