Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

Home ›› ›› ଗୋଦାବରୀ ରେ ବଢୁଛି ଜଳସ୍ତର, ମୋଟୁ ଅଞ୍ଚଳରେ ବନ୍ୟା ଆଶଙ୍କା

ଗୋଦାବରୀ ରେ ବଢୁଛି ଜଳସ୍ତର, ମୋଟୁ ଅଞ୍ଚଳରେ ବନ୍ୟା ଆଶଙ୍କା

2023-07-31 07:03:11
14683
Share:
Facebook
Twitter
E-Mail
WhatsApp
Telegram
 ଗୋଦାବରୀ ରେ ବଢୁଛି ଜଳସ୍ତର, ମୋଟୁ ଅଞ୍ଚଳରେ ବନ୍ୟା ଆଶଙ୍କା

ମାଲକାନଗିରି : ଆନ୍ଧ୍ର ପ୍ରଦେଶର ଗୋଦାବରୀ ନଦୀରେ ଜଳସ୍ତର ବଢିବା ଫଳରେ ମାଲକାନଗିରି ଜିଲ୍ଲା ମୋଟୁ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି । ମୋଟୁ ସୀମାନ୍ତରେ ଥିବା ସାବେରୀ ନଦୀର ପାଣି ଏବେ ଗାଁ ମୁହାଁ ହେବାରେ ଲାଗିଛି ।

 ମୋଟୁ ଠାରୁ ବାରିବାନଞ୍ଛା କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ତିନି ଫୁଟ ଉଚ୍ଚରେ ବନ୍ୟା ପାଣି ପ୍ରବାହିତ ହେଉଛି । ଫଳରେ ବାରିବାନଞ୍ଛା, ବିନାୟକପୁର, ମୁରଲିଗୁଡା ଓ ଆଲମା ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି । ସେପଟେ ସିଲେରୁ ନଦୀର ପାଣି କୋଇଗୁରୁ ଗାଁ ପାଖକୁ ମାଡି ଆସିଛି । ଫଳରେ ମାଲକାନଗିରି ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ରହିଛି ।

ଗତ ଏକ ସପ୍ତାହ ଧରି ମୋଟୁ ନିକଟରେ ଶତାଧିକ ଯାନବାହାନ ଅଟକି ରହିଛି । ବନ୍ୟା ପାଣି ଯୋଗୁ ଫସିଥିବା ଟ୍ରକ ଡ୍ରାଇଭର ଶୋଚନୀୟ ଭାବରେ ଅଛନ୍ତି । 

Powered by Froala Editor

Tags Flood

Related articles Odisha News Lens 4.1

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14353
    May 01, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13525
    May 01, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15664
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15497
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13672
    Apr 30, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15204
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14476
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15464
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15594
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15497
    Apr 30, 2026
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15664
    Apr 30, 2026
  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15464
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17448
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17500
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16328
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13673
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13875
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16020
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15966
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14583
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15367
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15594
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15497
    Apr 30, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14353
    May 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In