Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ...

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

ରାଜ୍ୟ
Home ›› ରାଜ୍ୟ ›› ୮ ଜିଲ୍ଲାରେ ୮୩୭.୫୭କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

୮ ଜିଲ୍ଲାରେ ୮୩୭.୫୭କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

2023-08-22 05:33:06
14926
Share:
Facebook
Twitter
E-Mail
WhatsApp
Telegram
 ୮ ଜିଲ୍ଲାରେ ୮୩୭.୫୭କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ  ମିଳିଲା ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ୱର:  ରାଜ୍ୟର ୮ଟି ଜିଲ୍ଲାରେ ମୋଟ ୮୩୭.୫୭କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ  ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ଖୋର୍ଦ୍ଧା, ସୁନ୍ଦରଗଡ଼, ଜଗତସିଂହପୁର, ଗଞ୍ଜାମ, ନବରଙ୍ଗପୁର, ଯାଜପୁର, ଦେବଗଡ଼ ଓ ଝାରସୁଗୁଡା ଜିଲ୍ଲାରେ ସ୍ଥାପନ ହେବ ଓ ପ୍ରାୟ ୨୫୦୦ଲୋକଙ୍କୁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ରାଜ୍ୟ ଅର୍ଥନୀତିକୁ ପ୍ରୋତ୍ସାହନ ମିଳିବ ବୋଲି ଜଣାପଡ଼ିଛି ।
ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ଯେଉଁସବୁ ପ୍ରକଳ୍ପଗୁଡ଼ିକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି ସେଥିରେ ଦେବଗଡ଼ ଜିଲ୍ଲାରେ ୮୫କୋଟି ଟଙ୍କା ବ୍ୟୟରେ ପେଟ୍ରୋନେଟ୍ ଏଲଏନଜି ଲିଃ କମ୍ପାନୀ ଦ୍ୱାରା ବାୟୋଗ୍ୟାସ ଓ ଅର୍ଗାନିକ ପ୍ଲାଣ୍ଟରୁ ବାର୍ଷିକ ୩୩୦୬୫ ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ କେମିକାଲ ଉତ୍ପାଦନ ଓ ଅକ୍ଷୟ ଶକ୍ତି ଉତ୍ପାଦନ ହେବ । ପ୍ରାୟ ୫୩ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।
ପାରାଦୀପ ପ୍ଲାଷ୍ଟିକ ପାର୍କରେ ୧୦୦.୭୪କୋଟି ଟଙ୍କା ବ୍ୟୟରେ ପର୍ଲ ପ୍ରେସିସନ୍ ପ୍ରଡକ୍ଟ ପ୍ରାଃ ଲିଃ ଦ୍ୱାରା ପ୍ଲାଷ୍ଟିକ ଉତ୍ପାଦ ପ୍ରସ୍ତୁତ ହେବ । ଏଥିରେ ୭୦୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ । ସେହିପରି ଖୋର୍ଦ୍ଧାରେ ଇଣ୍ଡୋପେଟ୍ ପଲିପ୍ଲାଷ୍ଟ ପ୍ରାଃ ଲିଃ ଦ୍ୱାରା ୮୦କୋଟି ଟଙ୍କା ବ୍ୟୟରେ ପ୍ଲାଷ୍ଟିକ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏଥିରେ ୧୫୦ଜଣଙ୍କୁ ନିଯୁକ୍ତି ମିଳିବ ।
ଝାରସୁଗୁଡ଼ା ଜିଲ୍ଲାରେ ଟିଆରଏଲ୍ କ୍ରୋସାକି ରିଫ୍ୟାକ୍ଟ୍ରିଜ ଲିଃ ଦ୍ୱାରା ୧୦୦କୋଟି ଟଙ୍କା ବ୍ୟୟରେ ଷ୍ଟିଲ୍ ଅନ୍ସଲାରୀ ପ୍ରକଳ୍ପ ସ୍ଥାପନ ହେବ । ଆଲୁମିନିୟମ ଗ୍ରାଇଣ୍ଡିଂ ୟୁନିଟ, ପ୍ରୋସେସିଂ ୟୁନିଟ୍ ଆଦି ପାଇଁ ଏହି  ଅର୍ଥ ଖର୍ଚ୍ଚ ହେବ ଓ ୧୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିିଳିବ ।

ସୁନ୍ଦରଗଡ଼ର କୁଆଁରମୁଣ୍ଡା ବ୍ଲକରେ ୫୦.୩୫ କୋଟି ଟଙ୍କା ବ୍ୟୟରେ ଚୌସନ୍ ସର୍ଭେସ ରିଫାକ୍ଟ୍ରିଜ୍ ପ୍ରାଃ ଲିମିଟେଡ୍ ଦ୍ୱାରା ଷ୍ଟିଲ୍ ଅନ୍ସଲାରୀ ପ୍ରକଳ୍ପ ସ୍ଥାପନ କରାଯିବ । ଏଥିରେ ୮୫ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଯାଜପୁରର କଳିଙ୍ଗନଗରରେ ସାଇଜର ଏଣ୍ଟରପ୍ରାଇଜେସ୍ ପ୍ରାଃ ଲିମିଟେଡ୍ ଦ୍ୱାରା ୮୯.୯୦କୋଟି ଟଙ୍କା ବ୍ୟୟରେ ଷ୍ଟିଲ(ଡାଉନଷ୍ଟ୍ରିମ) ପ୍ରକଳ୍ପ ସ୍ଥାପନ ହେବ ଓ ପ୍ରାୟ ୨୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

ସୁନ୍ଦରଗଡ଼ର ଲହୁଣୀପଡ଼ାଠାରେ ଷ୍ଟିଲ କ୍ଷେତ୍ରରେ ୧୦୦କୋଟି ଟଙ୍କାର ପ୍ରକଳ୍ପ ସ୍ଥାପନ ହେବ । ଏହାଦ୍ୱାରା ୮୧୯ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ନବରଙ୍ଗପୁର ଜିଲ୍ଲାର ବାମୁଣୀ ଶିଳ୍ପାଂଚଳରେ କୋଷ୍ଟାଲ ବାୟୋଟେକ୍ ପ୍ରାଃ ଲିମିଟେଡ୍ ଦ୍ୱାରା  ୫୩.୦୮କୋଟି ଟଙ୍କା ବ୍ୟୟରେ ଆଗ୍ରୋ ଓ ଫୁଡ୍ ପ୍ରୋସସିଂ କ୍ଷେତ୍ରର ପ୍ରକଳ୍ପ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପ କାର୍ୟ୍ୟକ୍ଷମ ହେଲେ ୮୨ଜଣଙ୍କୁ ନିଯୁକ୍ତି ସୁଯୋଗ ମଳିପାରିବ ।

ଗଞ୍ଜାମ ଜିଲ୍ଲାର ଚିକିଟିଠାରେ ଏକ ହୋଟେଲ ଓ ରିସୋର୍ଟ ସ୍ଥାପନ କରିବାକୁ ଏସଏନଏମ୍ ହୋଟେଲ ଆଣ୍ଡ ରିସୋର୍ଟ ପ୍ରାଃ ଲିମିଟେଡ୍ ପକ୍ଷରୁ ୨୧୪.୫୦କୋଟି ଟଙ୍କା ବ୍ୟୟ ହେବ । ଏହା ଦ୍ୱାରା ୨୨୭ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ ଓ ପର୍ୟ୍ୟଟନ କ୍ଷେତ୍ରକୁ ପ୍ରୋତ୍ସାହନ ମଧ୍ୟ ମିଳିବ ।

Powered by Froala Editor

Tags 9 project worth of 837 crore get sanctioned

Related articles Odisha News Lens 4.1

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14511
    Aug 07, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14642
    Aug 08, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13675
    Aug 07, 2026
  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ
    ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13860
    Aug 08, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13891
    Aug 07, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14677
    Aug 08, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15261
    Aug 06, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...

    14304
    Aug 07, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    15100
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14642
    Aug 08, 2026
  • ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14677
    Aug 08, 2026
  • ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14511
    Aug 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17018
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17629
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17680
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18080
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13891
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15764
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16201
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15054
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14546
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14148
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14443
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14611
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14261
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13891
    Aug 07, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14304
    Aug 07, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13675
    Aug 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In