Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏକାସାଙ୍ଗରେ ୪ ସନ୍ତାନ ଜନ୍ମଦେଲେ ମହିଳା, ଦେଖିବାକୁ ହସ୍ପିଟାଲରେ ଭିଡ଼

ଏକାସାଙ୍ଗରେ ୪ ସନ୍ତାନ ଜନ୍ମଦେଲେ ମହିଳା, ଦେଖିବାକୁ ହସ୍ପିଟାଲରେ ଭିଡ଼

2023-08-28 18:08:34
14516
Share:
Facebook
Twitter
E-Mail
WhatsApp
Telegram
ଏକାସାଙ୍ଗରେ ୪ ସନ୍ତାନ ଜନ୍ମଦେଲେ ମହିଳା, ଦେଖିବାକୁ ହସ୍ପିଟାଲରେ ଭିଡ଼

ବିବାହର ୪ ବର୍ଷ ଯାଏ ସନ୍ତାନ ଜନ୍ମ ହେଲା ନାହିଁ । ବହୁତ ଦୁଃଖରେ ଥିଲେ ଦମ୍ପତି । ହେଲେ ଭଗବାନ ଏମିତି କୃପା କଲେ ଯେ, ଏକା ସାଙ୍ଗରେ ୪ଟି ସନ୍ତାନ ଜନ୍ମ ହୋଇଛନ୍ତି । ଏ ଘଟଣା ଘଟିଛି  ରାଜସ୍ଥାନ ଟୋଙ୍କାରେ । 

ବଜିରପୁରା ଗ୍ରାମରେ ବସବାସ କରୁଥିବା ଉକ୍ତ ପ୍ରସୂତିଙ୍କ ବିବାହ ୪ବର୍ଷ ପୂର୍ବରୁ ହୋଇଥିଲା। ଏନେଇ ପ୍ରସୂତି କହନ୍ତି, ବିବାହକୁ ୪ବର୍ଷ ପୂରିଥିଲେ ହେଁ ମୁଁ ଗର୍ଭବତୀ ହୋଇପାରୁ ନଥିଲି। ଏହି କାରଣରୁ ସବୁବେଳେ ଚିନ୍ତାରେ ରହୁଥିଲି। ଭଗବାନଙ୍କ ଆର୍ଶୀବାଦ ପାଇଁ ମୁଁ ଏକାଥରକେ ୪ଜଣ ସନ୍ତାନକୁ ଜନ୍ମ ଦେବାର ସୌଭାଗ୍ୟପ୍ରାପ୍ତ କରିପାରିଛି। ୪ଜଣ ସନ୍ତାନଙ୍କ ମଧ୍ୟରୁ ଦୁଇଜଣ କନ୍ୟା ଓ ଦୁଇଜଣ ପୁତ୍ର ସନ୍ତାନ ଅଛନ୍ତି। ସମସ୍ତେ ସୁସ୍ଥ ଥିବା ଡାକ୍ତର ସୂଚନା ଦେଇଛନ୍ତି।’

ଏହି ଘଟଣାକୁ ନେଇ ଡାକ୍ତରକହିଛନ୍ତି,  ୧୦ଲକ୍ଷ ଗର୍ଭବତୀଙ୍କ ଭିତରେ ଜଣଙ୍କ ‌‌‌କ୍ଷେତ୍ରରେ ଏମିତି ଘଟଣା ଦେଖିବାକୁ ମିଳିଥାଏ। ପ୍ରସୂତି ୨ମାସର ଅନ୍ତସତ୍ତ୍ବା ଥିବା ବେଳେ ତାଙ୍କ ଗର୍ଭରେ ୪ଟି ଭୃଣ ବିକଶିତ ହେଉଛନ୍ତି ବୋଲି ଜଣାପଡ଼ିଥିଲା। ୪ମାସ ବେଳକୁ ପ୍ରସୂତିଙ୍କ ଗର୍ଭପାତର ଭୟ ରହିଥିଲା। କିନ୍ତୁ ଉପଯୁକ୍ତ ଚିକିତ୍ସା ଦ୍ୱାରା ଶିଶୁମାନେ ସୁସ୍ଥ ହୋଇ ଜନ୍ମ ନେଇଛନ୍ତି । ଏନେଇ ମହିଳାଙ୍କ ପରିବାରରେ ଖୁସିର ମାହୋଲ ଖେଳିଯାଇଛି । ପ୍ରସୂତି ତଥା ନବଜାତଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ଲୋକଙ୍କ ଭିଡ଼ ଜମୁଛି।

Powered by Froala Editor

Tags 4 baby

Related articles Odisha News Lens 4.1

  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13836
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13484
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14931
    May 17, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14622
    May 17, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14799
    May 16, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14675
    May 16, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14489
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14759
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15442
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14759
    May 16, 2026
  • ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14675
    May 16, 2026
  • ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13484
    May 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17478
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14931
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14761
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15261
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16033
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16202
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15403
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13961
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15442
    May 17, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14489
    May 16, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14675
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In