Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ରାଜ୍ୟ
Home ›› ରାଜ୍ୟ ››ସୌମ୍ୟରଞ୍ଜନଙ୍କ ଆଲେଖ୍ୟକୁ ନେଇ ଏହା କହିଲେ ସୁର

ସୌମ୍ୟରଞ୍ଜନଙ୍କ ଆଲେଖ୍ୟକୁ ନେଇ ଏହା କହିଲେ ସୁର

2023-08-27 09:16:21
13901
Share:
Facebook
Twitter
E-Mail
WhatsApp
Telegram
ସୌମ୍ୟରଞ୍ଜନଙ୍କ ଆଲେଖ୍ୟକୁ ନେଇ ଏହା କହିଲେ ସୁର

ଭୁବନେଶ୍ବର : ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ରାଜନୈତିକ ସ୍ବାର୍ଥ ହାସଲ ପାଇଁ ନିଜ ଖବର କାଗଜ ସମ୍ପାଦକୀୟରେ ଯେଉଁ ଆଲେଖ୍ୟ ଲେଖୁଛନ୍ତି ତାହାକୁ ନେଇ ବିଭିନ୍ନ ମହଲରୁ ସମାଲୋଚନାର ସ୍ବର ତୀବ୍ର ହୋଇଛି। ରାଜ୍ୟର ବରିଷ୍ଠ ରାଜନେତାମାନେ ସୌମ୍ୟରଞ୍ଜନଙ୍କ ଅର୍ନ୍ତନିହିତ ଆଭିମୁଖ୍ୟକୁ ନେଇ ପ୍ରଶ୍ନ ଉଠାଉଛନ୍ତି। ସୌମ୍ୟରଞ୍ଜନଙ୍କ ଆଲେଖ୍ୟକୁ ନେଇ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ କହିଛନ୍ତି ସୌମ୍ୟ ପଟ୍ଟନାୟକଙ୍କୁ ଆଉ ଖଣ୍ଡପଡା ଲୋକ ଖଣ୍ଡପଡାରେ ପୂରେଇ ଦେଉନାହାନ୍ତି। ନିଜ ନିର୍ବାଚନ ମଣ୍ଡଳୀର ଲୋକ ତାଙ୍କୁ ଛି-ଛାକର କରୁଛନ୍ତି ଯାହାକୁ ନେଇ ସୌମ୍ୟ ଅତିଷ୍ଠ ହୋଇପଡିଛନ୍ତି। ଯେଉଁ ଦଳରୁ ଟିକେଟ ନେଲ ଓ ଜିତିଲ, ଶେଷ ଆଡ଼କୁ ଏ ସବୁ କଥା କାହିଁକି କହୁଛ? ଚାରି ବର୍ଷ ହେଲା କୁଆଡେ ଯାଇଥିଲ ବୋଲି ସୁରେଶ ରାଉତରାୟ ପ୍ରଶ୍ନ କରିଛନ୍ତି।

ଅନ୍ୟପଟେ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଖବର କାଗଜ ସମ୍ପାଦକୀୟ ‘ଆମ ଘରର ହାଲଚାଲ’କୁ ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଲୋକଙ୍କ ପାଖକୁ ଯାଇ ଅଭିଯୋଗ ଗ୍ରହଣ କରୁଛନ୍ତି ଓ ତୁରନ୍ତ ସମାଧାନ କରୁଛନ୍ତି। ସେ କୌଣସି ଦଳ ପାଇଁ ପ୍ରଚାର କରୁ ନାହାନ୍ତି। ହେଲେ ଯେଉଁମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି, ସେମାନେ ବିକାଶ ନୁହେଁ ନିଜ ସ୍ୱାର୍ଥକୁ ଦେଖୁଛନ୍ତି। ଏହା ନିନ୍ଦନୀୟ, ଯେଉଁ ଦଳ ତାଙ୍କୁ ଟିକେଟ ଦେଇ ଜିତାଇଲା, ସେଥିରେ ବି ଏପରି କହିବା ସ୍ୱାର୍ଥପର କଥା ବୋଲି ଉମାକାନ୍ତ ସାମନ୍ତରାୟ କହିଛନ୍ତି।

ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଆମ ଘରର ହାଲଚାଲ ସମ୍ପାଦକୀୟକୁ ନେଇ ପୁଣି ରାଜନୈତିକ ଚର୍ଚ୍ଚା ସୃଷ୍ଟି ହୋଇଛି । ଆତ୍ମବିଭୋର ପ୍ରଶାସକ ଓ ଅସହାୟ ରାଜନେତା ଶୀର୍ଷକ ଏକ ସମ୍ପାଦକୀୟ ଲେଖିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ । ଏଥିରେ ସେ ଫାଇଭ ଟି ସଚିବଙ୍କ ଗସ୍ତ ସଂପର୍କରେ ଉଲ୍ଲେଖ କରି ଲେଖିଛନ୍ତି ପ୍ରଥମ କେତୋଟି ଜିଲ୍ଲା ଗସ୍ତ ସମୟରେ କେବଳ ମହିଳା ସଂୟ ସହାୟକ ଗୋଷ୍ଠୀର ସଦସ୍ୟମାନେ ଉପସ୍ଥିତ ରହୁଥିବା ବେଳେ ଏବେ ଏବେ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମଧ୍ୟ ସାମିଲ କରାଯାଉଛି ।
୫-ଟି ସଚିବ ହ୍ୟାଲିକ୍ପଟରରେ ଓହ୍ଲାଇ ସଭା ସ୍ଥଳକୁ ଯାଉଛନ୍ତି । ହଜାର ହଜାର ମହିଳା ଓ ଛାତ୍ରଛାତ୍ରୀ ତାଙ୍କୁ ସମ୍ବର୍ଦ୍ଧନା ଜଣାଉଛନ୍ତି । ସଚିବ ସମବେତ ଜନତାଙ୍କ ନିମନ୍ତେ ଏକ ସ୍ୱଳ୍ପ ବକ୍ତବ୍ୟ ରଖୁଛନ୍ତି । ହଜାର ହଜାର ମହିଳା ଓ ଛାତ୍ରଛାତ୍ରୀଙ୍କୁ ଦେଖି ସେ ବୋଧେ ଆତ୍ମବିଭୋର ହୋଇପଡି ଉଚିତ ଅନୁଚିତର ପ୍ରଭେଦ ଭୁଲି ଗଲେ । ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କଥା ଉଠାଇ ଲେଖିଛନ୍ତି ୧୯୭୧ ନିର୍ବାଚନରେ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କର ସଚିବ ୟସପାଲ କାପୁର ପ୍ରଚାର କାର୍ୟ୍ୟରେ ସହାୟତା କରି ତାଙ୍କ ସପକ୍ଷରେ ନିର୍ବାଚନୀ ଭାଷଣ ଦେଇଥିବାରୁ ଆହ୍ୱାବାଦ ହାଇକୋର୍ଟ ଶ୍ରୀମତି ଗାନ୍ଧୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ପରେ ଶ୍ରୀମତୀ ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଆମ ଗଣତାନ୍ତ୍ରିକ ବ୍ୟବସ୍ଥାକୁ କ୍ଷତିଗ୍ରସ୍ତ କରିଥିଲେ । ପାଣ୍ଡିଆନ୍ ସାହେବଙ୍କର ଏହି ଆଚରଣ ୟସପାଲ କାପୁରଙ୍କଠାରୁ କୌଣସି ଗୁଣରେ ଭିନ୍ନ ନୁହଁ ।

Powered by Froala Editor

Tags sura routray

Related articles Odisha News Lens 4.1

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15058
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15516
    Aug 17, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14431
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13607
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15013
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14771
    Aug 16, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15020
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14266
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14314
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15516
    Aug 17, 2026
  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15020
    Aug 17, 2026
  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15013
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17034
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17704
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18101
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15516
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13607
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14836
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14610
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14447
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14244
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14372
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15269
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15020
    Aug 17, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15058
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15516
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In