Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

ରାଜ୍ୟ
Home ›› ରାଜ୍ୟ ›› ନକଲି ପ୍ରମାଣପତ୍ର ମାମଲା: ଡାକମାଷ୍ଟର ଓ ସ୍କୁଲ୍ ମାଷ୍ଟର ଗିରଫ

ନକଲି ପ୍ରମାଣପତ୍ର ମାମଲା: ଡାକମାଷ୍ଟର ଓ ସ୍କୁଲ୍ ମାଷ୍ଟର ଗିରଫ

2023-08-12 07:18:56
15048
Share:
Facebook
Twitter
E-Mail
WhatsApp
Telegram
 ନକଲି ପ୍ରମାଣପତ୍ର ମାମଲା: ଡାକମାଷ୍ଟର ଓ ସ୍କୁଲ୍ ମାଷ୍ଟର ଗିରଫ

କଳାହାଣ୍ଡି: କଳାହାଣ୍ଡି ଜିଲାରେ ନକଲି ପ୍ରମାଣପତ୍ର ମାମଲାରେ ଅଭିଯୁକ୍ତ ଡାକମାଷ୍ଟର ଓ ସ୍କୁଲ୍ ମାଷ୍ଟରଙ୍କୁ ଗିରଫ କରି ଜେଲକୁ ପଠେଇଛି  ପୁଲିସ  । ଗ୍ରାମୀଣ ଡାକସେବକ ଭାବେ ନିୟୋଜିତ ହୋଇଥିବା ଅନେକ ପ୍ରାର୍ଥୀ ଦାଖଲ କରିଥିବା ପ୍ରମାଣପତ୍ର ନକଲି ବୋଲି ପ୍ରମାଣିତ ହେଲା ପରେ ଗିରଫ ହୋଇଛନ୍ତି  ।
ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଏପିଟା ଗ୍ରାମର ପଦ୍ମନାଭ ମହାନନ୍ଦ ପ୍ରାର୍ଥୀମାନଙ୍କଠାରୁ ମୋଟା ଟଙ୍କା ନେଇ ନକଲି ପ୍ରମାଣପତ୍ର ଯୋଗାଇ ଦେଉଛନ୍ତି ବୋଲି ପୁଲିସକୁ ସୂଚନା ମିଳିଥିଲା । କଳାହାଣ୍ଡି ଜିଲାରେ ଗ୍ରାମୀଣ ଡାକ ସେବକ ନିଯୁକ୍ତି ପାଇଥିବା ପ୍ରାର୍ଥୀମାନଙ୍କ ପ୍ରମାଣପତ୍ର ଯାଞ୍ଚ କରାଯିବା ପାଇଁ ଭବାନୀପାଟଣା ଡାକ ସହକାରୀ ଅଧୀକ୍ଷକ ମାଧ୍ୟମିକ ଶିକ୍ଷା ପରିଷଦକୁ ସୁପାରିଶ କରିଥିଲେ । ବୋର୍ଡ କର୍ତ୍ତୃପକ୍ଷ ପ୍ରଭାତ ମହାନନ୍ଦ ନାମକ ଜଣେ ପ୍ରାର୍ଥୀଙ୍କ ପ୍ରମାଣପତ୍ର ଯାଞ୍ଚ କରି ତାହା ନକଲି ବୋଲି ଜାଣି ପାରିଥିଲେ । ଏହା ପରେ ଡାକ ବିଭାଗ ତରଫରୁ ଭବାନୀପାଟଣା ଟାଉନ ଥାନାରେ ଏତଲା ଦିଆଯାଇଥିଲା ।
ପୁଲିସ ଏହି ଘଟଣାର ତଦନ୍ତରୁ ଜାଣିପାରିଥିଲା ଯେ, ପୁଅ ନକଲି ପ୍ରମାଣପତ୍ର ବଳରେ ଡାକ ବିଭାଗରେ ଚାକିରି କରୁଥିଲା । ପୁଅକୁ ନକଲି ସାର୍ଟିଫିକେଟ ଯୋଗାଇଥିବା ବାପା ସାପସିଲେଟ ସରକାରୀ ବିଦ୍ୟାଳୟରେ ଶିକ୍ଷକ ଅଛନ୍ତି । ପୁର୍ବରୁ ନକଲି ଡାକ କର୍ମଚାରୀ ଛନକ ବାଗ ଗିରଫ ହୋଇ ଜେଲ୍ ଯାଇଥିବା ବେଳେ ଭବାନୀପାଟଣା ଟାଉନ ପୁଲିସ ପଦ୍ମନାଭ ମହାନନ୍ଦ ଓ ତାଙ୍କ ପଅ ପ୍ରଭାତ ମହାନନ୍ଦଙ୍କୁ ଗିରଫ କରି ଜେଲକୁ ପଠାଇଛି ।

Powered by Froala Editor

Tags fake certificate case

Related articles Odisha News Lens 4.1

  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13857
    Jul 27, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14506
    Jul 28, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13757
    Jul 27, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15415
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15273
    Jul 27, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13718
    Jul 28, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14110
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14540
    Jul 28, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13943
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15273
    Jul 27, 2026
  • ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13943
    Jul 27, 2026
  • ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14506
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17004
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17609
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18061
    Sep 06, 2023

ବିଶେଷ

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15415
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15758
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15409
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16068
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14320
    Jul 18, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13857
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15757
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15929
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15300
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15273
    Jul 27, 2026
  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13943
    Jul 27, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13675
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In