Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

Home ›› ››ପ୍ରେମିକର ୧୧ ବର୍ଷ ପୁଅର ଗଳା କାଟିଦେଲା ପ୍ରେମିକା

ପ୍ରେମିକର ୧୧ ବର୍ଷ ପୁଅର ଗଳା କାଟିଦେଲା ପ୍ରେମିକା

2023-08-16 17:12:27
16588
Share:
Facebook
Twitter
E-Mail
WhatsApp
Telegram
ପ୍ରେମିକର ୧୧ ବର୍ଷ ପୁଅର ଗଳା କାଟିଦେଲା ପ୍ରେମିକା

ପେଅମରେ ବାଧା ହେଉଥିଲା ପ୍ରେମିକର ନାବାଳକ ପୁଅ । ତେଣୁ ସବୁ ଦିନ ପାଇଁ ରାସ୍ତାରୁ ହଟାଇ ଦେଇଛି ୨୪ ବର୍ଷୀୟ ପ୍ରେମିକା । ନାବାଳକଟି ଶୋଇଥିବା ବ‌େଳେ ଅଭିଯୁକ୍ତା ପୂଜା ତା’ର ତଣ୍ଟିଚିପି ହତ୍ୟା କରି ଶବକୁ ବେଡ୍‌-ବକ୍ସ୍‌ରେ ଲୁଚାଇ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ହତ୍ୟା ପରେ ଯୁବତୀ ଜଣକ ତାଙ୍କ ପ୍ରେମିକଙ୍କୁ ଫୋନ୍ କହିଥିଲେ କି ‘ନିଅ ତୁମର ସବୁଠୁ ମୂଲ୍ୟବାନ ଜିନିଷ ଏଇଠି ଅଛି। ଏପରି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ଦିଲ୍ଲୀରେ। ଦିଲ୍ଲୀ କ୍ରାଇମ ବ୍ରାଞ୍ଚ ପୁଲିସ ଜଣେ ୨୪ ବର୍ଷୀୟା ଯୁବତୀ ପୂଜାଙ୍କୁ ଗିରଫ କରିଛି। 

ପଶ୍ଚିମ ଦିଲ୍ଲୀର ରନ୍‌ହୋଲାବାସିନୀ ପୂଜାଙ୍କର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ ସହିତ ‘ଲିଭ୍‌-ଇନ୍‌’ ସମ୍ପର୍କ ଥିଲା।  ପୁଅ ଯୋଗୁଁ ଜିତେନ୍ଦ୍ର ତାଙ୍କ ସ୍ତ୍ରୀ’ଙ୍କୁ ଛାଡ଼ପତ୍ର ଦେବା ପାଇଁ ନିଷ୍ପତ୍ତି ନେଇ ପାରୁ ନ ଥିଲେ। ଏହି କାରଣରୁ ଜିତେନ୍ଦ୍ର ପୂଜାଙ୍କ ସହ ନ ରହି ପୁନର୍ବାର 2022ରୁ ପ୍ରଥମ ପତ୍ନୀ ଓ ପୁଅ ସହ ରହିବାକୁ ଲାଗିଲେ। ଏଥିସହ ସେ ଦ୍ୱିତୀୟ ବିବାହ କରିପାରିବେ ନାହିଁ ବୋଲି ପୂଜାକୁ ମନା କରି ଦେଇଥିଲେ।

ଏଥିରେ କ୍ରୋଧିତ ହୋଇ ପୂଜା। ଜିତେନ୍ଦ୍ର ଘରକୁ ଯାଇ ତାଙ୍କ ନାବାଳକ ପୁଅ ଶୋଇଥିବା ସମୟରେ ଗଳା କାଟି ହତ୍ୟା କରିଥିଲା। ଏଥିସହ ମୃତଦେହକୁ ମଧ୍ୟ ଏକ ବାକ୍ସରେ ଲୁଚାଇ ଫେରାର୍ ହୋଇ ଯାଇଥିଲା। ବହୁ ଖୋଜା ଖୋଜି କରିବା ପରେ ଅଭିଯୁକ୍ତକୁ ପାଇଥିଲା ପୁଲିସ। 

Powered by Froala Editor

Tags murder

Related articles Odisha News Lens 4.1

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14948
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15642
    Apr 14, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13575
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15424
    Apr 14, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14965
    Apr 15, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14390
    Apr 13, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15129
    Apr 15, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13525
    Apr 15, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15194
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15506
    Apr 13, 2026
  • ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14965
    Apr 15, 2026
  • ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15642
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17830
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15194
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15914
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14665
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15645
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14498
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15333
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15064
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13864
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15642
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15129
    Apr 15, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14965
    Apr 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In