ଫୁଟ୍ବଲ୍ କୋଚ୍ ନନ୍ଦ କିଶୋର ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର : ରାଜ୍ୟର ବିଶିଷ୍ଟ ଫୁଟ୍ବଲ୍ କୋଚ୍ ନନ୍ଦ କିଶୋର ପଟ୍ଟନାୟକଙ୍କର ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି।
ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ରାତି ପ୍ରାୟ ୩ଟା ବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
Powered by Froala Editor