Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ...

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ...

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

ରାଜ୍ୟ
Home ›› ରାଜ୍ୟ ››ସଡ଼କ ଦୁର୍ଘଟଣା କମାଇବାରେ ସଫଳ ହୋଇଛି ଓଡିଶା

ସଡ଼କ ଦୁର୍ଘଟଣା କମାଇବାରେ ସଫଳ ହୋଇଛି ଓଡିଶା

2023-08-30 05:39:22
13934
Share:
Facebook
Twitter
E-Mail
WhatsApp
Telegram
ସଡ଼କ ଦୁର୍ଘଟଣା କମାଇବାରେ ସଫଳ ହୋଇଛି ଓଡିଶା

ନୂଆଦିଲ୍ଲୀ: ଓଡିଶାକୁ ପ୍ରଶଂସା କଲେ ସୁପ୍ରିମକୋର୍ଟ କମିଟି । ସଡ଼କ ଦୁର୍ଘଟଣା କମାଇବାରେ ଓଡିଶା ସଫଳ ହୋଇଛି । ସଡ଼କ ସଚେତନତା ଶିକ୍ଷା, ଟ୍ରାଫିକ୍ ଉଲଂଘନ ବିରୋଧରେ ଆକ୍ସନ, ସଡ଼କ ଇଞ୍ଜିନିୟରିଂରେ ଉନ୍ନତି ଏବଂ ତ୍ବରିତ ଜରୁରିକାଳୀନ ଚିକିତ୍ସା- ଏହି ୪ସୂତ୍ର ନୀତି ଦୁର୍ଘଟଣାକୁ ରୋକିପାରିଛି ।ରାଜ୍ୟରେ ସଡ଼କ ଦୁର୍ଘଟଣା ଓ ଦୁର୍ଘଟଣାଜନିତ ମୃତ୍ୟୁ କମିଛି । ରାଜ୍ୟରେ ସଡ଼କ ଦୁର୍ଘଟଣା ୭.୫ ଏବଂ ସଡକ ଦୁର୍ଘଟଣାଜନିତ ମୃତ୍ୟୁହାର ୬.୨ ପ୍ରତିଶତ ହ୍ରାସ ପାଇଛି । ସଡ଼କ ସଚେତନତା ଶିକ୍ଷା, ଟ୍ରାଫିକ୍‌ ଉଲ୍ଲଂଘନ ବିରୋଧରେ ଚଢ଼ଉ, ସଡ଼କ ଇଂଜିନିୟରିଂରେ ଉନ୍ନତି ଓ ତ୍ୱରିତ ଜରୁରିକାଳୀନ ଚିକିତ୍ସା । ଏହି ଚାରି ସୂତ୍ରୀ ନୀତି ପାଇଁ ସଡ଼କ ଦୁର୍ଘଟଣା କମାଇବାରେ ଓଡ଼ିଶା ଅନେକାଂଶରେ ସଫଳ ହୋଇଛି ।

ରାଜ୍ୟରେ ୨୦୨୨ର ଦ୍ୱିତୀୟ ତ୍ରୈମାସିକ ତୁଳନାରେ ୨୦୨୩ର ଦ୍ୱିତୀୟ ତ୍ରୈମାସିକରେ ସଡକ ଦୁର୍ଘଟଣା ଓ ଦୁର୍ଘଟଣାଜନିତ ମୃତ୍ୟୁ କମିଛି । ରାଜ୍ୟରେ ସଡ଼କ ଦୁର୍ଘଟଣା ୭.୫୬% ଓ ମୃତ୍ୟୁହାର ୬.୨୪% ହ୍ରାସ ପାଇଥିବାରୁ ସଡ଼କ ସୁରକ୍ଷା ଉପରେ ଓଡ଼ିଶା ସରକାର ନେଇଥିବା ପଦକ୍ଷେପ ଓ ଉଦ୍ୟମକୁ ସୁପ୍ରିମକୋର୍ଟ କମିଟି (ଏସ୍‌ସିସିଓଆର୍‌ସି) ପ୍ରଶଂସା କରିଛି ।

ସଡ଼କ ସୁରକ୍ଷା ସଂପର୍କିତ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀକୁ ଅନୁଧ୍ୟାନ କରିବା ଏବଂ ଅଡ଼ିଟ୍‌ କରିବା ପାଇଁ ସଚିବ ସଞ୍ଜୟ ମିତ୍ତଲ ୫ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର  ମିତ୍ତଲ ଭୁବନେଶ୍ୱରରେ ସଡ଼କ ସୁରକ୍ଷା ଉପରେ ଲିଡ୍‌ ଏଜେନ୍ସିର ସଦସ୍ୟମାନଙ୍କ ସହ ବୈଠକ କରି ସଡ଼କ ଦୁର୍ଘଟଣା ରୋକିବାରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

Powered by Froala Editor

Tags Supreme court

Related articles Odisha News Lens 4.1

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ
    ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13874
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    13991
    Aug 27, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15509
    Aug 26, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15277
    Aug 27, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14693
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13837
    Aug 26, 2026
  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ
    ଦେଶ-ଦେଶାନ୍ତର

    ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14923
    Aug 27, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14108
    Aug 27, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13527
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14108
    Aug 27, 2026
  • ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13874
    Aug 27, 2026
  • ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13837
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17054
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17686
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17727
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18123
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14108
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13687
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15242
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15601
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16132
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14449
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15978
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14013
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14277
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15509
    Aug 26, 2026
  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

    15341
    Aug 27, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13527
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In