Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ...

  • ଜାତିସଂଘରେ ଭାରତର ଅସନ୍ତୋଷ: ...

  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

ରାଜ୍ୟ
Home ›› ରାଜ୍ୟ ››ସୌମ୍ୟଙ୍କ ମାନ୍ତବ୍ୟ ଦଳ ପାଇଁ ଅଡୁଆ ହେବାର ପ୍ରଶ୍ନ ଉଠୁନି:ଅରବିନ୍ଦ ଢ଼ାଲି

ସୌମ୍ୟଙ୍କ ମାନ୍ତବ୍ୟ ଦଳ ପାଇଁ ଅଡୁଆ ହେବାର ପ୍ରଶ୍ନ ଉଠୁନି:ଅରବିନ୍ଦ ଢ଼ାଲି

2023-08-19 10:13:09
14086
Share:
Facebook
Twitter
E-Mail
WhatsApp
Telegram
ସୌମ୍ୟଙ୍କ ମାନ୍ତବ୍ୟ ଦଳ ପାଇଁ ଅଡୁଆ ହେବାର ପ୍ରଶ୍ନ ଉଠୁନି:ଅରବିନ୍ଦ ଢ଼ାଲି

ଭୁବନେଶ୍ୱର : ବିଜେଡିର ବରିଷ୍ଠ ଉପସଭାପତି ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ‘ଜନ୍ମଦିନ ଅନୁଚିନ୍ତା’ ଶୀର୍ଷକ ଲେଖାକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ବୃଦ୍ଧି ପାଇଥିବାବେଳେ ସୌମ୍ୟାଙ୍କ ଲେଖାକୁ ବ୍ୟକ୍ତିଗତ ମତ କହିଲେ ବିଧାୟକ ଅରବିନ୍ଦ ଢ଼ାଲି  ।

ଦଲାଲ ମାନେ ନୁହଁନ୍ତି , ରାଜନୈତିକ ଲୋକ ହିଁ ରାଜନୀତି କରୁଛନ୍ତି  ।  କେଉଁ ଟିମ ଓଡିଶା କୁ ଚଳାଉନାହାନ୍ତି, ଓଡିଶା ଠିକଠାକ ଚାଲିଛି  ।  ସୌମ୍ୟଙ୍କ ମାନ୍ତବ୍ୟ ଦଳ ପାଇଁ ଅଡୁଆ ହେବାର ପ୍ରଶ୍ନ ଉଠୁନି ବୋଲି କହିଲେ ଅରବିନ୍ଦ ଢ଼ାଲି କହିଛନ୍ତି  ।

ସୂଚନାଯୋଗ୍ୟ, ଶ୍ରୀ ପଟ୍ଟନାୟକ ନିଜ ଲେଖା ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଜିଲ୍ଲା ଗସ୍ତର ଆବଶ୍ୟକତା ଓ ଏଥିପାଇଁ ୩୦୦କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହେବ ବୋଲି ଆକଳନ କରିବା ସହ କଡ଼ା ସମାଲୋଚନା କରିଛନ୍ତି । ପୁଣିଥରେ ମନ୍ତ୍ରୀ ବଡ଼ କି ସଚିବ ବଡ଼ ପ୍ରସଙ୍ଗ ଉଠାଇ ନିଜ ସମ୍ପାଦକୀୟ ଆମ ଘର ହାଲ ଚାଲରେ ପ୍ରଚଳିତ ବ୍ୟବସ୍ଥାକୁ ନେଇ ବିରାଟ ପ୍ରଶ୍ନବାଚୀ ଉଠାଇଛନ୍ତି ସୌମ୍ୟ । ଲେଖିଛନ୍ତି ଅଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କାଳେ କହୁଛନ୍ତି ଯେ ସେ ତାଙ୍କର ବ୍ୟକ୍ତିଗତ ସଚିବଙ୍କୁ ଆମର ସୁଖ ଦୁଃଖ ବୁଝିବା ପାଇଁ ପଠାଇଛନ୍ତି । ଶାସନ ମୁଖ୍ୟଙ୍କର ସାଧାରଣ ଜନତାଙ୍କର ସୁଖ ଦୁଃଖ ବୁଝିବାର ଏହି ଅଭିନବ ଉପାୟ ପାଇଁ କାହାକୁ ଧନ୍ୟବାଦ ଦେବା ବୋଲି ପ୍ରଶ୍ନ ଉଠାଇଛନ୍ତି ସୌମ୍ୟ ।
ସେହିପରି ସେ ଆହୁରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀଙ୍କର ବ୍ୟକ୍ତିଗତ ସଚିବ ସାରା ଓଡ଼ିଶାକୁ ହେଲିକପ୍ଟରରେ ବୁଲି ସାଧାରଣ ଜନତାଙ୍କ ସହିତ ସାକ୍ଷାତ କରୁଛନ୍ତି ଏବ˚ ସେମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରୁଛନ୍ତି । ଏହି ପ୍ରାୟୋଜିତ କାର୍ୟ୍ୟକ୍ରମରେ କେତେ ପଇସା ଖର୍ଚ୍ଚ ହେଉଛି ତାହାର ହିସାବ କାହା ପାଖରେ ନାହିଁ । ସଚିବଙ୍କର ଓଡ଼ିଶା ଗସ୍ତ ସମ୍ପୂର୍ଣ୍ଣ ହେଲାବେଳକୁ ପ୍ରାୟ ୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଥିବ ବୋଲି ଆନୁମାନିକ ଆକଳନରୁ ଜଣାପଡ଼ିଛି ।
ଆମ ବ୍ୟବସ୍ଥାରେ ସାଧାରଣ ନାଗରିକଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରିବା ପାଇଁ ଜିଲ୍ଲାପାଳମାନଙ୍କ ସ୍ତରରେ ସୁଯୋଗ ରହିଛି। ସେଥିପାଇଁ ଅଧିକ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି କାହା ପାଇଁ ବୋଲି ବି ପ୍ରଶ୍ନ କରିଛନ୍ତି ସୌମ୍ୟ । ଆହୁରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କର ଗସ୍ତ ସମୂହର ପ୍ରସ୍ତୁତି ଓ ବ୍ୟବସ୍ଥା ପାଇଁ ସ୍ଥାନୀୟ ବିଧାୟକ ଓ ମନ୍ତ୍ରୀମାନେ ଦିନରାତିକୁ କେବଳ ଏକ୍‌ କରି ଦେଉନାହାନ୍ତି ବରଂ ବର୍ଷାରେ ଛତାଧରି ସାହେବଙ୍କ ଗସ୍ତକୁ ସଫଳ କରିବା ପାଇଁ ତମ୍ବୁ ପକାଇବାକୁ ଗାତ ଖୋଳୁଛନ୍ତି ।
ବିଜୁ ଜନତା ଦଳର ସର୍ବଶ୍ରେଷ୍ଠ ସମ୍ପତ୍ତି ହେଲେ ନବୀନ ପଟ୍ଟନାୟକ। ସେ ଯାଇପାରୁ ନାହାନ୍ତି ବୋଲି ତାଙ୍କର ଭିଡିଓ ବାର୍ତ୍ତା ମାଧ୍ୟମରେ ତାଙ୍କର ବ୍ୟକ୍ତିଗତ ସଚିବଙ୍କ ଦ୍ବାରା ଶହ ଶହ କୋଟି ଟଙ୍କା ଖର୍ଚ୍ଚ କରି ଏଭଳି ପ୍ରଚାରର ଉଦ୍ଦେଶ୍ୟ କ'ଣ ? ଅତୀତରେ ରାଜା ମହାରାଜାମାନେ ଲୋକଙ୍କର ସୁଖ ଦୁଃଖ ବୁଝିବା ପାଇଁ ଅନ୍ଧାରୀ ବିଜେ କରୁଥିଲେ । କିନ୍ତୁ ଏବେ ସମ୍ପୂର୍ଣ୍ଣ ଦିବାଲୋକରେ ଆଡ଼ମ୍ବରପୂର୍ଣ୍ଣ ବ୍ୟବସ୍ଥାରେ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ବିଜ୍ଞପିତ କରିବା ପଛରେ କଣ ଉଦ୍ଦେଶ୍ୟ ଥାଇପାରେ ବୋଲି ବି ପ୍ରଶ୍ନ ଉଠାଇଛନ୍ତି ସୌମ୍ୟ ।

Powered by Froala Editor

Tags Aravind dhali

Related articles Odisha News Lens 4.1

  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15180
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14792
    Oct 31, 2026
  •  ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...
    ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...

    13555
    Nov 01, 2026
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା
    ଦେଶ-ଦେଶାନ୍ତର

    ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    13816
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15456
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14141
    Oct 31, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13617
    Nov 01, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13495
    Oct 31, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13747
    Oct 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15456
    Oct 31, 2026
  • ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13617
    Nov 01, 2026
  • ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରିବା ବନ୍ଦ କର

    13555
    Nov 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17242
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17940
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17883
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18306
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14327
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15512
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14881
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16073
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15000
    Oct 25, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13747
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13495
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15174
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16106
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14327
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15456
    Oct 31, 2026
  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15180
    Oct 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In