Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

Home ›› ››ଟିକା ନେବା ପରେ ଖା’ନ୍ତୁ ଏହି ସବୁ ଖାଦ୍ୟ

ଟିକା ନେବା ପରେ ଖା’ନ୍ତୁ ଏହି ସବୁ ଖାଦ୍ୟ

2021-06-01 05:29:05
14143
Share:
Facebook
Twitter
E-Mail
WhatsApp
Telegram
ଟିକା ନେବା ପରେ ଖା’ନ୍ତୁ ଏହି ସବୁ ଖାଦ୍ୟ

ଚାରିଆଡେ ସୁନାମି ଭଳି ମାଡି ଚାଲିଛି ମହାମାରୀ । କୋରନାର ଦ୍ୱିତୀୟ ଲହର ଠାରୁ ବଂଚିବା ପାଇଁ ଦେଶରେ ଟିକା କରଣ ଜାରି ରହିଛି । ତେବେ ଟିକା ନେବା ପରେ ଅନେକ ବ୍ୟକ୍ତିଙ୍କ ଠାରେ ଜ୍ୱର, ମୁଣ୍ଡବିନ୍ଧା, ଦେହ ହାତ ଯନ୍ତ୍ରଣା ତଥା ଥକାପଣ ଭଳି ପାଶ୍ୱର୍ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ଏହି ସବୁ ପାଶ୍ୱର୍ପ୍ରତିକ୍ରିୟାକୁ ନିଜ ଖାଦ୍ୟ ଏବଂ ଦିନଚର୍ଯ୍ୟା ଉପରେ ଧ୍ୟାନ ଦେଇ କମ୍ କରାଯାଇପାରିବ ବୋଲି ଡାକ୍ତରମାନେ କହିଛନ୍ତି । ତେବେ ଟିକା ନେବା ପରେ କେଉଁ ସବୁ ଖାଦ୍ୟ ଖାଇଲେ ଇମ୍ୟୁନିଟି ମଜଭୁତ ହେବା ସହ ଟିକାର ସାଇଡିଫିକେ କମ୍ ହେବ ଆସନ୍ତୁ ଜାଣିବା ।

ପିଆଜ ଓ ରସୁୁଣ: ଉଭୟ ପିଆଜ ଏବଂ ରସୁଣ ଭଲ ଇମ୍ୟୁନିଟି ବୁଷ୍ଟର ଭାବେ କାମ କରେ । ଟିକା ନେବା ପରେ ଖାଦ୍ୟରେ ପିଆଜ ଓ ରସୁଣ ବ୍ୟବହାର କରନ୍ତୁ । କଞ୍ଚା ରସୁଣରେ ମାଙ୍ଗାନିଜ୍, ଭିଟାମିନ୍ ବି୬, ଫାଇବର, ସେଲେନିୟମ୍, ଭିଟାମିନ୍ ସି ଏବଂ କିଛି ପରିମାଣର କ୍ୟାଲସିୟମ୍, କପର, ପୋଟାସିୟମ୍, ଆଇରନ୍ ଏବଂ ଫସଫରସ୍ ଥାଏ । ଏଥିରେ ଅଧିକ ପରିମାଣର ଆଣ୍ଟିଅକ୍ସିଡାଣ୍ଟ ଥାଏ । ଏଥି ସହିତ ପିଆଜରେ ଭିଟାମିନ୍ ସି ପ୍ରଚୁର ମାତ୍ରାରେ ମିଳିଥାଏ ।

ଫଳ: ଟିକା ନେବା ପରେ ପ୍ରଚୁର ମାତ୍ରାରେ ଫଳ ଖା’ନ୍ତୁ । ଯେଉଁ ଫଳରେ ପାଣିର ପରିମାଣ ଅଧିକ ରହିଛି ସେହି ଫଳ ଖାଇବା ଉଚିତ । ଏହା ଟିକାର ପାଶ୍ୱର୍ପ୍ରତିକ୍ରିୟା କମ୍ କରିବାରେ ସହାୟକ ହୁଏ । ତରଭୁଜ, ଖରଭୁଜ, ଡାଳିମ୍ବ, ଆମ୍ବ, କଦଳୀ, ସାପେଟା, ଜାମୁନ ଆଦି ଖାଇବା ଉଚିତ । ଏହା ଆମ ଶରୀରକୁ ହାଇଡ୍ରେଟ୍ ରଖିବାରେ ସହାଯ୍ୟ କରେ । ଏଥିସହ ଏହା ଇମ୍ୟୁନିଟି ମଧ୍ୟ ବଢ଼ାଏ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତ ଅନୁସାରେ ଟିକା ନେବା ପୂର୍ବରୁ ଏବଂ ପରେ ଶରୀରକୁ ହାଇଡ୍ରେଟ୍ ରଖିବା ନିହାତି ଜରୁରୀ ।

ସବୁଜ ପନିପରିବା: ଯେକୌଣସି ବି ଗମ୍ଭୀର ପାଶ୍ୱର୍ ପ୍ରତିକ୍ରିୟା ଠାରୁ ଦୂରେଇ ରହିବା ପାଇଁ ସନ୍ତୁଳିତ ଖାଦ୍ୟ ଖାଇବା ଜରୁରୀ । ସବୁଜ ପନିପରିବା ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ ଏବଂ ଏଥିରେ ପ୍ରଚୁର ମାତ୍ରାରେ ପୁଷ୍ଟିକର ତତ୍ତ୍ୱ ଥାଏ । ଯଦି ଆପଣ ଟିକା ନେଇଛନ୍ତି ତେବେ ନିଜ ଖାଦ୍ୟରେ ସବୁଜ ପନିପରିବା ସାମିଲ କରନ୍ତୁ । ଆପଣ ଚାହିଁଲେ ସବୁଜ ପନିପରିବାକୁ ରୋଷେଇ କରି ଅବା ସାଲାଡ ରୂପେ ମଧ୍ୟ ଖାଇପାରିବେ ।

ହଳଦୀ: ହଳଦୀକୁ ପ୍ରାକୃତିକ ଇମ୍ୟୁନିଟି ବୁଷ୍ଟର ବୋଲି ବିଶ୍ୱାସ କରାଯାଏ । ଏହା ଅବସାଦ ଦୂର କରିବାରେ ସହାୟକ ହୁଏ । ଏଥିସହ ହଜମ ଶକ୍ତି ଏବଂ ଦେହ ହାତ ଯନ୍ତ୍ରଣା ମଧ୍ୟ ଦୂର କରେ ହଳଦୀ । ତେଣୁ ଆପଣ ଦିନରେ ଥରେ କିମ୍ବା ଦୁଇଥର କାଢ଼ାରେ ହଳଦୀ ପକାଇ ପିଇପାରିବେ । ଏଥିସହ ରାତିରେ ଶୋଇବା ପୂର୍ବରୁ କ୍ଷୀରରେ ହଳଦୀ ପକାଇ ପିଇବା ଉଚିତ ।

ପାଣି: ଟିକା ନେବା ପରେ ସବୁଠାରୁ ଜରୁରୀ ହେଲା ଶରୀରକୁ ହାଇଡ୍ରେଟ ରଖିବା । ଏହାଦ୍ୱାରା ଆପଣଙ୍କ ଶରୀର ଆକ୍ଟିଭ ରୁହେ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମୁତାବକ ଟିକା ନେବାର ଦିନକ ପୂର୍ବରୁ ପ୍ରଚୁର ମାତ୍ରାରେ ପାଣି ପିଇବା ଉଚିତ । ତେବେ ଥଣ୍ଡା ନୁହେଁ ଉଷୁମ ପାଣି ପଇବା ଉଚିତ । ପାଣି ବ୍ୟତୀତ ଆପଣ ଚାହିଁଲେ ସୁପ୍‌, ହର୍ବାଲ ଚା’, କାଢ଼ା, ଜୁସ୍ ବା ମିଲ୍ପ ସେକ୍ ଆଦି ପିଇପାରିବେ ।

ଫାଇବର ଯୁକ୍ତ ଖାଦ୍ୟ: ଟିକା ନେବା ପରେ ଫାଇବରରେ ଭରପୁର ଖାଦ୍ୟ ଖାଇବା ଉଚିତ । ଏହା ଟିକାର ସାଇଡ ଇଫେକ୍ଟ କମ କରିବାରେ ସହାୟକ ହୁଏ । ଏଥିସହ ଇମ୍ୟୁନିଟି ମଧ୍ୟ ବଢ଼ାଏ । ତେଣୁ ଆପଣ ବ୍ରାଉନ ରାଇସ, ମକା, ବାଜରା, ମାଣ୍ଡି, ଓଟସ୍‌, ବୁଟ, ସତୁ ଆଦି ନିଜ ଡାଏଟ ସାମିଲ କରନ୍ତୁ ।

Powered by Froala Editor

Tags Food

Related articles Odisha News Lens 4.1

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15662
    May 11, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13954
    May 12, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13691
    May 11, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15427
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15097
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13427
    May 11, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14052
    May 12, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13997
    May 11, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13720
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13720
    May 12, 2026
  • ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13427
    May 11, 2026
  • ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15097
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16077
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14519
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15478
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15225
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14025
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13954
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13720
    May 12, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13855
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In