Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସହମତିରେ ଶାରୀରିକ ସମ୍ପର୍କ ରଖିବାର ୬ ବର୍ଷ ପରେ ଦୁଷ୍କର୍ମ ଅଭିଯୋଗ କରିପାରିବେ ନାହିଁ କୌଣସି ମହିଳା

ସହମତିରେ ଶାରୀରିକ ସମ୍ପର୍କ ରଖିବାର ୬ ବର୍ଷ ପରେ ଦୁଷ୍କର୍ମ ଅଭିଯୋଗ କରିପାରିବେ ନାହିଁ କୌଣସି ମହିଳା

2023-08-09 17:46:51
15277
Share:
Facebook
Twitter
E-Mail
WhatsApp
Telegram
ସହମତିରେ ଶାରୀରିକ ସମ୍ପର୍କ ରଖିବାର ୬ ବର୍ଷ ପରେ ଦୁଷ୍କର୍ମ ଅଭିଯୋଗ କରିପାରିବେ ନାହିଁ କୌଣସି ମହିଳା

ସହମତିରେ ଶାରୀରିକ ସମ୍ପର୍କ ରଖିବାର ୬ ବର୍ଷ ପରେ କୌଣସି ମହିଳା ଦୁଷ୍କର୍ମ ଅଭିଯୋଗ କରିପାରିବେ ନାହିଁ । ଜଣେ ମହିଳା ଦାଏର କରି ଥିବା ଦୁଇଟି ଅପରାଧିକ ମାମଲା ଖାରଜ କରି ଏହି ରାୟ ଶୁଣାଇଛନ୍ତି କର୍ଣ୍ଣାଟକ ହାଇକୋର୍ଟ ।

ବେଙ୍ଗାଲୁରୁର ଜଣେ ମହିଳାଙ୍କ ଅଭିଯୋଗ ଅନୁଯାୟୀ, ୨୦୧୩ ମସିହାରେ ଫେସ୍‌ବୁକ୍‌ରେ ଜଣେ ଯୁବକଙ୍କ ସହ ତାଙ୍କର ପରିଚୟ ହୋଇଥିଲା । ଏହାପରେ ଉଭୟ ପ୍ରେମରେ ପଡ଼ିଲେ। ବିବାହର ପ୍ରତିଶ୍ରୁତି ଦେଇ ବର୍ଷେ କି ଦୁଇ ବର୍ଷ ନୁହେଁ ନୁହେଁ, ୬ ବର୍ଷ କାଳ ସେମାନେ ପରସ୍ପର ସହ ଶାରୀରିକ ସମ୍ପର୍କ ରଖିଲେ। ଉଭୟ ପାଖାପାଖି ରହୁଥିବାରୁ ଯୁବତୀ ଜଣକ ଅଧିକାଂଶ ସମୟ ଯୁବକଙ୍କ ନିକଟକୁ ଯାଉଥିଲେ। ମାତ୍ର ୬ ବର୍ଷ ପରେ ଯୁବକଜଣକ ବିବାହ ପାଇଁ ଆଉ ଧରାଛୁଆଁ ଦେଲେ ନାହିଁ।

ଏହାପରେ ଯୁବତୀ ଜଣକ ୨୦୨୧ ମାର୍ଚ୍ଚ ୮ ତାରିଖରେ ଇନ୍ଦିରା ନଗର ପୁଲିସ୍‌ ଷ୍ଟେଶନରେ ଲିଖିତ ଅଭିଯୋଗ କଲେ। ଏହି ମାମଲାରେ ଯୁବକ ଜଣକ ଗିରଫ ହୋଇ ଜାମିନ୍‌ରେ ମୁକୁଳି ଦେବନଗର ପଳାଇଥିବା ବେଳେ ସେଠାରେ ଜଣେ ଯୁବତୀଙ୍କ ସହ ରହୁଥିଲେ। ଏହା ଜାଣିପାରି ପୂର୍ବତନ ପ୍ରେମିକା ଜଣକ ସେଠାକୁ ଯାଇ ପ୍ରେମିକ ଓ ତାଙ୍କ ମହିଳା ବନ୍ଧୁଙ୍କ ନାଁରେ ଲିଖିତ ଅଭିଯୋଗ କରିଥିଲେ। ଏହି ମାମଲାରେ କୋର୍ଟ ସମ୍ପୃକ୍ତ ଯୁବକଙ୍କୁ ଦୋଷୀ ବୋଲି ସାବ୍ୟସ୍ତ କରି ନ ଥିବା ଜଣାଯାଇଛି।

ପ୍ରଥମ ଦିନରୁ ଆରମ୍ଭ କରି ୨୦୧୯ ଡିସମ୍ବେର ୨୭ ଯାଏ ସହମତିରେ ସେମାନଙ୍କ ମଧ୍ୟରେ ଦୈହିକ ସମ୍ପର୍କ ଥିଲା କହି ବିଚାରପତି ଏମ୍‌. ନାଗପ୍ରସନ୍ନ ବେଙ୍ଗାଲୁରୁ ସହରର ଇନ୍ଦିରା ନଗର ଥାନା ଓ ଦେବନାଗେରେରେ ଥିବା ମହିଳା ଥାନାରେ ଅଭିଯୋଗକାରିଣୀ ପଞ୍ଜୀକୃତ କରାଇଥିବା ‘ଏଫ୍‌ଆଇଆର୍‌’ ଦୁଇଟିକୁ ଖାରଜ କରିଛନ୍ତି। 

Powered by Froala Editor

Tags case

Related articles Odisha News Lens 4.1

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13782
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15466
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14097
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13854
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14481
    Mar 11, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14567
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15189
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14590
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13965
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14481
    Mar 11, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15466
    Mar 12, 2026
  • ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14590
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13277
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13965
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15026
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14780
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15225
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15134
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13277
    Mar 12, 2026
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15466
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14481
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In