Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚରିତ୍ର ଗଠନ, ଦେଶପ୍ରେମ ଓ ...

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ...

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

ରାଜ୍ୟ
Home ›› ରାଜ୍ୟ ››ନବୀନଙ୍କ ବଡ଼ ନିଷ୍ପତି : ଶ୍ରମିକ ସାମାଜିକ ସୁରକ୍ଷା ଯୋଜନାରେ ଉପକୃତ ହେବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ

ନବୀନଙ୍କ ବଡ଼ ନିଷ୍ପତି : ଶ୍ରମିକ ସାମାଜିକ ସୁରକ୍ଷା ଯୋଜନାରେ ଉପକୃତ ହେବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ

2023-08-02 09:36:01
14632
Share:
Facebook
Twitter
E-Mail
WhatsApp
Telegram
ନବୀନଙ୍କ ବଡ଼ ନିଷ୍ପତି : ଶ୍ରମିକ ସାମାଜିକ ସୁରକ୍ଷା ଯୋଜନାରେ ଉପକୃତ ହେବେ  ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ

ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ, କୁମ୍ଭାର, କମାର, ପାଇପମିସ୍ତ୍ରୀ ଆଦି ପଚାଶ ବର୍ଗ 

 

ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କାକୁ ବୃଦ୍ଧି

 

 

ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି ।

 

ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ହେଲେ – (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ Dry Cleaner କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) Tool Maker, Dye Maker, ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬)  ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ, (୨୯) ଫୁଲ ଦୋକାନୀ, (୩୦) ଟେଣ୍ଟହାଉସ/ଡେକୋରେସନ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୧) ବ୍ୟାଣ୍ଡପାର୍ଟି ସଦସ୍ୟ, (୩୨) ମନୋରଞ୍ଜନ କଳାକାର, (୩୩) ମ୍ୟୁଜିସିଆନ ଓ କଣ୍ଠଶିଳ୍ପୀ, (୩୪) ଚଳଚ୍ଚିତ୍ର ଅପରେଟର/ସହାୟକ, (୩୫) ସିନେମା ହଲ୍‌ ବୁକିଂ କ୍ଲର୍କ, (୩୬) ବାଦ୍ୟଯନ୍ତ୍ର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୭) ସମସ୍ତ ପ୍ରକାର କାରିଗର, (୩୮) ବୃକ୍ଷରୋପଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୯) ଡଙ୍ଗା ଚାଳକ/ସହାୟକ, (୪୦) Snacks  ମିକ୍ସଚର୍‌ ଫ୍ୟାକ୍ଟ୍ରି ଶ୍ରମିକ, (୪୧) ଆଚାର, ବଡି, ପାମ୍ପଡ ପ୍ରସ୍ତୁତକାରୀ, (୪୨) ସ-ମିଲ୍‌ ଶ୍ରମିକ, (୪୩) କ୍ଷୀର ବିକ୍ରୟ କରୁଥିବା ବ୍ୟକ୍ତି, (୪୪) କେୟାରଟେକର/ହାଉସ କିପର/Bedside Attendant, (୪୫) କେକ୍‌/କ୍ୟାଣ୍ଡି ପ୍ରସ୍ତୁତକାରୀ, (୪୬) ବରଫ ପ୍ରସ୍ତୁତକାରୀ/ ଆଇସକ୍ରିମ ପ୍ରସ୍ତୁତକାରୀ, (୪୭) ଡାଇରୀ ପ୍ରଡକ୍ଟ ପ୍ରସ୍ତୁତକାରୀ, (୪୮) ଟ୍ରାଭେଲ ଓ ଟୁରିଷ୍ଟ ଗାଇଡ, (୪୯) ଡେଲିଭରୀ ବଏ, (୫୦) କୃଷି ଶ୍ରମିକ (Cultivator) ।

 

ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକ ମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ସେହିପରି ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

 

ସୂଚନାଯୋଗ୍ୟ ଯେ ୨୦୧୭ ମଇ ପହିଲାରୁ ଆରମ୍ଭ ହୋଇଥିବା ଏହି ବୋର୍ଡ ଜରିଆରେ ବର୍ତ୍ତମାନ ୧୦ଟି ବର୍ଗର ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ ଏହି ଯୋଜନାରୁ ଉପକୃତ ହେବେ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14393
    Nov 14, 2026
  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ
    ଦେଶ-ଦେଶାନ୍ତର

    ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15526
    Nov 14, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13441
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା
    ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13492
    Nov 14, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15345
    Nov 14, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    14163
    Nov 13, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14536
    Nov 14, 2026
  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14728
    Nov 14, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14712
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14728
    Nov 14, 2026
  • ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    14163
    Nov 13, 2026
  • ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13492
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17277
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17979
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17936
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18349
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14393
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14267
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15619
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14406
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14482
    Nov 05, 2026

ବାଣିଜ୍ୟ

ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍


ପୂର୍ବାଞ୍ଚଳର ଆଧ୍ୟାତ୍ମିକ ଜ୍ଞାନ ଓ ଆଧୁନିକ ଶିକ୍ଷାର ସମନ୍ୱୟରେ ଏକ ପରିବର୍ତ୍ତନଶୀଳ ‘ହାଓ ଟୁ ଲିଭ୍’ ପାଠ୍ୟକ୍ରମ; ଜ୍ଞାନୀ, ଦକ୍ଷ, ଆଲୋକପ୍ରାପ୍ତ ଓ ଦାୟିତ୍ୱବାନ ବିଶ୍ୱ ନାଗରିକ ଗଢ଼ିବା ଲକ୍ଷ୍ୟ

କେନ୍ଦୁଝର : ଏହି ଶିଶୁ ଦିବସ ଅବସରରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ (UGIS) ...

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15192
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14364
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15586
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14167
    Nov 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14536
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13492
    Nov 14, 2026
  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14728
    Nov 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In