Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ...

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି ...

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ...

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

ରାଜନୀତି
Home ›› ରାଜନୀତି ››ଆକାଶମାର୍ଗରୁ ବାତ୍ୟାଂଚଳ ପରିଦର୍ଶନ ସହ ବିପନ୍ନଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆକାଶମାର୍ଗରୁ ବାତ୍ୟାଂଚଳ ପରିଦର୍ଶନ ସହ ବିପନ୍ନଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

2021-05-31 11:32:17
15879
Share:
Facebook
Twitter
E-Mail
WhatsApp
Telegram
ଆକାଶମାର୍ଗରୁ ବାତ୍ୟାଂଚଳ ପରିଦର୍ଶନ ସହ ବିପନ୍ନଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 ଆକାଶମାର୍ଗରୁ ଜଗତସିଂହପୁର ଜିଲ୍ଲାର ପାରାଦୀପ, କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଓ ରାଜନଗର,

ଭଦ୍ରକ ଜିଲ୍ଲାର ବାସୁଦେବପୁର, ଚାନ୍ଦବାଲି ଏବଂ ଧାମରା ଅଂଚଳ ପରିଦର୍ଶନ କଲେ

 ଭଦ୍ରକ ଜିଲ୍ଲା ଦୋସିଙ୍ଗା, ଜାଗୁଳା ଓ ଧାମରା ଗ୍ରାମପଂଚାୟତର ସମିପାଟିଆ, ଓରାମାଳ, ପାଇକ ସାହି

ଝାଡ଼କାଟିର ଗ୍ରାମବାସୀଙ୍କ ସହ ସିଧାସଳଖ ପରିସ୍ଥିତି ସମ୍ପର୍କରେ ବୁଝିଲେ

 ଲୋକମାନେ ଏବେ ବି ପ।।ଣିଘେରରେ ବନ୍ଦୀ ହୋଇ ବହୁତ ଦୁଃଖ କଷ୍ଟରେ ଅଛନ୍ତି

 ବାତ୍ୟା ବିପନ୍ନଙ୍କୁ ରିଲିଫ୍ ଓ ରନ୍ଧା ଖାଦ୍ୟ ସାମଗ୍ରୀ ପରଷିଲେ

 ଆସନ୍ତାକାଲି ବାଲେଶ୍ୱର ଜିଲ୍ଲାର ତ୍ରିକୋଣିଆ ଏବଂ ସାରଥା ଗ୍ରାମପଂଚାୟତର ବିଭିନ୍ନ ଗାଁକୁ ଯିବାର

କାର୍ଯ୍ୟକ୍ରମ


ଭୁବନେଶ୍ୱର – ସାମୁଦ୍ରିକ ବାତ୍ୟା “ୟଶ୍‌” ଦ୍ୱାରା ପ୍ରଭାବିତ ଅଂଚଳରେ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ପାଇଁ ଏକ ଦୂରଦର୍ଶୀ ବିସ୍ତୃତ ଯୋଜନାର ଆବଶ୍ୟକତା ରହିଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।


ରବିବାର ଆକାଶମାର୍ଗରୁ ବାତ୍ୟା ଦ୍ୱାରା ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଥିବା ଜଗତସିଂହପୁର ଜିଲ୍ଲାର ପାରାଦୀପ, କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଓ ରାଜନଗର, ଭଦ୍ରକ ଜିଲ୍ଲାର ବାସୁଦେବପୁର, ଚାନ୍ଦବାଲି ଏବଂ ଧାମରା ଅଂଚଳ ପରିଦର୍ଶନ ସହ କରିବା ସହ ସ୍ଥିତି ଅନୁଧ୍ୟାନ ଏବଂ ବିପନ୍ନଙ୍କ ସହ କଥା ହେବା ପରେ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏହା କହିଛନ୍ତି ।


କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଥମେ ଏହି ସବୁ ଅଂଚଳକୁ ଆକାଶମାର୍ଗରୁ ସ୍ଥିତି ପରଖିବା ପରେ ଧାମରା ବନ୍ଦର ସ୍ଥିତ ହେଲିପ୍ୟାଡରେ ଅବତରଣ କରିଥିଲେ । ପରେ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଭଦ୍ରକ ଜିଲ୍ଲା ଦୋସିଙ୍ଗା ଗ୍ରାମପଂଚାୟତର ସମିପାଟିଆ, ଓରାମାଳ, ଜାଗୁଳା ଗ୍ରାମପଂଚାୟତର ପାଇକ ସାହି ଏବଂ ଧାମରା ଗ୍ରାମପଂଚାୟତର ଝାଡ଼କାଟି ସମେତ ଅନେକ ଗାଁ ପ୍ରତ୍ୟକ୍ଷ ଭାବେ ବୁଲି ଦେଖିବା ସହ ବାତ୍ୟା ବିପନ୍ନଙ୍କ ପରିସ୍ଥିତି ସମ୍ପର୍କରେ ବୁଝିଥିଲେ ।


ଏହା ପରେ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ କହିଛନ୍ତି ଯେ ସାମୁଦ୍ରିକ ବାତ୍ୟା ‘ୟଶ୍‌ 'ର ସିଧାସଳଖ ପ୍ରଭାବ ଭଦ୍ରକ ଜିଲ୍ଲା ଉପରେ ପଡିଥିଲା । ଦୁଇ ଦିନ ତଳେ ଆକାଶମାର୍ଗରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଭଦ୍ରକ ଜିଲ୍ଲା ସମେତ ଅନ୍ୟ ବାତ୍ୟା ପ୍ରଭାବିତ ଅଂଳକୁ ପରିଦର୍ଶନ କରିଥିଲି । ସୋମବାର ଦୋସିଙ୍ଗା ପଂଚାୟତର ବିଭିନ୍ନ ଅଂଚଳକୁ ପ୍ରତ୍ୟକ୍ଷ ଭାବେ ପରିଦର୍ଶନ କଲି । ଲୋକମାନଙ୍କ ସହ କଥା ହେବା ସମୟରେ ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ବୁଝିଲି । ଲୋକମାନେ ଏବେବି ପାଣି ଘେରରେ ବନ୍ଦୀ ହୋଇ ବହୁତ ଦୁଃଖ କଷ୍ଟରେ ରହିଥିବା ବେଳେ ଅନେକ ଚାଷ ଜମି ନଷ୍ଟ ହୋଇଯାଇଛି । ତେବେ ପ୍ରଭାବିତ ଗ୍ରାମାଂଚଳରେ ଅଧିକ କଲଭର୍ଟ୍ ତିଆରି କରାଗଲେ ପାଣିର ଶୀଘ୍ର ନିଷ୍କାସନ ହୋଇପାରିବ ଏବଂ ସ୍ଥାୟୀ ଭାବରେ ଲୋକମାନେ ଆଉ ପାଣି ଘେରରେ ରହିବେନି । ଏହି ଅଂଚଳରେ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ପାଇଁ ଏକ ଦୂରଦର୍ଶୀ ବିସ୍ତୃତ ଯୋଜନାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।


ଏହି ପ୍ରଭାବିତ ଅଂଚଳ ଗସ୍ତ ଅବସରରେ ଶ୍ରୀ ପ୍ରଧାନ ବାତ୍ୟା ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ପରଷିବା ସହ ପଲିଥିନ, ରିଲିଫ୍ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ବଂଟନ କରିଥିଲେ । ସୂଚନାଯୋଗ୍ୟ, ଆସନ୍ତାକାଲି ଶ୍ରୀ ପ୍ରଧାନ ବାତ୍ୟା ପ୍ରଭାବିତ ବାଲେଶ୍ୱର ଜିଲ୍ଲାର ତ୍ରିକୋଣିଆ ଏବଂ ସାରଥା ଗ୍ରାମପଂଚାୟତର ବିଭିନ୍ନ ଗାଁକୁ ଯାଇ ବିପନ୍ନଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି ।

Powered by Froala Editor

Tags dharmendra pradhan , bjp odisha , cyclone yaas

Related articles Odisha News Lens 4.1

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି
    ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15064
    Oct 07, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15154
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14898
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15047
    Oct 06, 2026
  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...
    ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...

    15535
    Oct 07, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14362
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14819
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14242
    Oct 06, 2026
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା
    ଦେଶ-ଦେଶାନ୍ତର

    ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14741
    Oct 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13662
    Oct 06, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14898
    Oct 06, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14819
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17158
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17849
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17809
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18225
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14275
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14486
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15501
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14175
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15911
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15390
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15055
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14242
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14819
    Oct 06, 2026
  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15064
    Oct 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In