Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ...

  • ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ...

  • ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା

  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

  • ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ

  • ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ...

  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ...

  • ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ...

  • ପ୍ରସୂନ ଯୋଶୀ ପ୍ରସାର ଭାରତୀର ନୂତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମଣିପୁର ଭିଡିଓ ମାମଲାରେ ତଦନ୍ତ କରିବ ସିବିଆଇ

ମଣିପୁର ଭିଡିଓ ମାମଲାରେ ତଦନ୍ତ କରିବ ସିବିଆଇ

2023-07-28 08:40:44
13904
Share:
Facebook
Twitter
E-Mail
WhatsApp
Telegram
ମଣିପୁର ଭିଡିଓ ମାମଲାରେ ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ : ମଣିପୁରରେ ଦୁଇ କୁକି-ଜୋ ସମ୍ପ୍ରଦାୟର ମହିଳାଙ୍କୁ ଉଲଗ୍ନ ଚଲାଇବା ସହ ଗଣବଳାତ୍କାର ଅଭିଯୋଗର ତଦନ୍ତ ଦାୟିତ୍ବ କେନ୍ଦ୍ର ସରକାର ସିବିଆଇକୁ ପ୍ରଦାନ କରିବେ। ଏ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆବଶ୍ୟକ ସୁପାରିସ କରିବ। ମଣିପୁର ସଂକ୍ରାନ୍ତ ସମସ୍ତ ମାମଲାର ବିଚାର ଅନ୍ୟ ରାଜ୍ୟରେ କରାଯିବ। ମାମଲାର ବିଚାର ରାଜ୍ୟ ବାହାରେ କରିବାକୁ ଆବଶ୍ୟକ ଅନୁମତି ଦେବା ଲାଗି କେନ୍ଦ୍ର ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିବେ। ସମ୍ଭବତଃ ଆସାମରେ ଏହାର ବିଚାର କରାଯିବାକୁ ଆପାତତଃ ସ୍ଥିର ହୋଇଛି।
ଏଥିସହିତ ମଣିପୁର ବିବାଦର ଦୁଇ ପକ୍ଷ, କୁକି ଜନଜାତି ଓ ମୈତେଇ ସମ୍ପ୍ରଦାୟଙ୍କୁ ନେଇ ଶୀଘ୍ର ବୈଠକ ଆୟୋଜନ ପାଇଁ କେନ୍ଦ୍ର ସରକାର ଯୋଜନା ଚଳାଇଛନ୍ତି। ଉଭୟ ଗୋଷ୍ଠୀଙ୍କୁ ଗୋଟିଏ ଟେବୁଲରେ ବସାଇବା ପ୍ରକ୍ରିୟା ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଥିବା ଜଣାପଡ଼ିଛି। ଏ ନେଇ ଉଭୟ ପକ୍ଷଙ୍କ ସହିତ ସ୍ବତନ୍ତ୍ର ଭାବେ ୬ ପର୍ୟ୍ୟାୟ ଆଲୋଚନା ସରିଥିବା ପ୍ରକାଶ। ଏତଦ୍‌ବ୍ୟତୀତ ସିଭିଲ ସୋସାଇଟିର ବିଭିନ୍ନ ସଦସ୍ୟଙ୍କ ସହ ମଧ୍ୟ ଆଲୋଚନା ଚାଲିଛି। ସରକାର ଏ ସଂକ୍ରାନ୍ତରେ ସର୍ବୋଚ୍ଚ ନ୍ୟାୟାଳୟକୁ ଅବଗତ କରିବେ। ଅପରପକ୍ଷରେ ଗତ ୧୯ ତାରିଖରେ ପ୍ରସାରିତ ଓ ମେ’ ୪ରେ ରେକର୍ଡ ହୋଇଥିବା ଉପରୋକ୍ତ ଭିଡିଓକୁ ରେକର୍ଡ କରିଥିବା ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି ଏବଂ ଯେଉଁ ଫୋନ୍‌ରେ ସେ ଏହି ଘୃଣ୍ୟ ଦୃଶ୍ୟ ରେକର୍ଡ କରିଥିଲା ତାହାକୁ ଜବତ କରାଯାଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Powered by Froala Editor

Tags manipur case cbi

Related articles Odisha News Lens 4.1

  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

    13274
    May 03, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା
    ଜିଲ୍ଲା ପରିକ୍ରମା

    ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14233
    May 03, 2026
  • ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ବିଚାରପତି, ପତ୍ନୀଙ୍କ ନିର୍ଯାତନାରେ ଝୁଲିପଡ଼ିଲେ
    ଦେଶ-ଦେଶାନ୍ତର

    ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ବିଚାରପତି, ପତ୍ନୀଙ୍କ ନିର୍ଯାତନାରେ ଝୁଲିପଡ଼ିଲେ

    14574
    May 03, 2026
  • ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା
    ଦେଶ-ଦେଶାନ୍ତର

    ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା

    15297
    May 03, 2026
  • ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ
    ଅପରାଧ

    ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ

    15317
    May 03, 2026
  • ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ
    ଦେଶ-ଦେଶାନ୍ତର

    ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ

    14468
    May 03, 2026
  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

    14926
    May 03, 2026
  • ପ୍ରସୂନ ଯୋଶୀ ପ୍ରସାର ଭାରତୀର ନୂତନ ଅଧ୍ୟକ୍ଷ
    ଦେଶ-ଦେଶାନ୍ତର

    ପ୍ରସୂନ ଯୋଶୀ ପ୍ରସାର ଭାରତୀର ନୂତନ ଅଧ୍ୟକ୍ଷ

    14017
    May 03, 2026
  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି
    ଦେଶ-ଦେଶାନ୍ତର

    କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି

    13612
    May 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ

    15317
    May 03, 2026
  • ଦେଶ-ଦେଶାନ୍ତର

    ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ

    14617
    May 03, 2026
  • ଦେଶ-ଦେଶାନ୍ତର

    ପ୍ରସୂନ ଯୋଶୀ ପ୍ରସାର ଭାରତୀର ନୂତନ ଅଧ୍ୟକ୍ଷ

    14017
    May 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17451
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17503
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17859
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16331
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13622
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14004
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14196
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16061
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    16008
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15371
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15106
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15601
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13913
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

    14926
    May 03, 2026
  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି

    13612
    May 03, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14233
    May 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In