Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଦେଇ ନେତ୍ରୀ ଗିରଫ

କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଦେଇ ନେତ୍ରୀ ଗିରଫ

2023-07-28 18:56:42
15527
Share:
Facebook
Twitter
E-Mail
WhatsApp
Telegram
କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଦେଇ ନେତ୍ରୀ ଗିରଫ

କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ପ୍ରତି ଆପତ୍ତିଜନ ଶବ୍ଦ ବ୍ୟବହାର କରିବା ଜଣେ ବିଜେପି ନେତ୍ରୀ ଗିରଫ ହୋଇଛନ୍ତି । ଅଭିଯୁକ୍ତ ବିଜେପି ନେତ୍ରୀ ଜଣଙ୍କ ହେଲେ ଶକୁନ୍ତଳା। ସେ କର୍ଣ୍ଣାଟକା କଂଗ୍ରେସର ଜଣେ ନେତେ ଟ୍ୱିଟକୁ ଶେୟାର କରିଥିଲେ। ଏଥିରେ ଉଡୁପି ଘଟଣାକୁ ବିଜେପି ରାଜନୀତିକ ଅସ୍ତ୍ର ଭାବେ ବ୍ୟବହାର କରୁଥିବା ସେ କହିଥିଲେ। ସୋଶାଲ ମିଡିଆରେ ଏହି ପୋଷ୍ଟ ପାଇଁ ତାଙ୍କୁ ପୁଲିସ୍‌ ବେଙ୍ଗାଲୁରୁରୁ ଗିରଫ କରିଛି।

କର୍ଣ୍ଣାଟକାର ଉଡୁପିରେ ଥିବା ଗୋଟିଏ ଘରୋଇ ପ୍ରଫେସନାଲ ଟ୍ରେନିଂ କଲେଜରେ ୩ ଜଣ ଶିକ୍ଷାର୍ଥୀ ମହିଳା ଟଏଲେଟ ଭିତର ଦୃଶ୍ୟ ରେକର୍ଡିଂ କରିଥିବା ଅଭିଯୋଗ ହୋଇଛି। ଜଣେ ଛାତ୍ରୀ ଗତ ସପ୍ତାହରେ ଟଏଲେଟ ଭିତରେ ଗୁପ୍ତ ଭାବେ ରହିଥିବା ମୋବାଇଲ ଫୋନକୁ ଦେଖିବା ସହ ଏହାକୁ କଲେଜ ପ୍ରଶାସନକୁ ଜଣାଇଥିଲେ। ତଦନ୍ତରୁ ଜଣାପଡ଼ିଛି ଯେ ମୋବାଇଲରେ କୌଣସି ପ୍ରକାରର ଆପତ୍ତିଜନକ ଦୃଶ୍ୟ ନାହିଁ। କିନ୍ତୁ କଲେଜ ପ୍ରଶାସନ ପୁଲିସ୍‌ରେ ଅଭିଯୋଗ କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ରବିବାର ଠାରୁ ନିଲମ୍ବିତ କରିଛନ୍ତି।

ଘଟଣାକୁ ନେଇ ରାଜନୀତିକ ବୟାନବାଜୀ ଆରମ୍ଭ ହୋଇଥିବା ବେଳେ ବିଜେପି ନେତ୍ରୀ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି । 


Powered by Froala Editor

Tags karnataka

Related articles Odisha News Lens 4.1

  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15111
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15089
    Jun 19, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15616
    Jun 18, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14372
    Jun 19, 2025
  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...
    ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15417
    Jun 18, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    14913
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14381
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13504
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14204
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14372
    Jun 19, 2025
  • ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13504
    Jun 19, 2025
  • ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15111
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16984
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14204
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15089
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14451
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14174
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14667
    Jun 17, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

ନୂଆଦିଲ୍ଲୀ: ବର୍ଦ୍ଧିତ ଜୀବନଶୈଳୀ ଜନିତ ରୋଗ ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ସହିତ ଭାରତ ସକାରାତ୍ମକ ସ୍ୱାସ୍ଥ୍ୟସେବା ପ୍ରତି ଏକ ସ୍ପଷ୍ଟ ସ୍ଥାନାନ୍ତରଣ ଲକ୍ଷ୍ୟ କରୁଛି । ଗ୍ରାହକଙ୍କର ପରିବର୍ତିତ ଆବଶ୍ୟକତା ସହିତ ...

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14381
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13774
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15089
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15111
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13504
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In