Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ଏହି ସମୟରେ ଭାଇଙ୍କ ହାତରେ ବାନ୍ଧନ୍ତୁ ରାକ୍ଷୀ

ଏହି ସମୟରେ ଭାଇଙ୍କ ହାତରେ ବାନ୍ଧନ୍ତୁ ରାକ୍ଷୀ

2023-08-29 03:58:36
14697
Share:
Facebook
Twitter
E-Mail
WhatsApp
Telegram
ଏହି ସମୟରେ ଭାଇଙ୍କ ହାତରେ ବାନ୍ଧନ୍ତୁ ରାକ୍ଷୀ

 ସ୍ନେହ ଓ ମମତାର ପବିତ୍ର ପର୍ବ ରାକ୍ଷୀ ପୂର୍ଣ୍ଣିମା। ଚଳିତବର୍ଷ ରାକ୍ଷୀଙ୍କୁ ନେଇ ଅନେକଙ୍କ ମନରେ ଦ୍ବନ୍ଦ୍ବ ରହିଛି। କେହି କେହି ୩୦ ତାରିଖରେ ରାକ୍ଷୀ ବାନ୍ଧିବାକୁ ଶୁଭ ଭାବୁଥିବା ବେଳେ କେହି କେହି ୩୧ ତାରିଖରେ ରାକ୍ଷୀ ବାନ୍ଧିବା ଉଚିତ ବୋଲି ଚିନ୍ତା କରୁଛନ୍ତି। ଚଳିତବର୍ଷ ରାକ୍ଷୀ ଆପଣ ଉଭୟ ୩୦ ଓ ୩୧ ତାରିଖରେ ମନାଇପାରିବେ। ହେଲେ କିଛି ଲୋକ ଭଦ୍ରା କାଳର ସମୟ ପାଇଁ ରାକ୍ଷୀ ବନ୍ଧନର ଶୁଭ ମୁହୁର୍ତ୍ତକୁ ନେଇ ଏବେ ବି ଦ୍ବନ୍ଦ୍ବରେ ଅଛନ୍ତି। 

ପାଞ୍ଜି ଅନୁସାରେ ଶ୍ରାବଣ ମାସର ୩୦ ତାରିଖ (ବୁଧବାର) ସକାଳ ୧୦.୫୮ରୁ ନେଇ ୩୧ ତାରିଖ (ଗୁରୁବାର) ସକାଳ ୦୭.୦୫ ପର୍ଯ୍ୟନ୍ତ ରକ୍ଷା ବନ୍ଧନ ତିଥି ରହିଛି। ଏହି ସମୟ ମଧ୍ୟରେ ଯେତେବେଳେ ବି ରାକ୍ଷୀ ବାନ୍ଧିଲେ ଚଳିବ। ଅଗଷ୍ଟ ୩୦ ତାରିଖରେ ଶ୍ରାବଣ ପୂର୍ଣ୍ଣିମା ସହ ଭଦ୍ରାକାଳ ଆରମ୍ଭ ହୋଇଯିବ। ସମାପନ ହେବ ଯାଇ ରାତି ୦୯.୦୨ରେ। ତେବେ ଭଦ୍ରାକାଳ ସରିବା ପରେ ଅର୍ଥାତ, ୩୦ ତାରିଖ ରାତି ୦୯.୦୨ ପ‌ରେ ରାକ୍ଷୀ ବାନ୍ଧିବା ବେଶି ଶୁଭ ବୋଲି ବିଶ୍ବାସ କରାଯାଉଛି।

ଶ୍ରାବଣ ପୂର୍ଣ୍ଣିମା ତିଥି ସହିତ ହିଁ ରକ୍ଷା ବନ୍ଧନ ଶେଷ ହୋଇଯିବ। ତେବେ ରାକ୍ଷୀ ବାନ୍ଧିବା ପାଇଁ ସବୁଠାରୁ ଶୁଭ ସମୟ ୩୧ ତାରିଖ ଭ‌ୋର୍‌ ୪.୨୬ରୁ ନେଇ ୫.୧୪ ଭିତରେ ରହିବ। ଏହି ସମୟରେ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଖୁବ୍ ଭଲ ବୋଲି ପଞ୍ଜିକାରମାନେ ମତ ରଖିଛନ୍ତି। 

Powered by Froala Editor

Tags Rakhi

Related articles Odisha News Lens 4.1

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    14998
    Feb 23, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13626
    Feb 22, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14484
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14919
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14778
    Feb 23, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13564
    Feb 22, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14567
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14752
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13851
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14752
    Feb 22, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14567
    Feb 22, 2026
  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14484
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15223
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15990
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14473
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15241
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15957
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15112
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13564
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14919
    Feb 23, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14752
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In