Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ରକ୍ଷାବନ୍ଧନରେ ସହିଦ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ

ରକ୍ଷାବନ୍ଧନରେ ସହିଦ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ

2023-08-30 19:02:23
22437
Share:
Facebook
Twitter
E-Mail
WhatsApp
Telegram
ରକ୍ଷାବନ୍ଧନରେ ସହିଦ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ

ମାଲକାନଗିରି : ଆଜି ହେଉଛି ପବିତ୍ର ରକ୍ଷା ବନ୍ଧନ । ଆଜିର ଦିନରେ ଭାଇ ଠାରୁ ଭଉଣୀ ଯେତେଦୂରରେ ବି ଥାଉନା କାହିଁକି, ରାକ୍ଷୀଟିଏ ପଠେଇ ଥାଏ କିମ୍ବା ଭାଇ ହାତରେ ରାକ୍ଷୀ ବାନ୍ଧି ଥାଏ । ତେବେ ଆଜିର ଦିନରେ ଦେଶ ମାତୃକା ପାଇଁ ଜୀବନ ଦେଇଥିବା ଭାଇକୁ ରାକ୍ଷୀ ବାନ୍ଧିବା ପାଇଁ ଅନେକ ଭଉଣୀ ମନେ ମନେ ଖୋଜୁଥିବା ବେଳେ କିଛି ଏମିତି ଭଉଣୀ ଅଛନ୍ତି ଯେଉଁମାନେ ନିଜ ସହିଦ ଭାଇଙ୍କ ହାତରେ ଆଜି ରାକ୍ଷୀ ବାନ୍ଧିଛନ୍ତି । ଏମିତି କିଛି ଚିତ୍ର ଆସିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଏରାବୋର ଅଞ୍ଚଳରୁ । ଯେଉଁଠି ସହିଦ ଭାଇର ନିର୍ମିତ ପରତିମୂର୍ତ୍ତିର ହାତରେ ରାକ୍ଷୀ ବାନ୍ଧିଛନ୍ତି ଅନେକ ଭଉଣୀ । ଜୀବନ୍ତ ଅବସ୍ତାରେ ଯେଉଁଠି ଭାଇଔ ଭଉଣୀର ସମ୍ପର୍କ ମଧ୍ୟରେ ମଳିନତା ଆସି ଯାଉଛି, ସେହି ସମୟରେ ନିଜ ସହିଦ ଭାଇ ମାନଙ୍କ ପ୍ରତିମୂର୍ତ୍ତିରେ ରାକ୍ଷୀ ବାନ୍ଧି କିଛି ନିଆରା ଉଦାହରଣ ସୃଷ୍ଠୀ କରିଛନ୍ତି ଏହି ଭଉଣୀ ମନେ । ଯେଉଁଠି ଦେଶକୁ ସୁରକ୍ଷା ଦେବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୧୨ ଜଣ ଶହୀଦ ଭାଇଙ୍କ ପ୍ରତିମୂର୍ତ୍ତିରେ ରାକ୍ଷୀ ବାନ୍ଧି ଏହି ପବିତ୍ର ସମ୍ପର୍କ ବଜାୟ ରଖିଛନ୍ତି ତାଙ୍କର ଭଉଣୀ ମନେ । ଏହି ଯବାନ ମନେ ଦେଶ ମାତୃକାକୁ ସୁରକ୍ଷା ଦେବା ପାଇଁ ବିଗତ ୧୪ ବର୍ଷ ତଳେ ମାଓବାଦୀଙ୍କ ସହ ଲଢେଇ କରି ନିଜର ଜୀବନକୁ ବଳିଦାନ ଦେଇଥିଲେ । ହେଲେ ୧୪ ବର୍ଷ ପରେ ମଧ୍ୟ ଆଜୀବୀ ସେହି ସହିଦ ଭାଇ ନିଜ ଭଉଣୀର ସ୍ମୃତିରେ ବଞ୍ଚିଛନ୍ତି। ତାଙ୍କ ସ୍ମୃତିକୁ ମନେ ପକାଇ ତାଙ୍କ ପ୍ରତିମୂର୍ତିରେ ରାକ୍ଷୀ ବାନ୍ଧୁଥିବା ଭଉଣୀମାର ଆଖି ଲୁହରେ ଭିଜି ଯାଇଛି ।

Powered by Froala Editor

Tags raksha bandhan , sahid ,

Related articles Odisha News Lens 4.1

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14043
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13820
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13615
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14124
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13646
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14008
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15410
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14074
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14843
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14074
    Oct 17, 2026
  • ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14008
    Oct 17, 2026
  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15410
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15110
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14665
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14768
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15770
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14443
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14594
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13985
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14074
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14043
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13820
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In