Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

  • ଏହି କାରଣରୁ ମମତା ମାଗିଲେ କ୍ଷମା

  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ...

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ...

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ...

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ...

  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଅଦା କିଣିଲେ ନୂଆ ଫ୍ଲାଟ୍‌, କିନ୍ତୁ ସେହି ଘରୁ ମିଳିଥିଲା ଏହି ଅଭିନେତାଙ୍କ ମୃତଦେହ...

ଅଦା କିଣିଲେ ନୂଆ ଫ୍ଲାଟ୍‌, କିନ୍ତୁ ସେହି ଘରୁ ମିଳିଥିଲା ଏହି ଅଭିନେତାଙ୍କ ମୃତଦେହ...

2023-08-26 17:59:53
17325
Share:
Facebook
Twitter
E-Mail
WhatsApp
Telegram
ଅଦା କିଣିଲେ ନୂଆ ଫ୍ଲାଟ୍‌, କିନ୍ତୁ ସେହି ଘରୁ ମିଳିଥିଲା ଏହି ଅଭିନେତାଙ୍କ ମୃତଦେହ...

'ଦ କେରଳ ଷ୍ଟୋରି' ଫିଲ୍ମ ଜରିଆରେ ଲୋକପ୍ରିୟ ପାଲଟିଥିବା ଅଭିନେତ୍ରୀ ଅଦା ଶର୍ମାଙ୍କ ବିଷୟରେ ଏବେ ବଡ଼ ଖବର ହସ୍ତଗତ ହୋଇଛି। ଶୁଣିବାକୁ ମିଳିଛି । କୁହାଯାଉଛି ଯେ, ସେ କୁଆଡେ ସୁଶାନ୍ତ ସିଂହ ରାଜପୁତ ଯେଉଁ ଘରେ ସୁଇସାଇଡ କରିଥିଲେ ସେହି ଘର କିଣିଛନ୍ତି । 

୨୦୨୦ ମସିହା ଜୁନ୍‌ ୧୪ ତାରିଖରେ ସୁଶାନ୍ତ ସିଂ ରାଜପୁତଙ୍କର ମୃତ୍ୟୁ ହୋଇଥିଲା। ସୁଶାନ୍ତଙ୍କ ଶରୀର ଝୁଲନ୍ତା ଅବସ୍ଥାରେ ତାଙ୍କ ଶୋଇବା ଘରୁ ଉଦ୍ଧାର ହୋଇଥିଲା। କେହି କେହି ଏହାକୁ ଆତ୍ମହତ୍ୟା ବୋଲି କହୁଥିବା ବେଳେ କେହି କେହି ହତ୍ୟା ଅଭିଯୋଗ ଆଣିଥିଲେ। ସୁଶାନ୍ତ ସେ ଘରେ ରହୁଥିବା ବେଳେ ଭଡ଼ା ଆକାରରେ ମାସିକ ୪.୫ ଲକ୍ଷ ଟଙ୍କା ଦେଉଥିଲେ। ତେବେ ତାଙ୍କ ପରିବାର ଲୋକ ଓ ପ୍ରିୟଜନ ଏହାକୁ ହତ୍ୟା ବୋଲି ଅଭିଯୋଗ କରନ୍ତି । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘର ଅନେକ ଥର ହେଡଲାଇନରେ ରହିସାରିଛି।

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ସେହି ଆପାର୍ଟମେଣ୍ଟରେ ଘରର ମୂଲ୍ୟ ଅଧିକ ରହିଥିଲା। ଅନେକ ଲୋକ ଉକ୍ତ ଫ୍ଲାଟକୁ କିଣିବାକୁ ଆଗ୍ରହୀ ଥିଲେ। ଏବେ ଶେଷରେ ଘରଟି ଅଦା ଶର୍ମାଙ୍କ ହାତକୁ ଆସିଛି। ରିପୋର୍ଟ ଅନୁଯାୟୀ 'ଦ କେରଳ ଷ୍ଟୋରି'ର ସଫଳତା ପରେ ଅଦା ଶର୍ମାଙ୍କୁ 'କମାଣ୍ଡୋ' ସିରିଜରେ ମଧ୍ୟ ଦେଖିବାକୁ ମିଳିଛି। 

Powered by Froala Editor

Tags adda sharma

Related articles Odisha News Lens 4.1

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ

    13566
    Dec 12, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15686
    Dec 11, 2025
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

    13808
    Dec 13, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର
    ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13796
    Dec 13, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15733
    Dec 12, 2025
  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...

    13687
    Dec 12, 2025
  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା
    ଦେଶ-ଦେଶାନ୍ତର

    ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15297
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15595
    Dec 12, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15307
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

    13808
    Dec 13, 2025
  • ଦେଶ-ଦେଶାନ୍ତର

    ଏହି କାରଣରୁ ମମତା ମାଗିଲେ କ୍ଷମା

    13660
    Dec 13, 2025
  • ଦେଶ-ଦେଶାନ୍ତର

    ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15297
    Dec 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17213
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17302
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17645
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16118
    Apr 03, 2021

ବିଶେଷ

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13796
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15595
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15419
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16090
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13943
    Dec 09, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15140
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14237
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14973
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15209
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    15307
    Dec 11, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13796
    Dec 13, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15686
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In