Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ...

  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ...

  • ପ୍ରେସର କୁକରରେ ସିଝିଲାନି ଡାଲି, ...

  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ...

  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ...

ରାଜ୍ୟ
Home ›› ରାଜ୍ୟ ››ଓଲିଉଡ୍‌ ହିରୋଇନ୍‌ଙ୍କ ଅନ୍ତରଙ୍ଗ ଭିଡିଓ ଭାଇରାଲ୍‌, ନେଲେ ଅଦାଲତଙ୍କ ଆଶ୍ରୟ

ଓଲିଉଡ୍‌ ହିରୋଇନ୍‌ଙ୍କ ଅନ୍ତରଙ୍ଗ ଭିଡିଓ ଭାଇରାଲ୍‌, ନେଲେ ଅଦାଲତଙ୍କ ଆଶ୍ରୟ

2023-07-28 06:23:36
15374
Share:
Facebook
Twitter
E-Mail
WhatsApp
Telegram
ଓଲିଉଡ୍‌ ହିରୋଇନ୍‌ଙ୍କ ଅନ୍ତରଙ୍ଗ  ଭିଡିଓ ଭାଇରାଲ୍‌, ନେଲେ ଅଦାଲତଙ୍କ ଆଶ୍ରୟ

ଭୁବନେଶ୍ୱର: ଓଲିଉଡ୍‌ରେ ପୁଣି ଅନ୍ତରଙ୍ଗ  ଭିଡିଓ ଭାଇରାଲ୍‌ ବିବାଦ । ପୁରୁଷବନ୍ଧୁଙ୍କ  ନିର୍ୟାତନାରେ ଅତିଷ୍ଠ ହୋଇ ଜଣେ ଆଗଧାଡ଼ିର ହିରୋଇନ୍‌ ଶେଷରେ ଅଦାଲତଙ୍କ ଆଶ୍ରୟ ନେଇଛନ୍ତି। ଥାନାର  ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗ  କରିଛନ୍ତି, ସମ୍ପର୍କ ନିବିଡ଼ ହେବା ପରେ ପୁରୁଷ ବନ୍ଧୁଜଣକ ତାଙ୍କ ଭିଡିଓ ଭାଇରାଲ୍‌  କରିଛନ୍ତି ।ସଂପୃକ୍ତ ହିରୋଇନ୍‌ ପିଲାଟି ଦିନରୁ  ଅଭିନୟ କରି ଆସୁଛନ୍ତି । ପ୍ରାୟ ୧୪ରୁ  ୧୫ ବର୍ଷ ଭିତରେ ଅନେକ ହିଟ୍‌ ଓଡ଼ିଆ ସିନେମାରେ ହିରୋଇନ୍‌ ସାଜିଛନ୍ତି ।  ସେ ଟେଲି ସିରିଆଲ୍‌ ଅଭିନେତ୍ରୀ ସହ  ବିଜ୍ଞାପନ ଓ ଘରୋଇ ସୋ’ରେ ଆଙ୍କରିଂ  କରୁଛନ୍ତି । ସେ ଜାତୀୟ ଚ୍ୟାନେଲରେ  ମଧ୍ୟ ଅଭିନୟ କରିଛନ୍ତି । ପୁରୁଷବନ୍ଧୁଜଣକ ହେଉଛନ୍ତି  ଜାତୀୟ ସିନେମାସ୍ତରରେ କାମ କରିଥିବା ଜଣେ ସିନେ ନିର୍ମାତା । ହିରୋଇନ୍‌ଙ୍କ  ଅଭିଯୋଗ ହେଉଛି, ୨୦୧୯ରେ  ପୁରୁଷବନ୍ଧୁଙ୍କ ସହ ଦେଖା ହୋଇଥିଲା ।  

ପୁରୁଷବନ୍ଧୁଜଣକ ପ୍ରଥମେ ତାଙ୍କୁ  ଜାତୀୟସ୍ତରୀୟ ଫିଲ୍ମରେ ଚାନ୍ସ ଦେବାକୁ  ଅଫର ଦେଇଥିଲେ । ଏଥିରୁ ଉଭୟଙ୍କ  ମଧ୍ୟରେ ମିଳାମିଶା ବଢ଼ିଲା । ୨୦୧୯  ନଭେମ୍ବର ବେଳକୁ ଉଭୟଙ୍କ ସମ୍ପର୍କରେ  ନିବିଡ଼ତା ଆସିଥିଲା ।  ୨୦୨୨ରୁ ହିରୋଇନ୍‌ଙ୍କ ଉପରେ ପୁରୁଷବନ୍ଧୁଙ୍କ ମାନସିକ  ଓ ଶାରୀରିକ ନିର୍ୟାତନା ବଢ଼ିବାରେ ଲାଗିଲା । ପୁରୁଷବନ୍ଧୁଜଣକ ସବୁ ସୀମା ପାର୍‌ କରିବାରୁ ହିରୋଇନ ତାଙ୍କ  ସହ ମିଳାମିଶା ବନ୍ଦ କରିଦେଲେ ।

ଏହା ଦେଖି ପୁରୁଷବନ୍ଧୁ ଆହୁରି ପ୍ରତିଶୋଧ ପରାୟଣ  ହୋଇଉଠିଲେ । ପୂର୍ବରୁ ହିରୋଇନ୍‌ଙ୍କ ସହ ଉଠାଇଥିବା କିଛି  ଫଟୋ ଓ ଭିଡିଓକୁ ଭାଇରାଲ କରିବାକୁ ଧମକ ଦେଇଥିଲେ ।  କିଛି ଫଟୋ ଏବଂ ଭିଡିଓ ହିରୋଇନ୍‌ଙ୍କ ସମ୍ପର୍କୀୟମାନଙ୍କ  ନିକଟକୁ ପଠାଇଥିଲେ । ଏହା ଜାଣି ହିରୋଇନ୍‌ଙ୍କ ପାଦ  ତଳୁ ମାଟି ଧସି ଯାଇଥିଲା । ପୁରୁଷବନ୍ଧୁ ଏସବୁ ଭାଇରାଲ୍‌  କରିବା ଧମକ ଦେଇ ହିରୋଇନ୍‌ଙ୍କଠାରୁ ଢେର୍‌ ଟଙ୍କା ଚୂନ ଲଗାଇଥିଲେ । ଏମିତିକି ମା’ଙ୍କ ଦେହ ଖରାପ କହି ୨ ଲକ୍ଷ  ଟଙ୍କା ନେଇଥିଲେ । ହିରୋଇନଜଣକ ଲକ୍ଷ୍ମୀସାଗର ଥାନାରେ  ଅଭିଯୋଗ କରିଥିଲେ । କିନ୍ତୁ ପୁଲିସ ନ ଶୁଣିବାରୁ ସେ ଅଦାଲତଙ୍କ ଦ୍ୱାରସ୍ଥ ହୋଇଛନ୍ତି ।  

Powered by Froala Editor

Tags Vedio viral

Related articles Odisha News Lens 4.1

  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ
    ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14383
    Nov 12, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା
    ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15508
    Nov 12, 2026
  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧
    ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13678
    Nov 12, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର
    ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15663
    Nov 12, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    15147
    Nov 11, 2026
  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର
    ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13476
    Nov 12, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14463
    Nov 12, 2026
  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧
    ଦେଶ-ଦେଶାନ୍ତର

    ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    14159
    Nov 11, 2026
  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ହରାଇଲେ 3 ଶ୍ରମିକ
    ଦେଶ-ଦେଶାନ୍ତର

    କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ହରାଇଲେ 3 ଶ୍ରମିକ

    15143
    Nov 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15508
    Nov 12, 2026
  • ଦେଶ-ଦେଶାନ୍ତର

    ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    14159
    Nov 11, 2026
  • ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13476
    Nov 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17272
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17975
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17932
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18343
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14214
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15568
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14355
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14424
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15035
    Nov 01, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14359
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15577
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14158
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14173
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    14795
    Nov 12, 2026
  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13476
    Nov 12, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15663
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In