Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମାନବିକତାର ପରିଚୟ ଦେଲେ ରାହୁଲ ଗାନ୍ଧି

ମାନବିକତାର ପରିଚୟ ଦେଲେ ରାହୁଲ ଗାନ୍ଧି

2023-08-09 18:03:09
15112
Share:
Facebook
Twitter
E-Mail
WhatsApp
Telegram
ମାନବିକତାର ପରିଚୟ ଦେଲେ ରାହୁଲ ଗାନ୍ଧି

କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ସମସ୍ତଙ୍କ ହୃଦୟ ଜିତି ପାରିଛନ୍ତି। ସେ ବର୍ତ୍ତମାନ ସୋଶାଲ ମିଡିଆରେ ଛାଇ ଯାଇଛନ୍ତି। ଆଜି ୧୦ ଜନପଥରୁ ଲୋକସଭା ଅଭିମୁଖେ ଯାଉଥିବାବେଳେ ଜଣେ ବ୍ୟକ୍ତି ଏକ ଛୋଟ ଦୁର୍ଘଟଣାରେ ସ୍କୁଟରରୁ ପଡିଯାଇଥିବା ଦେଖିଥିଲେ । ତେବେ ଅନ୍ୟମାନଙ୍କ ପରି ସେ ସେଠାରୁ ଚାଲି ନଯାଇ ନିଜ ଗାଡି ଅଟକାଇଥିଲେ । ଗାଡିରୁ ଓହ୍ଲାଇ ସେ ପଡିଯାଇଥିବା ଲୋକଙ୍କ ନିକଟକୁ ଯାଇଥିଲେ । ସ୍କୁଟର ଆରୋହୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଥିଲେ । ସ୍କୁଟର ଆରୋହୀଜଣକ ସୁସ୍ଥ ଥିବା ସେ ଜାଣିବାକୁ ପାଇିଥିଲେ । ପରେ ରାହୁଲ ହ୍ୟାଣ୍ଡସେକ କରି ସଂସଦ ଅଭିମୁଖେ ବାହାରିଥିଲେ ।

ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ମତ ରଖିବା ପୂର୍ବରୁ ହିଁ ରାହୁଲ ଗାନ୍ଧି ସୋଶାଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଥିଲେ। ଭାଷଣ ପରେ ସେ ଆହୁରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯାଇଛନ୍ତି।

କଂଗ୍ରେସ ପକ୍ଷରୁ ଘଟଣା ବେଳର ଭିଡିଓକୁ ଟ୍ୱିଟ କରାଯାଇଛି ଓ ଏହାର କ୍ୟାପସନ ଜନନାୟକ ରଖାଯାଇଛି। ଏହାକୁ ଅନେକ ଲୋକ ପ୍ରଶଂସା କରିବା ସହ ରାହୁଲ ଗାନ୍ଧି ହୃଦୟ ଜିତିବାକୁ ସକ୍ଷମ ହୋଇଥିବା କହିଛନ୍ତି। 

Powered by Froala Editor

Tags rahul

Related articles Odisha News Lens 4.1

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14589
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15188
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13276
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13964
    Mar 11, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13853
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14096
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13781
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14480
    Mar 11, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15465
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14566
    Mar 12, 2026
  • ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13853
    Mar 12, 2026
  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14480
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13276
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13964
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15026
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14780
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15225
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15134
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14566
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13964
    Mar 11, 2026
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15465
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In