Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

ରାଜ୍ୟ
Home ›› ରାଜ୍ୟ ››୨୭୫୪୬ଟି ବକେୟା ଟିକସ ମାମଲାକୁ ସବୁଦିନ ପାଇଁ ବନ୍ଦ ନିଷ୍ପତ୍ତି

୨୭୫୪୬ଟି ବକେୟା ଟିକସ ମାମଲାକୁ ସବୁଦିନ ପାଇଁ ବନ୍ଦ ନିଷ୍ପତ୍ତି

2023-08-12 07:11:37
15311
Share:
Facebook
Twitter
E-Mail
WhatsApp
Telegram
୨୭୫୪୬ଟି ବକେୟା ଟିକସ ମାମଲାକୁ ସବୁଦିନ ପାଇଁ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର:  ରାଜ୍ୟ ସରକାର ୨୭୫୪୬ଟି ବକେୟା ଟିକସ ମାମଲାକୁ ସବୁଦିନ ପାଇଁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ଟିକସ ମାମଲାଗୁଡ଼ିକର ଫଇସଲା କରିବାରେ ଯେତିକି ମାନବସମ୍ବଳ ବିନିଯୋଗ ହେବ ତାହା ଆଦାୟ ବକେୟା ପରିମାଣ ତୁଳନାରେ ଢେର ବେଶୀ ବ୍ୟୟବହୁଳ ହେବ । ତେଣୁ ମୋଟ ୩୨.୭୩କୋଟି ଟଙ୍କା ବକେୟା ଟିକସର ଏହି ୨୭୫୪୬ଟି ମାମଲାକୁ ସବୁଦିନ ପାଇଁ ବନ୍ଦ କରିବାକୁ ରାଜ୍ୟ ଅର୍ଥ ବିଭାଗର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
ସରକାରଙ୍କ ପକ୍ଷରୁ ପ୍ରେସ୍ ରିଲିଜ୍ ମାଧ୍ୟମରେ କୁହାଯାଇଛି ଯେ, ରାଜ୍ୟରେ ଏବେ ମୋଟ ୮୧୫୬.୭୨କୋଟି ଟଙ୍କାର ବକେୟା ଟିକସ ସଂକ୍ରାନ୍ତ ୫୯୨୪୩ଟି ମାମଲା ବିଚାରାଧୀନ ରହିଛି । ସେଥିରୁ ୫୦୦୧ଟଙ୍କାରୁ ୨୫ହଜାର ଟଙ୍କା ମଧ୍ୟରେ ୨୭୫୪୬ଟି ଟିକସ ମାମଲା ରହିଛି ଯାହାର ମୋଟ ବକେୟା ପରିମାଣ ହେଉଛି ୩୨କୋଟି ୭୩ଲକ୍ଷ ୯୭ହଜାର ୮୭୬ଟଙ୍କା । ଯଦି ଏହି ଟିକସକୁ ଛାଡ଼ ପାଇଁ ବିଚାର କରାଯାଏ ତା’ହେଲେ ମୋଟ ବକେୟା ରାଜସ୍ୱର ୦.୪% ବକେୟ ରାଜସ୍ୱ ଛାଡ଼ ସହିତ ବକେୟା ମାମଲା ସଂଖ୍ୟା ମଧ୍ୟ ୪୬% ହ୍ରାସ ପାଇବ । ଆଇନର ବ୍ୟବସ୍ଥା ଅନୁସାରେ ଏହି ବକେୟା ୩୨.୭୩କୋଟି ଟଙ୍କାର ଟିକସ ଆଦାୟ ପ୍ରକ୍ରିୟା ବା ମାମଲାର ଫଇସଲା ପାଇଁ ଯେତିକି ମାନବ ସମ୍ବଳ ଓ ସମୟ ଆବଶ୍ୟକ ହେବ ସେହି ଅନୁପାତରେ ଅସୁଲ ହେବାକୁ ଥିବା ବକେୟା ପରିମାଣ ନଗଣ୍ୟ । ଯଦି ଏହି ମାନବ ସମ୍ବଳକୁ ଜିଏସଟି ରାଜସ୍ୱ ଆଦାୟରେ ବିନିଯୋଗ କରାଯିବ ତା’ହେଲେ ରାଜ୍ୟ ସରକାରଙ୍କୁ ବିପୁଳ ପରିମାଣର ଅନାଦେୟ ବକେୟା କର ଆଦାୟର ସୁଯୋଗ ମିଳିବ । ଏହାମଧ୍ୟ ସରକାର ଓ ଟିକସଦାତାଙ୍କ ମଧ୍ୟରେ ପାରସ୍ପରିକ ବିଶ୍ୱାସକୁ ଅଧିକ ସୁଦୃଢ଼ କରିବ ତଥା କରଦାତାଙ୍କୁ ସୁବିଧା ପ୍ରଦାନ କରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।ତେବେ ଏହ ୨୭୫୪୬ଟିି ବକେୟା ଟିକସ ମାମଲାରେ ଯଦି ଓଡ଼ିଶା ପ୍ରଫେସନାଲ ଟ୍ୟାକ୍ସ, ଟ୍ରେଣ୍ଡ ଆଣ୍ଡ କଲିଙ୍ଗ ଆଣ୍ଡ ଏମ୍ପ୍ଲଏମେଂଟ ଆକ୍ଟ-୨୦୦୦ ଅଧୀନରେ କୌଣସି ବକେୟା ଟିକସ ଥିବ ତାହା ଛାଡ଼ କରାଯିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ଜାରି ସୂଚନାରେ ଉଳ୍ଲେଖ ରହିଛି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15395
    May 09, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14194
    May 08, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14198
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    14084
    May 07, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14915
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15633
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13817
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15895
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13963
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14194
    May 08, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    14084
    May 07, 2026
  • ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15733
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17463
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17512
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17871
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16345
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15395
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14218
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15373
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15146
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13947
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15387
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15123
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15618
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13938
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15395
    May 09, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15895
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15633
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In