Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ମାଲକାନଗିରି ବ୍ଲକରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଆୟୋଜିତ

ମାଲକାନଗିରି ବ୍ଲକରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଆୟୋଜିତ

2023-08-29 18:35:04
20430
Share:
Facebook
Twitter
E-Mail
WhatsApp
Telegram
ମାଲକାନଗିରି ବ୍ଲକରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଆୟୋଜିତ

ମାଲକାନଗିରି : ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଓ ଜିଲ୍ଲା ପ୍ରଶାସନଙ୍କ ମିଳିତ ଆନୁକୁଲ୍ୟରେ ମାଲକାନଗିରି ଜିଲାଳରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଆୟୋଜନ କରାଯାଇଛି। ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତପାବନ ବୈଦ୍ୟ, ଅତିରିକ୍ତ ଜିଲ୍ଲାପାଳ ତ୍ରିନାଥ ମାଝୀ, ମାଲକାନଗିରି ପୌର ପରିଷଦ ଅଧ୍ୟକ୍ଷ ମନୋଜ ବାରିକ, ପୌର ପରିଷଦ ଉପାଧ୍ୟକ୍ଷା କବିତା ମହନ୍ତ, ପ୍ରଭଗୀୟ ଶ୍ରମ ଆୟୁକ୍ତ ନରେନ୍ଦ୍ର ରାଇକା, ଜିଲ୍ଲା ଶ୍ରମ ଅଧିକାରୀ ଶରତ ପାଣିଗ୍ରାହି ଓ  ସହକାରୀ ଶ୍ରମ ଅଧିକାରୀ ବିଶ୍ବରଞ୍ଜନ କହଁର ଉପସ୍ଥିତ ଥିଲେ।

ଏହି ଅବସରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତାଙ୍ଗୁଲ ନିର୍ମାଣ ଶ୍ରମିକଙ୍କ ନିମନ୍ତେ ଜନ୍ମ ଠାରୁ ଆରମ୍ଭ କରି ମୃତ୍ୟୁ ପର୍ଯ୍ୟନ୍ତ ଥିବା ସମସ୍ତ ସହାୟତା ବିଷୟରେ ଅବଗତ ହୋଇ ନିଜ ଅଞ୍ଚଳର ଲୋକଙ୍କୁ ସଚେତନ କରାଇବା ପାଇଁ ସମସ୍ତଙ୍କୁ ଆହ୍ବାନ କରିଥିଲେ। ସେହିପରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ କହିଥିଲେ ଯେ ନିର୍ମାଣ ଶ୍ରମିକ ମାନେ ହେଉଛନ୍ତି ଗାଁ, ରାଜ୍ୟ ତଥା ଦେଶର ଭବିଷ୍ୟତ। ସେ ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ନିମନ୍ତେ ଥିବା ସହାୟତାରେ ପଞ୍ଜିକରଣ କରିବାକୁ ସଚେତନ କରିଥିଲେ। ପ୍ରତ୍ୟେକ ବର୍ଷ ପଞ୍ଜିକରଣ କାର୍ଡର ନବୀକରଣ କରିବା ସହ ସମସ୍ତ ଯୋଜନାର ଲାଭ ଉଠାଇବା ପାଇଁ ମଧ୍ୟ  ସେ ଗୁରୁତ୍ଵାରୋପ କରିଛନ୍ତି। ଜିଲ୍ଲା ଶ୍ରମ ଅଧିକାରୀ, ଶ୍ରୀ ପାଣିଗ୍ରାହୀ କହିଥିଲେ ଯେ ଅଦ୍ୟାବଧି ୫୫, ୯୪୦ ଜଣ ଶ୍ରମିକ ପଞ୍ଜିକରଣ କରିଛନ୍ତି। ତନ୍ମଧ୍ୟରୁ ୩୨,୩୮୨ ଜଣ ସହାୟତା ପାଇଛନ୍ତି।  ମାଲକାନଗିରି ବ୍ଲକରେ ୮,୨୩୫ ଜଣ ଶ୍ରମିକ ପଞ୍ଜିକରଣ କରିଛନ୍ତି ଏବଂ ପୌର ପରିଷଦରେ ୩୬୪୧ ଜଣ ଶ୍ରମିକ ଭାଇଭଉଣୀ ପଞ୍ଜିକରଣ କରିଛନ୍ତି । ଆଜିର ଶିବିରରେ ସଙ୍ଗଠିତ କ୍ଷେତ୍ରରେ ୧୦୩ ଜଣଙ୍କୁ  ଏବଂ ଅଣ ସଂଗଠିତ କ୍ଷେତ୍ରରେ ୧୫୭ ଜଣଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି। ସେହିପରି ୪୮ ଜଣଙ୍କୁ ଶିକ୍ଷା, ୨୩ ଜଣଙ୍କୁ ମୃତ୍ୟୁ କାଳୀନ, ୨୩ ଜଣଙ୍କୁ ଅନେଷ୍ଟି କ୍ରିୟା, ୧୧ ଜଣଙ୍କୁ ପ୍ରସୂତି କାଳୀନ ଓ ୧୩ ଜଣଙ୍କୁ ବିବାହ ଜନିତ ସମୁଦାୟ ୧୧୮ ଜଣଙ୍କୁ ୫୭ ଲକ୍ଷ ୨୪ ହଜାର ୨୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅଣ ସଂଗଠିତ କ୍ଷେତ୍ରରେ ଦୁଇ ଜଣଙ୍କୁ ଦୁଇ ଲକ୍ଷ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।  ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ ଓ ସହକାରୀ ଶ୍ରମ ଅଧିକାରୀ ପୂର୍ଣ୍ଣିମା ଡୁରୁକା ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags malkangiri ,

Related articles Odisha News Lens 4.1

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14463
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15549
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14613
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15400
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14766
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14129
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14639
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15576
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13595
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14463
    Sep 09, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15549
    Sep 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13595
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17752
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18158
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15576
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14543
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13853
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14659
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14963
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13638
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14532
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15029
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14988
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14766
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14463
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13595
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In