Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

2023-08-09 07:12:41
14146
Share:
Facebook
Twitter
E-Mail
WhatsApp
Telegram
ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ:  ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଆଜି ଅପରାହ୍ଣ ଗୋଟାଏରୁ ୨ଟା ମଧ୍ୟରେ ଚନ୍ଦ୍ରଯାନ-୩ର ଦ୍ୱିତୀୟ କକ୍ଷପଥ ହ୍ରାସ ପ୍ରକ୍ରିୟା କରାଯିବ । ଏହା ପରେ ଆହୁରି ଦୁଇ ଥର ଚନ୍ଦ୍ରଯାନର କକ୍ଷପଥକୁ ବଦଳାଯିବ । ଏହା ଚନ୍ଦ୍ରର ସବୁଠୁ ଅଧିକ ନିଟକତର ହେବ । ବର୍ତ୍ତମାନ ଚନ୍ଦ୍ରଯାନ-୩ ଚନ୍ଦ୍ରଠାରୁ ସବୁଠୁ କମ୍ ୧୭୦ କିମି ଓ ସବୁଠୁ ଅଧିକ ୪ ହଜାର ୩୧୩ କିମି ଦୂରରେ ଅଣ୍ଡାକାର ପଥରେ ଘୂରୁଛି ।

ଆସନ୍ତା ୧୭ ତାରିଖରେ ଚନ୍ଦ୍ରଯାନ-୩ରେ ଥିବା ପ୍ରୋପୁଲସନ୍ ମୋଡ୍ୟୁଲରୁ ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଲ୍ୟାଣ୍ଡରରେ ରହିଥିବା ସଫ୍ଟୱେର ସହାୟତାରେ ଏହା ଚନ୍ଦ୍ରର ଆହୁରି ନିକଟତର ହେବ । ଏହି ସମୟରେ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବାଧିକ ୧୦୦ ଓ ସର୍ବନିମ୍ନ ୩୦ କିମି ଦୂରରେ ପରିକ୍ରମା କରିବ । ନିର୍ଦ୍ଧାରିତ ଯୋଜନା ଅନୁସାରେ ସବୁ ଠିକଠାକ୍ ଚାଲିଲେ ଅଗଷ୍ଟ ୨୩ ତାରିଖ ଅପରାହ୍ଣ ୫ଟା ୪୭ରେ ଲ୍ୟାଣ୍ଡର ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରିବ ।

Powered by Froala Editor

Tags Chandrayan-3

Related articles Odisha News Lens 4.1

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13529
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14805
    May 20, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13818
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13446
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14390
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14110
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14649
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15546
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15517
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14805
    May 20, 2026
  • ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14110
    May 21, 2026
  • ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13529
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16871
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17486
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17538
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17922
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14390
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14158
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14420
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15483
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15092
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15412
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15151
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15644
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13974
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15084
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15546
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14110
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In