Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୦୮ଟି ଯୁଦ୍ଧାସ୍ତ୍ର ଆମଦାନୀ ବ୍ୟାନ୍‌ କଲା ଭାରତ, ପୂର୍ବରୁ ୧୦୨ ଯୁଦ୍ଧାସ୍ତ୍ରରେ ଲାଗିଥିଲା ରୋକ

୧୦୮ଟି ଯୁଦ୍ଧାସ୍ତ୍ର ଆମଦାନୀ ବ୍ୟାନ୍‌ କଲା ଭାରତ, ପୂର୍ବରୁ ୧୦୨ ଯୁଦ୍ଧାସ୍ତ୍ରରେ ଲାଗିଥିଲା ରୋକ

2021-05-31 19:30:06
14508
Share:
Facebook
Twitter
E-Mail
WhatsApp
Telegram
୧୦୮ଟି ଯୁଦ୍ଧାସ୍ତ୍ର ଆମଦାନୀ ବ୍ୟାନ୍‌ କଲା ଭାରତ, ପୂର୍ବରୁ ୧୦୨ ଯୁଦ୍ଧାସ୍ତ୍ରରେ ଲାଗିଥିଲା ରୋକ

୧୦୮ଟି ଯୁଦ୍ଧାସ୍ତ୍ର ଆମଦାନୀକୁ ଭାରତ ବ୍ୟାନ୍‌ କରିଛି । ଅର୍ଥାତ୍‌ ଏଗୁଡ଼ିକ ଆଉ ଇମ୍‌ପୋର୍ଟ ନ କରାଯାଇ ଭାରତରେ ହିଁ ଉତ୍ପାଦନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯିବା ସହିତ ବ୍ୟାନ୍‌ ଯୁଦ୍ଧାସ୍ତ୍ର ଲିଷ୍ଟ ଜାରି କରାଯାଇଛି । ତେବେ ବ୍ୟାନ୍‌ ଲଗାଯାଇଥିବା ୧୦୮ଟି ନୂଆ ଯୁଦ୍ଧ ସାମଗ୍ରୀକୁ ମିଶାଇଲେ ବିଦେଶରୁ ଆମଦାନୀ ହେଉଥିବା ମୋଟ ୨୦୯ ଯୁଦ୍ଧାସ୍ତ୍ର ଉପରେ ରୋକ୍‌ ଲଗା ଗଲାଣି। ଏହା ପୂର୍ବରୁ ୧୦୨ଟି ଯୁଦ୍ଧ ସାମଗ୍ରୀ ଉପରେ ବ୍ୟାନ୍‌ ଲଗାଯାଇଥିଲା। 

ଅସ୍ତ୍ରଶସ୍ତ୍ର ପ୍ରଣାଳୀକୁ ଧ୍ୟାନରେ ରଖି ଦ୍ୱିତୀୟ ତାଲିକାରେ ଯୁଦ୍ଧାସ୍ତ୍ର ବ୍ୟାନ୍ କରାଯାଇଛି । ଦେଶରେ ଯୁଦ୍ଧାସ୍ତ୍ର ନିର୍ମାଣ କରୁଥିବା ଘରୋଇ କମ୍ପାନୀମାନଙ୍କ ସହିତ ଆଲଚୋନା ପରେ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏହି ଦ୍ୱିତୀୟ ତାଲିକା ପ୍ରସ୍ତୁତ କରାଯାଇଛି। ଏହି ସିଷ୍ଟମ୍ ପାଇଁ ବର୍ତ୍ତମାନ ପରୀକ୍ଷଣ ଜାରି ରହିଛି । ଭବିଷ୍ୟତରେ ଏହାକୁ ବଡ଼ ଆକାରରେ କାର୍ଯ୍ୟକାରୀ କରାଯିବ ବୋଲି ପ୍ରତି ରକ୍ଷା ମନ୍ତ୍ରାଳୟ କହିଛି। ୨୦୨୧ ଡିସେମ୍ବର ଠାରୁ ୨୦୨୫ ଡିସେମ୍ବର ମଧ୍ୟରେ ଧୀରେ ଧୀରେ ଏହି ବ୍ୟାନ୍‌ ନିର୍ଦ୍ଦେଶ ଲାଗୁ ହେବ। ଏହି ୧୦୮ ଯୁଦ୍ଧ ସାମଗ୍ରୀ ମଧ୍ୟରୁ ଚଳିତ ବର୍ଷ ଡିସେମ୍ବର ମାସ ଠାରୁ ୪୯ଟି ଯୁଦ୍ଧାସ୍ତ୍ର ଉପରେ ବ୍ୟାନ୍‌ ନିର୍ଦ୍ଦେଶ ଲାଗୁ ହେବ ବୋଲି ପ୍ରତିରକ୍ଷାମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। 

Powered by Froala Editor

Tags 108

Related articles Odisha News Lens 4.1

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15532
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14809
    Apr 18, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    15045
    Apr 16, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14938
    Apr 18, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15728
    Apr 16, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14121
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15400
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15460
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15443
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14121
    Apr 18, 2026
  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15443
    Apr 18, 2026
  • ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15400
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15728
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15765
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16122
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14740
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15716
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14938
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15460
    Apr 18, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13918
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In