Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ...

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

ରାଜ୍ୟ
Home ›› ରାଜ୍ୟ ›› ୧୪ ସ୍କୁଲକୁ ୧୧ କୋଟି ୬୮ ଲକ୍ଷ ମଞ୍ଜୁର କଲା କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ

୧୪ ସ୍କୁଲକୁ ୧୧ କୋଟି ୬୮ ଲକ୍ଷ ମଞ୍ଜୁର କଲା କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ

2023-08-21 06:34:09
15363
Share:
Facebook
Twitter
E-Mail
WhatsApp
Telegram
 ୧୪ ସ୍କୁଲକୁ ୧୧ କୋଟି ୬୮ ଲକ୍ଷ ମଞ୍ଜୁର କଲା କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ

ଭୁବନେଶ୍ୱର : ସ୍କୁଲ ଶିକ୍ଷା ସହ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଷ୍ଟାର୍ସ ତଥା ଅନ୍ୟ ଯୋଜନା ଅନ୍ତର୍ଗତ ଓଡ଼ିଶାର ୧୪ଟି ସ୍କୁଲକୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୧୧ କୋଟି ୬୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ବୋଲି ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଅନୁଗୁଳ ହାଣ୍ଡିଧୂଆ ସରକାରୀ ସ୍କୁଲକୁ ୧ କୋଟି ୧୦ ଲକ୍ଷ ଓ ଢେଙ୍କାନାଳର ବଜ୍ରନାଥ ବଡଜେନା ହାଇସ୍କୁଲ ପାଇଁ ୧ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ଜୁନ ୨୪ ତାରିଖରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜେ ପଢୁଥିବା ତାଳଚେର ସ୍ଥିତ ‘ହାଣ୍ଡିଧୁଆ ପ୍ରାଥମିକ ସରକାରୀ ବିଦ୍ୟାଳୟ’ ସ୍କୁଲକୁ ଗସ୍ତ କରିଥିଲେ । ଏହି ଅବସରରେ ସେ ସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ କଥା ହେବା ସହିତ ବିଦ୍ୟାଳୟକ କାର୍ୟ୍ୟ ଗୁଡିକୁ ଦେଖିବା ସହ ସ୍କୁଲର ବିକାଶ ପାଇଁ ଭାରତ ସରକାର ଦାୟିତ୍ୱ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ସେହିପରି ଢେଙ୍କାନାଳର ବଜ୍ରନାଥ ବଡଜେନା ହାଇସ୍କୁଲର ପୁରାତନ ଛାତ୍ର ସଂଘର ସଦସ୍ୟମାନେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଭେଟି ସ୍କୁଲର ଉନ୍ନତିକରଣ ଓ ଆନୁଷଙ୍ଗିକ ସୁବିଧା ପାଇଁ ଅନୁରୋଧ କରିଥିଲେ ।
ଉଲ୍ଲେଖନୀୟ ଯେ ଶିକ୍ଷା ମନ୍ତ୍ରଣାଳୟ ଅନୁସାରେ ଏହି ଦୁଇଟି ସ୍କୁଲ ବ୍ୟତିତ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଷ୍ଟାର୍ସ ଯୋଜନା ବରଗଡ଼ର ରଣାପ୍ରତାପ ହାଇସ୍କୁଲ ପାଇଁ ୫୪.୧୦ ଲକ୍ଷ, ଢେଙ୍କାନାଳ ଭୁବନ ବ୍ଲକର ପଞ୍ଚାୟତରାଜ ସରକାରୀ ହାଇସ୍କୁଲ ପାଇଁ ୧ କୋଟି, ଗଜପତି ପାରଳାଖେମୁଣ୍ଡିର ମହେନ୍ଦ୍ରଗିରି ମ୍ୟୁନିସିପାଲଟି ହାଇସ୍କୁଲ ପାଇଁ ୭୦ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଛି । ସେହିପରି ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠ ବ୍ଲକର ଜି.ନୂଆ ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ ୫୫ ଲକ୍ଷ, ଜଗତସିଂହପୁର ଜିଲ୍ଲା ନୂଆ ଗାଁ ବ୍ଲକର ଅଲନାହାଟ ହାଇସ୍କୁଲ ପାଇଁ ୭୬ ଲକ୍ଷ, କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ସ୍ଥିତ ସରକାରୀ ବାଳିକା ହାଇସ୍କୁଲ ପାଇଁ ୮୩.୮୦ ଲକ୍ଷ, କନ୍ଧମାଳ ଜିଲ୍ଲା ଫୁଲବାଣୀରେ ଥିବା ସରକାରୀ ବାଳିକା ହାଇସ୍କୁଲ ପାଇଁ ୫୫.୯୫ ଲକ୍ଷ, ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଫେଜ୍-୨ ସରକାରୀ ହାଇସ୍କୁଲକୁ ୮୩.୮୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ।

ଅନୁରୂପ ଭାବରେ ମାଲକାନଗିରି ଜିଲ୍ଲା ଖଇରିପୁଟ ବ୍ଲକ ସ୍ଥିତି କାକିରିଗୁମା ହାଇସ୍କୁଲକୁ ୫୭ ଲକ୍ଷ, ମୟୂରଭଞ୍ଜ ଜିଲ୍ଲା ଉପରବେଢା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ ୧ କୋଟି ୧୦ ଲକ୍ଷ ଓ ବାଙ୍ଗିରିପୋଷୀ ସ୍ଥିତ ଭୂଆସୁଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ ୧ କୋଟି ୫ ଲକ୍ଷ, ରାୟଗଡ଼ା ଜିଲ୍ଲା ଗୋବିନ୍ଦଚନ୍ଦ୍ର ଦେବ ହାଇସ୍କୁଲ ପାଇଁ ୫୬.୮୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏହି ସବୁ ଅର୍ଥରେ ସ୍କୁଲର ଭିତ୍ତିଭୂମି ତଥା ଶ୍ରେଣୀଗୃହ, ସ୍ମାର୍ଟ ଶ୍ରେଣୀଗୃହ, ଶୌଚାଳୟ, ପାନୀୟ ଜଳ, ଖେଳ ପଡିଆ, ରୋଷେଇ ଘରର ଉନ୍ନତି ସମେତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ଖର୍ଚ୍ଚ କରାଯିବ ।

Powered by Froala Editor

Tags 11.68 CRORE SANCTION FOR 14 SCHOOL OF ODISHA

Related articles Odisha News Lens 4.1

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    15100
    Aug 06, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15261
    Aug 06, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...

    14304
    Aug 07, 2026
  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14511
    Aug 07, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13891
    Aug 07, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13675
    Aug 07, 2026
  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ
    ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13860
    Aug 08, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14642
    Aug 08, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14976
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13860
    Aug 08, 2026
  • ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13675
    Aug 07, 2026
  • ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14511
    Aug 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17018
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17629
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17680
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18080
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13891
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15764
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16201
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15054
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14546
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14148
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14443
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14611
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14261
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13675
    Aug 07, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14976
    Aug 06, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14642
    Aug 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In