ରକ୍ଷା ବନ୍ଧନ ଅବସରରେ ଶୁଭେଚ୍ଛା ଜଣେଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆସନ୍ତାକାଲି ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି .
ତେବେ ଜରୁରୀ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆସନ୍ତା କାଲି ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ରେ ଭାଗ ନେବେ ନାହିଁ |
Powered by Froala Editor