Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରଜ୍ଞାନ ଦେଲା ବଡ଼ ସୂଚନା : ଚନ୍ଦ୍ରରେ ଅଛି ଅମ୍ଳଜାନ, ସଲଫର ସହ ଅନେକ ପଦାର୍ଥ

ପ୍ରଜ୍ଞାନ ଦେଲା ବଡ଼ ସୂଚନା : ଚନ୍ଦ୍ରରେ ଅଛି ଅମ୍ଳଜାନ, ସଲଫର ସହ ଅନେକ ପଦାର୍ଥ

2023-08-29 17:26:28
14116
Share:
Facebook
Twitter
E-Mail
WhatsApp
Telegram
ପ୍ରଜ୍ଞାନ ଦେଲା ବଡ଼ ସୂଚନା : ଚନ୍ଦ୍ରରେ ଅଛି ଅମ୍ଳଜାନ, ସଲଫର ସହ ଅନେକ ପଦାର୍ଥ

ସଫ୍ଟ ଲ୍ୟାଣ୍ଡିଂ ପରେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-3କୁ ସାତ ଦିନ ପୂରିଥିବା ବେଳେ, ଇସ୍ରୋକୁ ଲଗାତର ବୈଜ୍ଞାନିକ ତଥ୍ୟ ପଠାଇ ଚାଲିଛନ୍ତି ବିକ୍ରମ ଓ ପ୍ରଜ୍ଞାନ। ଲ୍ୟାଣ୍ଡରଠାରୁ ଅଲଗା ହେବା ପରେ, ଚନ୍ଦ୍ରର ଦକ୍ଷିଣ ମେରୁରେ ଘୂରି ବୁଲୁଛି ରୋଭର। ଚନ୍ଦ୍ର ପୃଷ୍ଠର ଫଟୋ ପଠାଇବା ସହ ବୈଜ୍ଞାନିକ ପରୀକ୍ଷା ନିରୀକ୍ଷା ଜାରି ରହିଛି। 

ତେବେ ରୋଭରରେ ଲାଗିଥିବା LIBS ଜରିଆରେ ସଲଫରର ସନ୍ଧାନ ମିଳିଛି । ଏହାଛଡ଼ା ଆଲୁମିନିୟମ, କ୍ୟାଲସିୟମ, ଫେରମ, କ୍ରୋମିୟମ, ଟିଟାନିୟମ, ମ୍ୟାଗ୍ନେସିୟମ, ସିଲିକନ ଭଳି ଖଣିଜ ପଦାର୍ଥ ମଧ୍ୟ ରହିଛି ଚନ୍ଦ୍ରପୃଷ୍ଠରେ । ହାଇଡ୍ରୋଜେନ ରହିଛି କି ନାହିଁ, ତାର ସନ୍ଧାନ ଚଳାଇଛି ପ୍ରଜ୍ଞାନ।

ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚି ଏଭଳି ସନ୍ଧାନ କରିବାରେ ଏହା ପ୍ରଥମ ଘଟଣା। କୌଣସି ଅର୍ବିଟର ସାହାଯ୍ୟରେ ଏଭଳି ପରୀକ୍ଷଣ ସମ୍ଭବ ନୁହେଁ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।

ଏହା ପୂର୍ବରୁ ରବିବାର ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ChaSTE ପେଲୋଡ୍ ଚନ୍ଦ୍ରପୃଷ୍ଠରୁ ଗୋଟିଏ ନୂଆ ସୂଚନା ପଠାଇଥିଲା। ଚନ୍ଦ୍ରରେ ମାଟିର ତାପମାତ୍ରା ୧୦ରୁ ୫୦ ଡିଗ୍ରୀ ମଧ୍ୟରେ ରହିଛି। ଇସ୍ରୋ କହିଥିଲା, "ଚନ୍ଦ୍ରର ଭୂପୃଷ୍ଠରୁ ୧୦ ସେମି ପର୍ଯ୍ୟନ୍ତ ତାପମାତ୍ରାରେ ପାର୍ଥକ୍ୟ ଥିବା ଜଣାପଡୁଛି। ପ୍ରଥମ କରି ମହାକାଶ ବିଜ୍ଞାନ ଇତିହାସରେ ଚନ୍ଦ୍ରୟାନ-୩ ଚନ୍ଦ୍ରର ଦକ୍ଷିଣ ମେରୁର ମୃତ୍ତିକା ପରୀକ୍ଷା କରି ଏହି ସୂଚନା ପଠାଇଛି।"

Powered by Froala Editor

Tags chandrayan

Related articles Odisha News Lens 4.1

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15510
    May 05, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14009
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14927
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13541
    May 06, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15091
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13714
    May 05, 2026
  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ
    ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14135
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14836
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15156
    May 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15091
    May 05, 2026
  • ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14009
    May 05, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15156
    May 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14836
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15080
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13872
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14094
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14284
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15377
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13927
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14009
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14927
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13714
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In