Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ...

ରାଜ୍ୟ
Home ›› ରାଜ୍ୟ ››ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି

ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି

2023-08-03 05:04:27
13762
Share:
Facebook
Twitter
E-Mail
WhatsApp
Telegram
ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲିଠୁ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ । ରାଜଘାଟ ଓ ଆଖୁଆପଦାଠାରେ ବନ୍ୟା ଜଳ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଫଳରେ ଭଣ୍ଡାରିପୋଖରୀରୁ ଯାଜପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସରକାରୀ. ବେସରକାରୀ ସ୍କୁଲ ସମେତ ଅଙ୍ଗନୱାଡି କେନ୍ଦ୍ରକୁ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ ।
ଆଜି ସକାଳ ୬ଟା ସୁଦ୍ଧା ଭଦ୍ରକ ଆଖୁଆପଦା ଆନିକଟଠାରେ ଵୈତରଣୀ ନଦୀର ଜଳସ୍ତର ୧୯.୮୮ମିଟର ରହିଛି। ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେଳେ ଏବେ ବିପଦ ସଙ୍କେତ ଉପରେ ରହିଛି ଜଳସ୍ତର। ଏପଟେ ବନ୍ୟା ଜଳ ଧିରେ ଧିରେ ଚାଷ ଜମିକୁ ମାଡି ଚାଲିଛି।
ଭଣ୍ଡାରିପୋଖରୀ ବ୍ଲକର ଷୋଳମପୁର, ରହଣିଆ, ମାଳଦା, ନପଙ୍ଗ, କୁରିଗାଁ, ବନ୍ଦୋଳ ମଢିଆଳି ଓ ଝୁଟଣା ଆଦି ପଞ୍ଚାୟତ ସମେତ ଆଖପାଖ ପଞ୍ଚାୟତ ଜଳାର୍ଣ୍ଣବ ହୋଇଛି। ଅନ୍ୟ ପଞ୍ଚାୟତକୁ ମଧ୍ୟ ପାଣି ମାଡୁଛି।  ଦୋଵଲ, ସୋହଡା, ଖଡିପଦା, ଆନନ୍ଦପୁର, ଖଡିପଦା, କରଦା, ପଧାନୀ, ଅର୍ଜ୍ଜୁନପର ପଞ୍ଚାୟତ ସଂପୂର୍ଣ୍ଣ ଜଳାର୍ଣ୍ଣବ ହୋଇସାରିଛି। ଗତକାଲି ରାତିରୁ ଅନେକ ପଞ୍ଚାୟତ ଜଳବନ୍ଦୀ ହୋଇଛି ।ବୈତରଣୀ ନଦୀ ଫୁଲୁଥିବାରୁ ଏହାର ଶାଖା ନଦୀରେ ମଧ୍ୟ ଜଳ ପ୍ରବାହିତ ହେଉଛି।  ଏହା ପ୍ରଭାବରେ ଯାଜପୁର ଜିଲ୍ଲା କୋରେଇ ବ୍ଲକର ରଣପୁର ଗୌରପୁର, ମୁକୁନ୍ଦପୁର, ବନ୍ଦାଳ, ମୁଳାପାଳ ପଞ୍ଚାୟତର ଏକାଧିକ ଗାଁ ଜଳ ମଗ୍ନ ହୋଇଛି।
ସେପଟେ କେନ୍ଦୁଝର ଆନନ୍ଦପୁରରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ।

Powered by Froala Editor

Tags Baitarani

Related articles Odisha News Lens 4.1

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13541
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    14807
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13695
    Aug 12, 2026
  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    15094
    Aug 11, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    14887
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14117
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13509
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13953
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14275
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14275
    Aug 12, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13953
    Aug 12, 2026
  • ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    15094
    Aug 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17025
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17638
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18088
    Sep 06, 2023

ବିଶେଷ

  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14288
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14290
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15873
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16289
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15142
    Jul 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

- ବୋରିଙ୍ଗପଦର ଏବଂ ପାଲବେରୀ ଗ୍ରାମରୁ ୩୫୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ

- ପାରମ୍ପରିକ ପୋଷାକ, ସ୍ୱଦେଶୀ ଖାଦ୍ୟ ଏବଂ ସାଂସ୍କୃତିକ ପ୍ରତିଯୋଗିତା ମାଧ୍ୟମରେ ଜନଜାତି ଐତିହ୍ୟ ପ୍ରଦର୍ଶନ

ଭୁବନେଶ ...

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14349
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14158
    Aug 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    14887
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13695
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୋଦୀ

    14807
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In