ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ କରୋନା ଭୂତାଣୁର ନାମକରଣ ହୋଇଛି ‘ଡେଲ୍ଟା’
ନୂଆଦିଲ୍ଲୀ: ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ କରୋନା ଭୂତାଣୁର ନାମକରଣ ହୋଇଛି । ଏହାର ନାଁ ଦିଆଯାଇଛି ‘ଡେଲ୍ଟା ଭାରିଏଣ୍ଟ’ । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସୋମବାର ପ୍ରଥମଥର ପାଇଁ କରୋନା ଭୂତାଣୁ ଷ୍ଟ୍ରେନ୍ର ନାମକରଣ କରିଛି ।
ଭାରତରେ ଦେଖା ଦେଇଥିବା କରୋନାର ମ୍ୟୁଟାଂଟ୍ ବି.୧. ୬୧୭.୨ ହୋଇଥିବାବେଳେ ଏହାକୁ ଭାରତ ଭାରିଏଣ୍ଟ ବୋଲି କୁହାଯିବାକୁ ନେଇ ଆପତ୍ତି କରିଥିଲା ନୂଆଦିଲ୍ଲୀ। ଏବେ ହୁ’ ଏହାର ନାମ ‘ଡେଲଟା’ ରଖିଛି ।
Powered by Froala Editor