Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ...

  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ ...

  • ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ ...

  • ବାରାମତୀ ନିକଟରେ ଏୟାରକ୍ରାଫ୍ଟ ...

  • ୩୦ ବର୍ଷ ପରେ ଖୁଲାସା କଲେ ଗୋବିନ୍ଦା, ଦିନେ ...

  • ସର୍ଜରୀ ବେଳେ ଗୀତ ଗାଇଲେ ସୋନୁ

  • ଡିରାକ୍ ମେଡାଲ ସମ୍ମାନରେ ସମ୍ମାନିତ ଦୀପକ ...

  • ‘ଟକ୍ସିକ୍’ କିଆରାଙ୍କ କ୍ୟାରିୟରର ଅନ୍ୟତମ ...

  • ଭଉଣୀ ପାଇଁ ଜମି କିଣିବାକୁ ଅଭିନେତ୍ରୀ ଘରୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୩ ମିନିଟରେ ୧୫,୦୦୦ ଫୁଟ ତଳକୁ ଖସିଲା ବିମାନ

୩ ମିନିଟରେ ୧୫,୦୦୦ ଫୁଟ ତଳକୁ ଖସିଲା ବିମାନ

2023-08-13 17:47:17
14538
Share:
Facebook
Twitter
E-Mail
WhatsApp
Telegram
୩ ମିନିଟରେ ୧୫,୦୦୦ ଫୁଟ ତଳକୁ ଖସିଲା ବିମାନ

ଫ୍ଲୋରିଡା ଅଭିମୁଖେ ଯାଉଥିବା ଆମେରିକାନ୍‌ ଏୟାରଲାଇନ୍‌ସର ଏକ ବିମାନ ୩ ମିନିଟ୍‌ ମଧ୍ୟରେ ୧୫,୦୦୦ ଫୁଟରୁ ଅଧିକ ତଳକୁ ଖସି ପଡ଼ିଥିଲା। କ୍ୟାବିନ ପ୍ରେସର କମ ହେବା କାରଣରୁ ବିମାନଟି ମାତ୍ର ୩ ମିନିଟରେ ୧୫,୦୦୦ଫୁଟ ତଳକୁ ଖସି ଯାଇଥିଲା। ଫଳରେ ବିମାନରେ ଥିବା ସମସ୍ତ ଯାତ୍ରୀ ଭୟଭିତ ହୋଇଯାଇଥିଲେ। 

ଫକ୍ସ ନ୍ୟୁଜରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଆମେରିକାନ୍‌ ଏୟାରଲାଇନ୍‌ସ ବିମାନ ୫୯୧୬ ଆମେରିକାର ଚାର୍ଲୋଟ, ନର୍ଥ କାରୋଲିନାରୁ ଫ୍ଲୋରିଡାର ଗେନେସ୍‌ଭିଲ୍‌ ଅଭିମୁଖେ ଉଡ଼ାଣ ଭରିଥିଲା। ବିମାନଟି ମଝି ଆକାଶରେ ଉଡାଣ ଭରୁଥିବା ବେଳେ ଏହି ଅଘଟଣ ଘଟିଥିଲା। ତେବେ ବିମାନର କ୍ୟାପ୍‌ଟେନ୍‌ ‘ସମ୍ଭାବ୍ୟ ଚାପ ଜନିତ ସମସ୍ୟା’ ବିଷୟରେ ସୂଚନା ଦେବା ପରେ ଏହି ଘଟଣା ଯାତ୍ରୀମାନଙ୍କୁ ସ୍ତବ୍ଧ କରିଦେଇଥିଲା।

ଫ୍ଳୋରିଡା ବିଶ୍ୱବିଦ୍ୟାଳୟର ପ୍ରଫେସର ହ୍ୟାରିସନ ହୋବ ସେହି ବିମାନରେ ଯାତ୍ରା କରୁଥିଲେ। ସେ ସୋସିଆଲ ମିଡିଆରେ ବିମାନ ଖସିବା ସମୟର ଅନୁଭୁତି ସେୟାର କରିଛନ୍ତି। ସେ କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଭୟାନକ ଥିଲା। ସେ ସମୟରେ ବିମାନ ଭିତରର ସ୍ଥିତି ଏବଂ ଯାତ୍ରୀମାନଙ୍କ ଅବସ୍ଥା ଯାହାଥିଲା ତାକୁ ଫଟୋରେ କଏଦ କରାଯାଇପାରିବ ନାହିଁ। ତେବେ ସେ ସେୟାର କରାଯାଇଥିବା ଫଟୋରେ ବିମାନରେ ଅକ୍ସିଜେନ ମାସ୍କ ଝୁଲୁଥିବା ବେଳେ ତାଙ୍କ ସମେତ ଅନେକ ଯାତ୍ରୀ ଏହାର ସାହାଯ୍ୟରେ ନିଶ୍ୱାସ ନେବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି।

Powered by Froala Editor

Tags airline

Related articles Odisha News Lens 4.1

  • ବାରାମତୀ ନିକଟରେ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବାରାମତୀ ନିକଟରେ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ

    13691
    Aug 10, 2026
  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି

    14618
    Aug 11, 2026
  • ଡିରାକ୍ ମେଡାଲ ସମ୍ମାନରେ ସମ୍ମାନିତ ଦୀପକ ଧର
    ଦେଶ-ଦେଶାନ୍ତର

    ଡିରାକ୍ ମେଡାଲ ସମ୍ମାନରେ ସମ୍ମାନିତ ଦୀପକ ଧର

    13676
    Aug 10, 2026
  • ‘ଟକ୍ସିକ୍’ କିଆରାଙ୍କ କ୍ୟାରିୟରର ଅନ୍ୟତମ ଶ୍ରେଷ୍ଠ ଫିଲ୍ମ : ନୟନତାରା
    ମନୋରଞ୍ଜନ

    ‘ଟକ୍ସିକ୍’ କିଆରାଙ୍କ କ୍ୟାରିୟରର ଅନ୍ୟତମ ଶ୍ରେଷ୍ଠ ଫିଲ୍ମ : ନୟନତାରା

    14772
    Aug 10, 2026
  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    14986
    Aug 11, 2026
  • ୩୦ ବର୍ଷ ପରେ ଖୁଲାସା କଲେ ଗୋବିନ୍ଦା, ଦିନେ ଆତ୍ମହତ୍ୟା କରିବାକୁ ଯାଇଥିଲେ
    ମନୋରଞ୍ଜନ

    ୩୦ ବର୍ଷ ପରେ ଖୁଲାସା କଲେ ଗୋବିନ୍ଦା, ଦିନେ ଆତ୍ମହତ୍ୟା କରିବାକୁ ଯାଇଥିଲେ

    14775
    Aug 10, 2026
  • ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ କରିଛନ୍ତି ୨୨୦ କୋଟି !
    ଦେଶ-ଦେଶାନ୍ତର

    ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ କରିଛନ୍ତି ୨୨୦ କୋଟି !

    13844
    Aug 10, 2026
  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ
    ଦେଶ-ଦେଶାନ୍ତର

    ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ

    14562
    Aug 11, 2026
  • ସର୍ଜରୀ ବେଳେ ଗୀତ ଗାଇଲେ ସୋନୁ
    ମନୋରଞ୍ଜନ

    ସର୍ଜରୀ ବେଳେ ଗୀତ ଗାଇଲେ ସୋନୁ

    15371
    Aug 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    14986
    Aug 11, 2026
  • ମନୋରଞ୍ଜନ

    ସର୍ଜରୀ ବେଳେ ଗୀତ ଗାଇଲେ ସୋନୁ

    15371
    Aug 10, 2026
  • ଦେଶ-ଦେଶାନ୍ତର

    ଭଉଣୀ ପାଇଁ ଜମି କିଣିବାକୁ ଅଭିନେତ୍ରୀ ଘରୁ ଚୋରି କଲା ଯୁବକ

    15278
    Aug 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17024
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17637
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17687
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18087
    Sep 06, 2023

ବିଶେଷ

  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14189
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14279
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15862
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16278
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15131
    Jul 31, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15225
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14624
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14157
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14451
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ କରିଛନ୍ତି ୨୨୦ କୋଟି !

    13844
    Aug 10, 2026
  • ‘ଟକ୍ସିକ୍’ କିଆରାଙ୍କ କ୍ୟାରିୟରର ଅନ୍ୟତମ ଶ୍ରେଷ୍ଠ ଫିଲ୍ମ : ନୟନତାରା

    14772
    Aug 10, 2026
  • ଡିରାକ୍ ମେଡାଲ ସମ୍ମାନରେ ସମ୍ମାନିତ ଦୀପକ ଧର

    13676
    Aug 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In