Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ରାଜନୀତି
Home ›› ରାଜନୀତି ››କଂଗ୍ରେସର ନୂଆ କାର୍ୟ୍ୟକାରୀ କମିଟି ଘୋଷଣା

କଂଗ୍ରେସର ନୂଆ କାର୍ୟ୍ୟକାରୀ କମିଟି ଘୋଷଣା

2023-08-22 04:20:14
15166
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସର ନୂଆ କାର୍ୟ୍ୟକାରୀ କମିଟି ଘୋଷଣା

୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ଏହାର କାର୍ୟ୍ୟକାରୀ କମିଟି ଘୋଷଣା କରିଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କାର୍ୟ୍ୟକାରୀ କମିଟିର ପୁନର୍ଗଠନ କରିଛନ୍ତି। ମଲ୍ଲିକାର୍ଜୁନ ଖଡଗେଙ୍କ ବ୍ୟତୀତ ସୋନିଆ ଗାନ୍ଧୀ, ମନମୋହନ ସିଂ, ରାହୁଲ ଗାନ୍ଧୀ, ଅଧୀର ରଞ୍ଜନ ଚୌଧୁରୀ, ଏ.କେ ଆଣ୍ଟୋନି, ଅମ୍ବିକା ସୋନୀ, ମୀରା କୁମାର ଓ ଦିଗବିଜୟ ସିଂଙ୍କ ନାମ ରହିଥିବା ବେଳେ ନୂଆ କମିଟିରେ ସଚିନ ପାଇଲଟ, ଶଶି ଥରୁର୍, ଅଶୋକ ଚୌହାନ, ଦୀପକ ବାବାରିଆଙ୍କୁ ପ୍ରଥମଥର ପାଇଁ ସ୍ଥାନ ମିଳିଛି । ଗୌରବ ଗୋଗଇ, ନାସିର ହୁସେନ, ଦୀପା ଦାସ ମୁନସୀଙ୍କୁ ବି କାର୍ୟ୍ୟକାରୀ କମିଟିରେ ସାମିଲ କରାଯାଇଛି । ବିଶେଷ ଆମନ୍ତ୍ରିତ ସଦସ୍ୟ ଭାବେ ପୱନ ଖେଡା, ସୁପ୍ରିୟା ଶ୍ରୀନେତ ଓ ଅଳକା ଲାମ୍ବାଙ୍କୁ ସାମିଲ କରାଯାଇଛି ।

କଂଗ୍ରେସ ପକ୍ଷରୁ ପ୍ରକାଶ ପାଇଥିବା ନୂଆ କାର୍ୟ୍ୟକାରୀ କମିଟି ତାଲିକାରୁ ଦେଖାଯାଉଛି ଯେ  ପୁରୁଣା କମିଟି ଓ ନୂଆ କମିଟି ମଧ୍ୟରେ ବିଶେଷ କିଛି ପରିବର୍ତ୍ତନ କରାଯାଇନାହିଁ । ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ତାର ନୂଆ ଟିମ୍ ଘୋଷଣା କରିଛି । ଏହି ତାଲିକାରେ ମୋଟ ୩୯ ଜଣ ନେତାଙ୍କୁ ସାମିଲ କରାଯାଇଛି । କଂଗ୍ରେସର ଏହି କାର୍ୟ୍ୟକାରୀ କମିଟିକୁ ଦୀର୍ଘଦିନ ହେବ ଅପେକ୍ଷା କରାଯାଇଥିଲା । କାରଣର ବିଭିନ୍ନ ପ୍ରସଙ୍ଗରେ ନିଷ୍ପତ୍ତି ନେବାକୁ ଏହି କମିଟି କାର୍ୟ୍ୟକରେ।

Powered by Froala Editor

Tags Congress

Related articles Odisha News Lens 4.1

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15372
    Sep 05, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14234
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13476
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14352
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13556
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14132
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15858
    Sep 03, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15503
    Sep 05, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13944
    Sep 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14132
    Sep 03, 2026
  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15503
    Sep 05, 2026
  • ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14973
    Sep 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13710
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14521
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14824
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14777
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14113
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13894
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14425
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15312
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14798
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13556
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14973
    Sep 04, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14234
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In