Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

ବିଶେଷ
Home ›› ବିଶେଷ ››ଜଳରେ ଅକ୍ଷତ ପକାଇ ସୂର୍ୟ୍ୟଦେବଙ୍କୁ ଅର୍ପଣ କରନ୍ତୁ, ସର୍ବଦା ରହିଥାଏ ଜୀବନରେ ସୁଖ-ଶାନ୍ତି

ଜଳରେ ଅକ୍ଷତ ପକାଇ ସୂର୍ୟ୍ୟଦେବଙ୍କୁ ଅର୍ପଣ କରନ୍ତୁ, ସର୍ବଦା ରହିଥାଏ ଜୀବନରେ ସୁଖ-ଶାନ୍ତି

2023-08-12 02:01:49
15899
Share:
Facebook
Twitter
E-Mail
WhatsApp
Telegram
ଜଳରେ ଅକ୍ଷତ ପକାଇ ସୂର୍ୟ୍ୟଦେବଙ୍କୁ ଅର୍ପଣ କରନ୍ତୁ, ସର୍ବଦା ରହିଥାଏ ଜୀବନରେ ସୁଖ-ଶାନ୍ତି

ହିନ୍ଦୁ ଧର୍ମରେ ସୂର୍ୟ୍ୟଦେବଙ୍କ ପୂଜାର୍ଚ୍ଚନାର ଖୁବ୍‌‌ ମହତ୍ତ୍ୱ ରହିଛି। ରବିବାର ଦିନ ସୂର୍ୟ୍ୟଦେବଙ୍କୁ ସମର୍ପିତ। ମାତ୍ର ପ୍ରତ୍ୟେକ ଦିନ ମଧ୍ୟ ସୂର୍ୟ୍ୟଦେବଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଅନେକ ଶୁଭଫଳ ମିଳିଥାଏ। ସକାଳ ସମୟରେ ସୂର୍ୟ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରିବା ଦ୍ୱାରା ଜୀବନରେ ଥିବା ଅନେକ ସମସ୍ୟା ଦୂର ହୋଇଥାଏ।
ପୂଜାରେ ଫୁଲର ଖୁବ ମହତ୍ତ୍ୱ ରହିଛି। ସୂର୍ୟ୍ୟଙ୍କୁ ଜଳ ଅର୍ପଣ କରିବା ସମୟରେ ଏହି ପାତ୍ରରେ ଫୁଲ ନିଶ୍ଚୟ ରଖନ୍ତୁ। ସୂର୍ୟ୍ୟଙ୍କୁ ଫୁଲ ଅର୍ପଣ କରିବା ଦ୍ୱାରା ସମସ୍ତ କାର୍ୟ୍ୟରେ ସଫଳତା ମିଳିଥାଏ।
ଅକ୍ଷତକୁୁ ଖୁବ ପବିତ୍ର କୁହାଯାଏ। ଦେବୀଦେବତାଙ୍କ ପୂଜା କିମ୍ବା ଯେକୌଣସି ଶୁଭ କାର୍ୟ୍ୟରେ ଅକ୍ଷତର ନିଶ୍ଚୟ ବ୍ୟବହାର ହୋଇଥାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଜଳରେ ଅକ୍ଷତ ପକାଇ ସୂର୍ୟ୍ୟଦେବଙ୍କୁ ଅର୍ଘ୍ୟ ଅର୍ପଣ କରନ୍ତୁ। ଏହାଦ୍ୱାରା ଜୀବନରେ ସୁଖ-ଶାନ୍ତି ସର୍ବଦା ରହିଥାଏ।
ଜଳ ଅର୍ପଣ କରୁଥିବା ପାତ୍ରରେ ଲାଲ ସୂତା ବାନ୍ଧି ଦିଅନ୍ତୁ। ସୂତା ବାନ୍ଧିବା ପରେ ସୂର୍ୟ୍ୟଦେବଙ୍କୁ ଅର୍ଘ୍ୟ ଅର୍ପଣ କଲେ ଜାତକରେ ସୂର୍ୟ୍ୟ ଦୋଷ ଦୂର ହୋଇଥାଏ। ବିଭିନ୍ନ ରୋଗ ଦୂର ହୋଇଥାଏ।
ହଳଦୀକୁ ଖୁବ ଶୁଭ କୁହାଯାଏ। ବିବାହ ଭଳି ମାଙ୍ଗଳିକ କାର୍ୟ୍ୟରେ ମୁଖ୍ୟତଃ ହଳଦୀର ବ୍ୟବହାର କରାଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଜଳରେ ହଳଦୀ ମିଶାଇ ଅର୍ଘ୍ୟ ଅର୍ପଣ କରିବା ଦ୍ୱାରା ବିବାହରେ ଥିବା ସମସ୍ୟା ଦୂର ହୋଇଥାଏ। ଶୀଘ୍ର ବିବାହ ହୋଇଥାଏ।
ଭଗବାନଙ୍କ ଭୋଗରେ ମିଶ୍ରିର ପ୍ରୟୋଗ କରାଯାଏ। ଭୋଗରେ ମିଶ୍ରି ଅର୍ପଣ କରିବା ଦ୍ୱାରା ଭଗବାନ ପ୍ରସନ୍ନ ହୋଇଥାଆନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୂର୍ୟ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରିବା ସମୟରେ ଜଳରେ ଅଳ୍ପ ମିଶ୍ରି ମିଶାଇ ଅର୍ପଣ କରନ୍ତୁ। ସୂର୍ୟ୍ୟଙ୍କ ବିଶେଷ କୃପା ମିଳିବା ସହ ଜୀବନରେ ଖୁସି ସର୍ବଦା ରହିଥାଏ।

Powered by Froala Editor

Tags Surya puja

Related articles Odisha News Lens 4.1

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15321
    Oct 24, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15147
    Oct 23, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14565
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13700
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14109
    Oct 24, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13652
    Oct 23, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14096
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14439
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15495
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14096
    Oct 24, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13700
    Oct 23, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15321
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17907
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15147
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15495
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15041
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15505
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14837
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14439
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15069
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14409
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14565
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14721
    Oct 24, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13652
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In