Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଆଗ ଆମେ ବଂଚିବା, ପରେ ଅନ୍ୟମାନଙ୍କ କଥା ଚିନ୍ତା କରିବା କଥା ଶୁଣି ମୁଖ୍ୟମନ୍ତ୍ରୀ ହୋଇଥିଲେ କ୍ଷୁବ୍ଧ

ଆଗ ଆମେ ବଂଚିବା, ପରେ ଅନ୍ୟମାନଙ୍କ କଥା ଚିନ୍ତା କରିବା କଥା ଶୁଣି ମୁଖ୍ୟମନ୍ତ୍ରୀ ହୋଇଥିଲେ କ୍ଷୁବ୍ଧ

2023-08-26 05:38:35
14464
Share:
Facebook
Twitter
E-Mail
WhatsApp
Telegram
ଆଗ ଆମେ ବଂଚିବା, ପରେ ଅନ୍ୟମାନଙ୍କ କଥା ଚିନ୍ତା କରିବା କଥା ଶୁଣି ମୁଖ୍ୟମନ୍ତ୍ରୀ ହୋଇଥିଲେ କ୍ଷୁବ୍ଧ

ବ୍ରହ୍ମପୁର : କୋଭିଡ ମହାମାରି ସମୟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଚାହୁଁନଥିଲେ ପ୍ରବାସୀ ଓଡିଆ ଗଂଜାମ ଫେରନ୍ତୁ । ସେ ନିଜ ନିଜ ଜିଲ୍ଲା ଲୋକଙ୍କ ଶତ୍ରୁ ସାଜିଥିଲେ । ପ୍ରଦୀପ ପାଣିଗ୍ରାହୀଙ୍କ ଅସଲ ଚରିତ୍ର କଣ ତାହା ଆଜି ଗୋପାଳପୁରବାସୀ ଜାଣିଯାଇଛନ୍ତି । ତିନି ଦିନିଆ ଗଂଜାମ ଗସ୍ତର ପ୍ରଥମ ଦିନରେ ଗୋପାଳପୁର ବିଧାନସଭା ନିର୍ବାଚନମଣ୍ଡଳୀର ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ବାଲାଜୀ ବୈଦ୍ୟନାଥ ପଡ଼ିଆରେ ଆଜି ଆୟୋଜିତ ଜନଶୁଣାଣୀ କାର୍ୟ୍ୟକ୍ରମରେ ଯୋଗଦେଇ ୫-ଟି ସଚିବ ଭି କେ ପାଣ୍ଡିଆନ ସମସ୍ତଙ୍କୁ ସେବା ମନୋବୃତି ନେଇ କାମ କରିବାକୁ ପରାମର୍ଶ ଦେଇଥିଲେ ।
ଏହି ଅବସରରେ ସେ ପ୍ରଦୀପ ପାଣିଗ୍ରାହୀଙ୍କ ନାଁ ନ ନେଇ ଗଞ୍ଜାମ ଜିଲ୍ଲାର ଜଣେ ଜନପ୍ରତିନିଧି କିପରି ମହାମାରି ସମୟରେ ପ୍ରବାସୀ ଓଡିଆ ନିଜ ଘରକୁ ଫେରିନପାରିବେ ସେନେଇ ଚକ୍ରବ୍ୟୁହ ରଚନା କରିଥିଲେ ତାହା ଗୋପାଳପୁରବାସୀଙ୍କୁ ଜଣାଇଥିଲେ । ସେବା ନାଁରେ ଲୋକଙ୍କୁ ଠକୁଥିବା ସେହି ଜନପ୍ରତିନଧି ଆଜି ତାର ପରିଣାମ ମଧ୍ୟ ଭୋଗୁଛନ୍ତି । ୫-ଟି ସଚିବ ନିଜ ବକ୍ତବ୍ୟରେ କାହା ନାଁ ନେଇନଥିଲେ ମଧ୍ୟ ତାହା ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା ସ୍ପଷ୍ଟ ବାରି ହେଉଥିଲା ।
କୋଭିଡ ବେଳେ ରାଜ୍ୟ ବାହାରେ ବହୁ ଓଡିଆ ଲୋକ ଫସିରହିଥିଲେ । ସେମାନେ ନିଜ ନିଜ ଘରକୁ ଫେରିପାରୁ ନ ଥିଲେ । ଏଥିପାଇଁ ସେମାନେ ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଥିଲେ । ତୁରନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଫେରାଇଆଣିବାର ଦାୟିତ୍ବ ନେଇଥିଲେ । ଏ ବାବଦ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ହେଲେ ଏହି ଜନପ୍ରତିନିଧି ଜଣକ ଏଭଳି ଏକ ଜଟିଳ ପରିସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ଟେଲିଫୋନ କରି ରାଜ୍ୟ ବାହାର ଲୋକଙ୍କୁ ଗଂଜାମ ଫେରାଇ ନ ଆଣିବାକୁ କହିଥିଲେ । କାରଣ ସେମାନେ ଫେରିଲେ ଗଂଜାମର ସ୍ଥିତି ସଂଗୀନ ହୋଇଯିବ ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ କହିଥିଲେ । ଆଗ ଆମେ ବଂଚିବା, ପରେ ଅନ୍ୟମାନଙ୍କ କଥା ଚିନ୍ତା କରିବେ ବୋଲି କହିଥିଲେ । ଏଭଳି ସ୍ବାର୍ଥପର ଜନପ୍ରତିନିଧିଙ୍କ କଥା ଶୁଣି ମୁଖ୍ୟମନ୍ତ୍ରୀ ଭୀଷଣ କ୍ଷୁବ୍ଧ ହୋଇଥିବା ୫-ଟି ସଚିବ କହିଥିଲେ।

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ କିଛି ଉତ୍ତର ଦେଇନଥିଲେ ବି ଆମକୁ ସେବା ମନୋବୃତ୍ତିର ସହ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ପାଉଥିବା ଲୋକ ଏହାକୁ ଭଗବାନଙ୍କ ଆଶୀର୍ବାଦ ବୋଲି ଭାବିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ବାର୍ଥ ପାଇଁ ସେବା କଲେ ଭଗବାନ ରୁଷ୍ଟ ହୋଇଥାନ୍ତି । ସମ୍ପୃକ୍ତ ଜନପ୍ରତିନିଧି କିନ୍ତୁ ନିଜ ସ୍ବାର୍ଥ ସାଧନ ପାଇଁ ଲୋକଙ୍କ ମଧ୍ୟରେ ବିଭ୍ରାନ୍ତ ସୃଷ୍ଟି କରିବାକୁ ଚେଷ୍ଟା କରିଥିଲେ । ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଅପପ୍ରଚାର କରି ଲୋକଙ୍କ ଆତ୍ମବିଶ୍ବାସ ଭାଙ୍ଗିବାକୁ ଚେଷ୍ଟା କରିଥିଲେ ।

ବିଧାୟକଙ୍କ ଏଭଳି ଅପପ୍ରଚାର ଦ୍ବାରା କୋଭିଡ ମୁକାବିଲାରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀ ଓ ମିଶନ ଶକ୍ତି ମା’ମାନେ ବିଚଳିତ ହୋଇଥିଲେ । ତେଣୁ ମୁଖ୍ୟମନ୍ତ୍ରୀ ସିଧାସଳଖ ସେମାନଙ୍କ ସହ ଭିଡିଓ କନଫରେନସିଂରେ କଥା ହୋଇଥିଲେ । ମା’ମାନଙ୍କ ସହଯୋଗ ଓ ମା ତାରାତାରିଣୀଙ୍କ ଆଶୀର୍ବାଦରୁ କୋଭିଡ ମୁକାବିଲାରେ ଗଂଜାମ ଦେଶରେ ସୁନାମ ଅର୍ଜନ କରିଛି । ବିଧାୟକ ନିଜ ସ୍ବାର୍ଥ ପାଇଁ ଲୋକଙ୍କ ସେବାରେ ବିଭ୍ରାଟ ସୃଷ୍ଟି କରିବାକୁ ଚେଷ୍ଟା କରିବାରୁ ଭଗବାନ ତାର ଫଳ ତାଙ୍କୁ ଦେଇଛନ୍ତି । ଏହା ସମସ୍ତଙ୍କ ପାଇଁ ଏକ ଶିକ୍ଷା । ଯିଏ ବି ନିଜ ସ୍ବାର୍ଥ ପାଇଁ ଲୋକଙ୍କ ସେବାରେ ବ୍ୟାଘାତ ସୃଷ୍ଟି କରନ୍ତି, ତାର ବିଚାର ଭଗବାନ କରିବେ ବୋଲି ୫-ଟି ସଚିବ କହିଥିଲେ ।

Powered by Froala Editor

Tags Pradeep panigrahi

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14146
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15340
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13556
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14103
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15734
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14291
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13892
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15165
    Aug 15, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13750
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13556
    Aug 14, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13750
    Aug 15, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13892
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17644
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14525
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14531
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14369
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15947
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16361
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14040
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14291
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14146
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14103
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In