Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ...

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

Home ›› ››କୁକୁରଙ୍କ ପାଇଁ ଅଧାର କାର୍ଡ

କୁକୁରଙ୍କ ପାଇଁ ଅଧାର କାର୍ଡ

2023-07-27 02:25:02
16237
Share:
Facebook
Twitter
E-Mail
WhatsApp
Telegram
କୁକୁରଙ୍କ ପାଇଁ ଅଧାର କାର୍ଡ

ଆଧାର କାର୍ଡ ବର୍ତ୍ତମାନ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ପରିଚୟପତ୍ର ପାଲଟିଛି । ସରକାରୀ କାମ ହେଉ କିମ୍ବା ବ୍ୟକ୍ତିଗତ ସବୁ କ୍ଷେତ୍ରରେ ଏବେ ଆଧାର କାର୍ଡର ଆବଶ୍ୟକତା ବଢୁଛି । ଏଥରକ କେବଳ ବ୍ୟକ୍ତିବିଶେଷ ନୁହେଁ, ପ୍ରାଣୀମାନେ ବି ଏଇ ପରିଚୟ ପତ୍ର ବେକରେ ପକାଇବା ଦେଖାଗଲାଣି । ମୁମ୍ବାଇ ଛତ୍ରପତି ଶିବାଜୀ ମହାରାଜ ଅନ୍ତଜାତୀୟ ବିମାନ ବନ୍ଦର ବାହାରେ ବୁଲୁଥିବା କୁକୁରଙ୍କ ପାଇଁ ଅଧାର କାର୍ଡ ପିନ୍ଧିବା ଜରୁରୀ ହୋଇଛି । ବିମାନବନ୍ଦର ବାହାରେ ବୁଲାବୁଲି କରୁଥିବା ୨୦ଟି କୁକୁରଙ୍କୁ କ୍ୟୁଆର୍‌ କୋଡ୍‌ ଥିବା ଆଧାର କାର୍ଡ ପିନ୍ଧାଯାଇଛି । ସ୍ଥାନୀୟ ପ୍ରଶାସନ ଏଭଳି ପଦକ୍ଷେପ ନେବା ପଛରେ ମଧ୍ୟ ଯଥା କାରଣ ଥିବା ପ୍ରକାଶ । ଏହି ଆଧାର କାର୍ଡରେ ସେମାନେ ନେଇଥିବା ଟିକା,ବନ୍ଧ୍ୟାକରଣ ସହିତ ସମସ୍ତ ମେଡିକାଲ୍‌ ତଥ୍ୟ ଲେଖାଯାଇଛି । ଏହି କୁକୁରଙ୍କ ମଧ୍ୟରୁ କେହି ହଜିଗଲେ ,ଆଧାର କାର୍ଡ ପରିଚୟ ପତ୍ର ଜରିଆରେ ତାକୁ ସହଜ ହେବ ବୋଲି ନିୟମ ଲାଗୁ ହୋଇଥିବା କହିଛନ୍ତି ସ୍ଥାନୀୟ ଅଧିକାରୀ ।  

Powered by Froala Editor

Tags Adhar card

Related articles Odisha News Lens 4.1

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13799
    Jun 12, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13967
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14219
    Jun 12, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13607
    Jun 11, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା
    ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14919
    Jun 13, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14856
    Jun 11, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14185
    Jun 12, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14119
    Jun 11, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15291
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13309
    Jun 11, 2026
  • ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14219
    Jun 12, 2026
  • ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15291
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16922
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17541
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17589
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17981
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14919
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13536
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15417
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14206
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14099
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15464
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15209
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15693
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14036
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14185
    Jun 12, 2026
  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14856
    Jun 11, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13967
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In