Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

Home ›› ››ସ୍ୱାଧୀନତା ଦିବସ ସମାରୋହ: କେଉଁ କେଉଁ ସ୍ଥାନରେ କିଏ କରିବେ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସ ସମାରୋହ: କେଉଁ କେଉଁ ସ୍ଥାନରେ କିଏ କରିବେ ପତାକା ଉତ୍ତୋଳନ

2023-08-11 04:53:26
13760
Share:
Facebook
Twitter
E-Mail
WhatsApp
Telegram
ସ୍ୱାଧୀନତା ଦିବସ ସମାରୋହ: କେଉଁ କେଉଁ ସ୍ଥାନରେ କିଏ କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୫ତାରିଖରେ ଭୁବନେଶ୍ୱରରେ ୭୭ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍ ଅଭିଭାଦନ ଗ୍ରହଣ କରିବେ । ସେହିପରି ରାଜ୍ୟର ୨୦ଜଣ ମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ, ରାଉରକେଲା ଓ ବ୍ରହ୍ମପୁରରେ ୨ଜଣ ଆରଡିସି ଏବଂ ୧୦ଟି ଜିଲ୍ଲାରେ ଜିଲ୍ଲାପାଳମାନେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ସଂଗ୍ରାମ ସମାରୋହରେ ପରେଡ୍ ଅଭିବାଦନ ଗ୍ରହଣ କରିବେ ।ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ ଓ ପରେଡ୍ ଅଭିବାଦନ ଗ୍ରହଣ କରିବେ । ସେହିପରି ମନ୍ତ୍ରୀ ଜଗନ୍ନାଥ ସାରକା- କନ୍ଧମାଳ, ନିରଞ୍ଜନ ପୂଜାରୀ- ପୁରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ- କୋରାପୁଟ, ପ୍ରଦୀପ କୁମାର ଅମାତ- ଗଞ୍ଜାମ, ପ୍ରମିଳା ମଲ୍ଲିକ- ବରଗଡ଼, ଉଷା ଦେବୀ- ସମ୍ବଲପୁର, ପ୍ରଫୁଲ୍ଲ କୁମାର ମଲ୍ଲିକ- କେନ୍ଦୁଝର, ପ୍ରତାପ କେଶରୀ ଦେବ -ଅନୁଗୁଳ, ଅତନୁ ସବ୍ୟସାଚୀ ନାୟକ- ରାୟଗଡ଼ା, ଟୁକୁନି ସାହୁ- ଜଗତସିଂହପୁର, ଅଶୋକ ଚନ୍ଦ୍ର ପଣ୍ଡା-ବଲାଙ୍ଗିର, ରାଜେନ୍ଦ୍ର ଢ଼ୋଲକିଆ- ସୁନ୍ଦରଗଡ଼, ବିକ୍ରମ କେଶରୀ ଆରୁଖ- କଟକ, ସୁଦାମ ମାର୍ଣ୍ଡି- ବାଲେଶ୍ୱର, ଶାରଦା ପ୍ରସାଦ ନାୟକ- ଝାରସୁଗୁଡ଼ା, ଅଶ୍ୱିନୀ କୁମାର ପାତ୍ର- ମୟୂରଭଞ୍ଜ, ପ୍ରୀତିରଞ୍ଜନ ଘଡ଼ାଇ- କଳାହାଣ୍ଡି, ତୁଷାରକାନ୍ତି ବେହେରା-ମାଲକାନଗିରି, ରୀତା ସାହୁ- ସୋନପୁର ଓ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ- ଢେଙ୍କାନାଳ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଜାତୀୟପତାକା ଉତ୍ତୋଳନ ସହ ପରେଡ୍ ଅଭିବାଦନ ଗ୍ରହଣ କରିବେ ।

ସେହିପରି ଭଦ୍ରକ,ବୌଦ୍ଧ, ଦେବଗଡ଼,ଗଜପତି, ଯାଜପୁର,କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରେ ସମ୍ପୃକ୍ତ ଜିଲ୍ଲାପାଳମାନେ ଏବଂ ବ୍ରହ୍ମପୁର ଓ ରାଉରକେଲାରେ ଯଥାକ୍ରମେ ଦକ୍ଷିଣାଂଚଳ ଆରଡିସି ଓ ଉତ୍ତରାଂଚଳ ଆରଡିସି ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍ ଅଭିବାଦନ ଗ୍ରହଣ କରିବେ ବୋଲି ଜଣାପଡ଼ିଛି ।

Powered by Froala Editor

Tags Indepedence day

Related articles Odisha News Lens 4.1

  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14212
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    14102
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13981
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13835
    May 08, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14216
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15913
    May 07, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15414
    May 09, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14933
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15651
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15651
    May 07, 2026
  • ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15414
    May 09, 2026
  • ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15749
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17463
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17512
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17871
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16345
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15414
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14236
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15391
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15148
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13949
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15387
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15124
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15618
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13940
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତରଭୁଜ ନମୁନାରେ ମୂଷା ମରା ବିଷ

    14212
    May 08, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14933
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15913
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In