Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ...

  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ...

  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ...

  • ସରେଣ୍ଡର କଲେ ଖାନ୍‌ ସାର

  • ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଘରେ ଦିଆଯିବ ରାସନ

ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଘରେ ଦିଆଯିବ ରାସନ

2023-08-30 19:37:27
14916
Share:
Facebook
Twitter
E-Mail
WhatsApp
Telegram
ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଘରେ ଦିଆଯିବ ରାସନ

ବିଦ୍ୟାଳୟ ଆସିପାରୁନଥିବା ୬ରୁ ୧୪ ବର୍ଷର ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଘରେ ମଧ୍ୟାହ୍ନଭୋଜନର ଶୁଖିଲା ରାସନ୍ ଦିଆଯିବ। ଏଥିପାଇଁ ପ୍ରକ୍ରିଆ ଆରମ୍ଭ କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଶୁଖିଲା ରାସନ ଛାତ୍ରଛାତ୍ରୀଙ୍କ ଘରେ ପହଞ୍ଚାଇବା ପାଇଁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାଦ୍ବାରା ରାଜ୍ୟ ୩ ହଜାର ୬୯୪ ଛାତ୍ରଛାତ୍ରୀ ଉପକୃତ ହେବେ । ଛାତ୍ରଛାତ୍ରୀମାନଙ୍କୁ ଶ୍ରେଣୀ ଅନୁସାରେ ସେମାନଙ୍କ ଘରେ ମଧ୍ୟାହ୍ନଭୋଜନ ଚାଉଳ ଦିଆଯିବା ସହ ରୋଷେଇ ବାବଦ ଅର୍ଥରାଶି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ । ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ପାଠ୍ୟ ପୁସ୍ତକ ମଧ୍ୟ ସେମାନଙ୍କ ଘରେ ପହଁଞ୍ଚାଯିବା ପାଇଁ ବ୍ୟବସ୍ଥା କରାଯାଇଛି। 

ସ୍କୁଲ ଆସିପାରୁ ନଥିବା ଛାତ୍ରଛାତ୍ରୀମାନଙ୍କର କୌଣସି ଅସୁବିଧା ହେଲେ ସେମାନେ ନିଜ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ, ଆଶାକର୍ମୀ, ଏଏନ୍ଏମ୍ ବା ଆର୍ବିଏସ୍କେଙ୍କ ସହାୟତା ନେଇପାରିବେ। ଏହି ଛାତ୍ରଛାତ୍ରୀଙ୍କ ଚିକିତ୍ସା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଓ କାଉନ୍ସେଲିଂ ପାଇଁ ନିଆଯିବ। ଏହାସହ ସ୍କୁଲ ଆସିପାରୁନଥିବା ଏହି ଛାତ୍ରଛାତ୍ରୀଙ୍କ ଘରକୁ ପ୍ରତିମାସରେ ବିଦ୍ୟାଳୟ ଶିକ୍ଷକ, ବ୍ଲକ୍ ସହଯୋଗୀ ଅଧିକାରୀ (ବିଆର୍ପି), ଆଇଇଭିମାନେ ତଦାରଖ କରିବା ପାଇଁ ଯିବେ । ଛାତ୍ରଛାତ୍ରୀଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଭିଭାବକଙ୍କର କାଉନସେଲିଂ ମଧ୍ୟ କରାଯିବ ।

Powered by Froala Editor

Tags students

Related articles Odisha News Lens 4.1

  • ସରେଣ୍ଡର କଲେ ଖାନ୍‌ ସାର
    ଦେଶ-ଦେଶାନ୍ତର

    ସରେଣ୍ଡର କଲେ ଖାନ୍‌ ସାର

    15274
    Jun 06, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13869
    Jun 05, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15167
    Jun 05, 2026
  • ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

    14463
    Jun 06, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13644
    Jun 05, 2026
  • RBIର  ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ
    ଦେଶ-ଦେଶାନ୍ତର

    RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    15085
    Jun 06, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14950
    Jun 05, 2026
  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ
    ରାଜନୀତି

    ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ

    15369
    Jun 06, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15548
    Jun 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14950
    Jun 05, 2026
  • ଦେଶ-ଦେଶାନ୍ତର

    RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    15085
    Jun 06, 2026
  • ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15548
    Jun 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16908
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17526
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17576
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17965
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13689
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14863
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14730
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15270
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15339
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15451
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15194
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15681
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14020
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14950
    Jun 05, 2026
  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15548
    Jun 05, 2026
  • RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    15085
    Jun 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In