Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏହି ୩ ଜଣଙ୍କ ବିରୋଧରେ ସିବିଆଇର ୧୦,୦୦୦ ପୃଷ୍ଠାର ଚାର୍ଜସିଟ୍

ଏହି ୩ ଜଣଙ୍କ ବିରୋଧରେ ସିବିଆଇର ୧୦,୦୦୦ ପୃଷ୍ଠାର ଚାର୍ଜସିଟ୍

2023-08-06 10:51:36
15399
Share:
Facebook
Twitter
E-Mail
WhatsApp
Telegram
ଏହି ୩ ଜଣଙ୍କ ବିରୋଧରେ ସିବିଆଇର ୧୦,୦୦୦ ପୃଷ୍ଠାର ଚାର୍ଜସିଟ୍

ନୂଆଦିଲ୍ଲୀ: ଆଇସିଆଇସିଆଇର ପୂର୍ବତନ ମ୍ୟାନେଜିଙ୍ଗ ଡାଇରେକ୍ଟର ଚନ୍ଦା କୋଚର , ତାଙ୍କ ସ୍ୱାମୀ ଦୀପକ କୋଚର ଓ ଭିଡିଓକନ୍ ପ୍ରତିଷ୍ଠାତା ବେଣୁଗୋପାଳ ଧୁତଙ୍କ ବିରୋଧରେ ସିବିଆଇ ଦାଖଲ କରିଛି ୧୦ ,୦୦୦ ପୃଷ୍ଠାର ଚାର୍ଜଟ୍ଟ୍ । ଏଥିରେ ଏହି ୩ ଜଣଙ୍କ ବିରୋଧରେ ସିବିଆଇ ଆଣିଛି ଗୁରୁତର ଅଭିଯୋଗ ।
ଆଇସିଆଇସିଆଇ ବ୍ୟାଙ୍କ ଦ୍ୱାରା ଭିଡିଓକନ୍ ଗ୍ରୁପ ଦ୍ୱାରା ଦିଆଯାଇଥିବା ୧.୦୦୦ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି (ଏନପିଏ) ବା ନନଫର୍ମିଙ୍ଗ ଆସେଟ୍ ହୋଇଯାଇଛି । ଏହାର ଅର୍ଥ ଯେତେବେଳେ ଲୋନ୍ ଦେଇଥିବା ସଂସ୍ଥା ବା ବ୍ୟକ୍ତି ଲଗାତାର ୩ ମାସ ଋଣ ଅର୍ଥକୁ ସୁଝିପାରେ ନାହିଁ , ବ୍ୟାଙ୍କ ଦେଇଥିବା ଋଣ ରାଶି ଉପରେ ଅନିଶ୍ଚିତତା ସୃଷ୍ଟି ହୁଏ ଫଳରେ ବ୍ୟାଙ୍କ ଏହାକୁ ଏନପିଏ ବା ନନଫର୍ମିଙ୍ଗ ଅସେଟ୍ ବୋଲି ଘୋଷଣା କରିଥାଏ । ଏଥିରେ ଋଣଦାତାକୁ ଆଉ ଅର୍ଥ ସୁଝିବାକୁ ନପଡିଲେ ବି ତାଙ୍କର ସିଭିଲ ରିପୋର୍ଟ ଖରାପ ହୋଇଯାଏ ଏବଂ ଆଉ ଥରେ ଋଣ ନେବାରେ ସମସ୍ୟା ହୁଏ ।
ସିବିଆଇ ଦାଖଲ କରିଥିବା ଚାର୍ଜସିଟରେ ଉଲ୍ଲେଖ ଅଛି ଯେ, ଚନ୍ଦା କୋଚର ଆଇସିଆଇସିଆଇର ଏମଡି ଥିବା ସମୟରେ ଭିଡିଓକନ୍ ଗ୍ରୁପକୁ ବେଆଇନ ଭାବେ ୧୮୭୫ କୋଟିର ଋଣ ଦେଇଥିଲେ । ଆହୁରି ମଧ୍ୟ ଉଲ୍ଲେଖ ଅଛି ଯେ, ଅପରାଧିକ ଷଡଯନ୍ତ୍ର ଆଧାରରେ ଭିଡିଓକନ୍ ଗ୍ରୁପକୁ ଟର୍ମ ଲୋନ୍ ଦିଆଯାଇଥିଲା । କୋଚର ଅଧ୍ୟକ୍ଷତା କରୁଥିବା ଟିମ୍ ଦ୍ୱାରା ୨୦୦୯ ଅଗଷ୍ଟ ୨୬ରେ ଭିଡିଓକନ୍ ଇଣ୍ଟରନ୍ୟାସନାଲ ଲିମିଟେଡ୍କୁ ୩୦୦ କୋଟି ଟଙ୍କାର ମଞ୍ୁରୀ ଦିଆଯାଇଥିଲା ।

କେବଳ ଏତିକି ନୁହେଁ ଚନ୍ଦା କେଚର ଯେଉଁ ଫ୍ଲାଟରେ ରହୁଥିଲେ ଏହାର ମାଲିକାନା ଭିଡିଓକନ୍ ଗ୍ରୁପ ପାଖରେ ଥିଲା । ଏହାପରେ ଏହି ଫ୍ଲାଟ୍ କୋଚରଙ୍କ ପରିବାରିକ ଟ୍ରଷ୍ଟକୁ ଟ୍ରାନ୍ସଫର କରିଦିଆଯାଇଥିଲା । ଫ୍ଲାଟର ପ୍ରକୃତ ମୂଲ୍ୟ ସାଢେ ୫ କୋଟି ହୋଇଥିବାବେଳେ ୨୦୧୬ରେ ଏହାକୁ ମାତ୍ର ୧୧ ଲକ୍ଷ ଟଙ୍କାରେ ଟ୍ରାନ୍ସଫର କରାଯାଇଥିଲା । ସିବିଆଇ ଆହୁରି ମଧ୍ୟ ଅଭିଯୋଗ କରିଛି ଯେ, ଚନ୍ଦା କୋଚର ନିଜର କାର୍ୟ୍ୟକାଳ ମଧ୍ୟରେ ୬୪ କୋଟି ଟଙ୍କାର ଲାଞ୍ଚ ନେଇଛନ୍ତି ଏବଂ ବ୍ୟାଙ୍କର ଧନକୁ ଅପବ୍ୟବହାର କରିଛନ୍ତି ।

Powered by Froala Editor

Tags Chanda kocher

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14970
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14120
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14094
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15289
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15117
    Oct 20, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14153
    Oct 18, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15351
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15650
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15122
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15117
    Oct 20, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15351
    Oct 20, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14970
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18262
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14544
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15389
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14726
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14825
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15828
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14626
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15111
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15819
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14481
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15117
    Oct 20, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14153
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In