Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

Home ›› ››ସୌମ୍ୟଙ୍କ କହିବା ପଛରେ କିଛି ଅଭିସନ୍ଧି ଥାଇପାରେ:ଦଶପଲ୍ଲା ବିଧାୟକ

ସୌମ୍ୟଙ୍କ କହିବା ପଛରେ କିଛି ଅଭିସନ୍ଧି ଥାଇପାରେ:ଦଶପଲ୍ଲା ବିଧାୟକ

2023-08-19 10:05:50
15208
Share:
Facebook
Twitter
E-Mail
WhatsApp
Telegram
ସୌମ୍ୟଙ୍କ କହିବା ପଛରେ କିଛି ଅଭିସନ୍ଧି ଥାଇପାରେ:ଦଶପଲ୍ଲା ବିଧାୟକ

ଭୁବନେଶ୍ୱର :ବିଜେଡିର ବରିଷ୍ଠ ଉପସଭାପତି ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ‘ଜନ୍ମଦିନ ଅନୁଚିନ୍ତା’ ଶୀର୍ଷକ ଲେଖାକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ବୃଦ୍ଧି ପାଇଥିବାବେଳେ  ସୌମ୍ୟ ପଟ୍ଟନାୟକଙ୍କ  ଜିଲ୍ଲାର ଦଶପଲ୍ଲା ବିଧାୟକ ରମେଶ ବେହେରା  କହିଛନ୍ତି ଯେ, ତାଙ୍କର କିଛି ଅଭିସନ୍ଧି ଥାଇପାରେ ।

ପ୍ରଶାସନ ଯେମିତି ଚାଲିଛି ଓ ଲୋକାଭିମୁଖୀ ହୋଇଛି , ଲୋକେ ଖୁସି ।  ତାଙ୍କ କହିବା ପଛରେ କିଛି ଅଭିସନ୍ଧି ଥାଇପାରେ।  ସେଥିପାଇଁ କହୁଛନ୍ତି ।  କିଏ କଣ କହିଲା ତାହା ବଡ କଥା ନୁହେଁ ବୋଲି  ବିଜେଡି ବିଧାୟକ ରମେଶ ବେହେରା କହିଛନ୍ତି ।

ସୂଚନାଯୋଗ୍ୟ, ଶ୍ରୀ ପଟ୍ଟନାୟକ ନିଜ ଲେଖା ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଜିଲ୍ଲା ଗସ୍ତର ଆବଶ୍ୟକତା ଓ ଏଥିପାଇଁ ୩୦୦କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହେବ ବୋଲି ଆକଳନ କରିବା ସହ କଡ଼ା ସମାଲୋଚନା କରିଛନ୍ତି । ପୁଣିଥରେ ମନ୍ତ୍ରୀ ବଡ଼ କି ସଚିବ ବଡ଼ ପ୍ରସଙ୍ଗ ଉଠାଇ ନିଜ ସମ୍ପାଦକୀୟ ଆମ ଘର ହାଲ ଚାଲରେ ପ୍ରଚଳିତ ବ୍ୟବସ୍ଥାକୁ ନେଇ ବିରାଟ ପ୍ରଶ୍ନବାଚୀ ଉଠାଇଛନ୍ତି ସୌମ୍ୟ । ଲେଖିଛନ୍ତି ଅଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କାଳେ କହୁଛନ୍ତି ଯେ ସେ ତାଙ୍କର ବ୍ୟକ୍ତିଗତ ସଚିବଙ୍କୁ ଆମର ସୁଖ ଦୁଃଖ ବୁଝିବା ପାଇଁ ପଠାଇଛନ୍ତି । ଶାସନ ମୁଖ୍ୟଙ୍କର ସାଧାରଣ ଜନତାଙ୍କର ସୁଖ ଦୁଃଖ ବୁଝିବାର ଏହି ଅଭିନବ ଉପାୟ ପାଇଁ କାହାକୁ ଧନ୍ୟବାଦ ଦେବା ବୋଲି ପ୍ରଶ୍ନ ଉଠାଇଛନ୍ତି ସୌମ୍ୟ ।
ସେହିପରି ସେ ଆହୁରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀଙ୍କର ବ୍ୟକ୍ତିଗତ ସଚିବ ସାରା ଓଡ଼ିଶାକୁ ହେଲିକପ୍ଟରରେ ବୁଲି ସାଧାରଣ ଜନତାଙ୍କ ସହିତ ସାକ୍ଷାତ କରୁଛନ୍ତି ଏବ˚ ସେମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରୁଛନ୍ତି । ଏହି ପ୍ରାୟୋଜିତ କାର୍ୟ୍ୟକ୍ରମରେ କେତେ ପଇସା ଖର୍ଚ୍ଚ ହେଉଛି ତାହାର ହିସାବ କାହା ପାଖରେ ନାହିଁ । ସଚିବଙ୍କର ଓଡ଼ିଶା ଗସ୍ତ ସମ୍ପୂର୍ଣ୍ଣ ହେଲାବେଳକୁ ପ୍ରାୟ ୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଥିବ ବୋଲି ଆନୁମାନିକ ଆକଳନରୁ ଜଣାପଡ଼ିଛି ।
ଆମ ବ୍ୟବସ୍ଥାରେ ସାଧାରଣ ନାଗରିକଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରିବା ପାଇଁ ଜିଲ୍ଲାପାଳମାନଙ୍କ ସ୍ତରରେ ସୁଯୋଗ ରହିଛି। ସେଥିପାଇଁ ଅଧିକ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି କାହା ପାଇଁ ବୋଲି ବି ପ୍ରଶ୍ନ କରିଛନ୍ତି ସୌମ୍ୟ । ଆହୁରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କର ଗସ୍ତ ସମୂହର ପ୍ରସ୍ତୁତି ଓ ବ୍ୟବସ୍ଥା ପାଇଁ ସ୍ଥାନୀୟ ବିଧାୟକ ଓ ମନ୍ତ୍ରୀମାନେ ଦିନରାତିକୁ କେବଳ ଏକ୍‌ କରି ଦେଉନାହାନ୍ତି ବରଂ ବର୍ଷାରେ ଛତାଧରି ସାହେବଙ୍କ ଗସ୍ତକୁ ସଫଳ କରିବା ପାଇଁ ତମ୍ବୁ ପକାଇବାକୁ ଗାତ ଖୋଳୁଛନ୍ତି ।
ବିଜୁ ଜନତା ଦଳର ସର୍ବଶ୍ରେଷ୍ଠ ସମ୍ପତ୍ତି ହେଲେ ନବୀନ ପଟ୍ଟନାୟକ। ସେ ଯାଇପାରୁ ନାହାନ୍ତି ବୋଲି ତାଙ୍କର ଭିଡିଓ ବାର୍ତ୍ତା ମାଧ୍ୟମରେ ତାଙ୍କର ବ୍ୟକ୍ତିଗତ ସଚିବଙ୍କ ଦ୍ବାରା ଶହ ଶହ କୋଟି ଟଙ୍କା ଖର୍ଚ୍ଚ କରି ଏଭଳି ପ୍ରଚାରର ଉଦ୍ଦେଶ୍ୟ କ'ଣ ? ଅତୀତରେ ରାଜା ମହାରାଜାମାନେ ଲୋକଙ୍କର ସୁଖ ଦୁଃଖ ବୁଝିବା ପାଇଁ ଅନ୍ଧାରୀ ବିଜେ କରୁଥିଲେ । କିନ୍ତୁ ଏବେ ସମ୍ପୂର୍ଣ୍ଣ ଦିବାଲୋକରେ ଆଡ଼ମ୍ବରପୂର୍ଣ୍ଣ ବ୍ୟବସ୍ଥାରେ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ବିଜ୍ଞପିତ କରିବା ପଛରେ କଣ ଉଦ୍ଦେଶ୍ୟ ଥାଇପାରେ ବୋଲି ବି ପ୍ରଶ୍ନ ଉଠାଇଛନ୍ତି ସୌମ୍ୟ ।

Powered by Froala Editor

Tags Soumya ranjan pattanaik case

Related articles Odisha News Lens 4.1

  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13555
    Jun 05, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14819
    Jun 05, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15413
    Jun 05, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15838
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13507
    Jun 05, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15032
    Jun 05, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13867
    Jun 04, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13738
    Jun 05, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13669
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15032
    Jun 05, 2026
  • ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13867
    Jun 04, 2026
  • ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14819
    Jun 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16908
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17525
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17574
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17964
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13555
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14848
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14715
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15256
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15324
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15450
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15194
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15680
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14019
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15032
    Jun 05, 2026
  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13507
    Jun 05, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14819
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In