Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ...

  • ଭାରତର ପ୍ରଥମ ହାଇଡ୍ରୋଜେନ୍ ଚାଳିତ ଟ୍ରେନ ...

  • ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ...

  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ...

  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି ...

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ...

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ...

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

ରାଜ୍ୟ
Home ›› ରାଜ୍ୟ ››ମା’ ଭଟ୍ଟାରିକାଙ୍କ ମନ୍ଦିର ଭିତରେ ପାଣି

ମା’ ଭଟ୍ଟାରିକାଙ୍କ ମନ୍ଦିର ଭିତରେ ପାଣି

2023-08-03 05:52:07
15416
Share:
Facebook
Twitter
E-Mail
WhatsApp
Telegram
ମା’ ଭଟ୍ଟାରିକାଙ୍କ ମନ୍ଦିର ଭିତରେ ପାଣି

ବଡ଼ମ୍ବା: ଲଗାଣ ବର୍ଷା ପ୍ରଭାବରେ ବଡ଼ମ୍ବାର ପ୍ରସିଦ୍ଧ ମା’ ଭଟ୍ଟାରିକାଙ୍କ ମନ୍ଦିର ଭିତରେ ପାଣି ପଶି ଯାଇଛି। ମନ୍ଦିର ବେଢା ସହିତ ଗର୍ଭଗୃହରେ ମଧ୍ୟ ଲହଡ଼ି ଖେଳୁଛି ବନ୍ୟାଜଳ । ତେବେ ଏଭଳି ଏକ ପରିସ୍ଥିତି ପରେ ମା’ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଲାଗୁ କରାଯାଇଛି । ବଡ଼ମ୍ବା ତହସିଲଦାର ଏହି କଟକଣା ଜାରି କରିଥିବା ସୂଚନା ମିଳିଛି।
ରତ୍ନଗିରି ପାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳକୁ ମା’ଙ୍କ ବିଗ୍ରହ ସ୍ଥାନାନ୍ତରିତ କରାଯାଇଛି । ଆଜି ମା’ଙ୍କୁ ବନ୍ୟା ଆଶ୍ରୟ ସ୍ଥଳୀରେ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ସାଧାରଣ ଭକ୍ତଙ୍କୁ ବାରଣ କରାଯାଇଛି । ମନ୍ଦିରରେ ମା’ଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତେବେ ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି କରାଯାଇଛି ।

ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଆଜି ପଶ୍ଚିମ ଉତ୍ତରର ପଶ୍ଚିମ ଦିଗକୁ ମୁହାଁଇଛି । ଆଗକୁ ଏହା ଦୁର୍ବଳ ହୋଇ ଅବପାତ ଓ ସଦୃଶ୍ୟ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ଆହୁରି ୧୨ ଘଣ୍ଟା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଓ ସମ୍ବଲପୁରର ଅଧିକାଂଶ ସ୍ଥାନରେ ୨ଶହ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ। ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୧୦ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁରରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ସେପଟେ ଛତିଶଗଡ଼ରେ ଦୁଇ ଦିନ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ମହାନଦୀ ଜଳସ୍ତର ବଢିପାରେ ।

Powered by Froala Editor

Tags 144 at badamba maa bhattarika

Related articles Odisha News Lens 4.1

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15585
    Jul 17, 2026
  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ
    ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15199
    Jul 18, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ...
    ବାଣିଜ୍ୟ

    ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ...

    13441
    Jul 18, 2026
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍
    ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14546
    Jul 18, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......
    ବିଶେଷ

    ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13753
    Jul 18, 2026
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13840
    Jul 17, 2026
  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ
    ଦେଶ-ଦେଶାନ୍ତର

    ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ

    13352
    Jul 18, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧
    ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14783
    Jul 18, 2026
  • ଭାରତର ପ୍ରଥମ ହାଇଡ୍ରୋଜେନ୍ ଚାଳିତ ଟ୍ରେନ ଶୁଭାରମ୍ଭ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭାରତର ପ୍ରଥମ ହାଇଡ୍ରୋଜେନ୍ ଚାଳିତ ଟ୍ରେନ ଶୁଭାରମ୍ଭ କଲେ ମୋଦୀ

    13707
    Jul 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13753
    Jul 18, 2026
  • ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14783
    Jul 18, 2026
  • ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14546
    Jul 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16983
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18048
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13753
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14334
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14673
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14970
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15708
    Jul 07, 2026

ବାଣିଜ୍ୟ

ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

ପୁରୀ ରଥ ଯାତ୍ରାରେ ପ୍ରତ୍ୟେକ ଭକ୍ତଙ୍କ ସହିତ ଭାବ ବିନିମୟକୁ ଏକ ଏହି ଧରଣର ପ୍ରଥମ ଗତିଶୀଳ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ଗୋଷ୍ଠୀ ପରିପୁଷ୍ଟିରେ ରୂପାନ୍ତରିତ କରୁଛି

ପୁରୀ: ଗତବର୍ଷର &l ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14170
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15836
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13787
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14666
    Jul 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13441
    Jul 18, 2026
  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ

    13352
    Jul 18, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14783
    Jul 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In