Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

Home ›› ››ଆଜି ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ଜଣ ସାଂସଦ

ଆଜି ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ଜଣ ସାଂସଦ

2023-08-02 06:40:14
15360
Share:
Facebook
Twitter
E-Mail
WhatsApp
Telegram
ଆଜି ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ଜଣ ସାଂସଦ

ନୂଆଦିଲ୍ଲୀ: ମଣିପୁର ହିଂସାକୁ ନେଇ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ଜଣ ସାଂସଦ । ଇଣ୍ଡିଆ ମେଣ୍ଟ ୨୧ ସାଂସଦ ମଣିପୁର ଗସ୍ତ କରି ସେଠାକାର ସ୍ଥିତି ଅନୁଧ୍ୟାନ କରିଛନ୍ତି । ସେଠାରୁ ଫେରିବା ପରେ ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କୁ ଭେଟିବେ । ବିରୋଧ ଦଳ ପକ୍ଷରୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାଷ୍ଟ୍ରପତିଙ୍କୁ ଭେଟିବାକୁ ସମୟ ମାଗିଥିଲେ । ମଣିପୁରର ଆଇନ୍ ଶୃଙ୍ଖଳା ସ୍ଥିତି ଏବଂ ବିଭିନ୍ନ ଶିବିରରେ ରହୁଥିବା ପୀଡ଼ିତମାନଙ୍କ ସମସ୍ୟା ସମ୍ପର୍କରେ ବିରୋଧୀ ମେଣ୍ଟ ରାଷ୍ଟ୍ରପତିଙ୍କୁ ଅବଗତ କରାଇବେ ।

ସେପଟେ ମଣିପୁର ହିଂସାକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଛି ବିଜେପି । ରାଜନୈତିକ ଫାଇଦା ପାଇଁ ବିରୋଧୀ ମେଣ୍ଟ ମଣିପୁର ସ୍ଥିତିକୁ ନେଇ ଯେଉଁଭଳି ରାଜନୀତି କରୁଛି, ତାହା ଅତ୍ୟନ୍ତ ନିନ୍ଦନୀୟ । ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ସରକାର ପ୍ରୟାସ ଜାରି ରଖିଛନ୍ତି ଏବଂ ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତେଜନା ହ୍ରାସ ପାଇଁ ଅହରହ କାମ କରୁଛନ୍ତି ସରକାର । କିନ୍ତୁ ବିରୋଧୀ ଏ ପ୍ରସଙ୍ଗରେ ଚର୍ଚ୍ଚା ବଦଳରେ କେବଳ ରାଜନୀତି କରୁଥିବା ବିଜେପି ଅଭିଯୋଗ ଆଣିଛି । ସେପଟେ ମଣିପୁରରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଦିଲ୍ଲୀ ମହିଳା କମିଶନ ସ୍ୱାତୀ ମଲିୱାଲ ରାଷ୍ଟ୍ରପତିଙ୍କୁ ପଠାଇଥିବା ରିପୋର୍ଟରେ ଦାବି କରିଛନ୍ତି ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15067
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15336
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15149
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15476
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14222
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15574
    Apr 01, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14378
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14851
    Apr 02, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13618
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15149
    Apr 01, 2026
  • ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15476
    Apr 01, 2026
  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15574
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14851
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14257
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15729
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15415
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16152
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14378
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15149
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15336
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In