Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଶ୍ୱକର୍ମା ଯୋଜନା'କୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ବିଶ୍ୱକର୍ମା ଯୋଜନା'କୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

2023-08-17 07:12:42
14176
Share:
Facebook
Twitter
E-Mail
WhatsApp
Telegram
ବିଶ୍ୱକର୍ମା ଯୋଜନା'କୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ: କୌଳିକ ବୃତ୍ତିଗତ ବ୍ୟବସାୟୀଙ୍କ ଉନ୍ନତି ପାଇଁ ଆସିବାକୁ ଥିବା 'ବିଶ୍ୱକର୍ମ ଯୋଜନା'କୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଯୋଜନା ଅଧୀନରେ ବୃତ୍ତିଗତ ବ୍ୟବସାୟୀଙ୍କୁ ସର୍ବାଧିକ ୫% ସୁଧରେ ୧ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବ। ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧନ କରି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକର୍ମା ଯୋଜନା ଲାଗୁ କରାଯିବ ବୋଲି କହିଥିଲେ। ଆସନ୍ତା ବିଶ୍ୱକର୍ମା ଜୟନ୍ତୀଠାରୁ 'ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା' ଆରମ୍ଭ ହେବ। ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିକୁ ବାଛିଥିବା ଲୋକଙ୍କୁ ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ।
ସୁନା କାରିଗର, କମାର, ବାରିକ, ମୋଚୀ ଓ ଅନ୍ୟ କୌଳିକ ବୃତ୍ତିକୁ ପେଶା ଭାବେ ଗ୍ରହଣ କରୁଥିବା ଲୋକ ଏହି ଯୋଜନା ଅଧୀନରେ ରହିବେ। ସେମାନଙ୍କୁ ସରକାର ୫% ସୁଧରେ ୧ ଲକ୍ଷ ଟଙ୍କାର ଋଣ ଦେବେ। ଏହି ଯୋଜନା ପାଇଁ ୧୩ ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି।

Powered by Froala Editor

Tags Biswakarma yojana

Related articles Odisha News Lens 4.1

  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14828
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15415
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13796
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    13999
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15491
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13647
    Jun 04, 2025
  • ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର
    ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15346
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14154
    Jun 04, 2025
  • ରକିଙ୍କ ହାତ ଧରିଲେ ହିନା
    ମନୋରଞ୍ଜନ

    ରକିଙ୍କ ହାତ ଧରିଲେ ହିନା

    13941
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରକିଙ୍କ ହାତ ଧରିଲେ ହିନା

    13941
    Jun 04, 2025
  • ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    13999
    Jun 04, 2025
  • ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14154
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16934
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13674
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13509
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13556
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15157
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15275
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14012
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    13999
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15491
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13647
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In