Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ...

  • ଗୁଳି ବିନିମୟ: ଚାରି ଅପରାଧୀ ନିହତ

  • ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ...

  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

ବିଶେଷ
Home ›› ବିଶେଷ ››ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ ଆଲୁମିନିୟମ ଫଏଲ୍‌‌

ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ ଆଲୁମିନିୟମ ଫଏଲ୍‌‌

2023-08-31 01:42:40
16280
Share:
Facebook
Twitter
E-Mail
WhatsApp
Telegram
ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ ଆଲୁମିନିୟମ ଫଏଲ୍‌‌

ବର୍ତ୍ତମାନ ସମୟରେ ରୁଟି, ପରଟା ଅଧିକ ସମୟ ଯାଏଁ ଗରମ ରଖିବା ପାଇଁ ଆଲୁମିନିୟମ ଫଏଲ୍‌‌ର ଅଧିକାଂଶ ବ୍ୟବହାର କରାଯାଉଛି। ଘରୁ ସ୍କୁଲ ଯାଉଥିବା ପିଲାଙ୍କ ପାଇଁ ହେଉ କିମ୍ବା ଅଫିସକୁ ହେଉ ଖାଦ୍ୟକୁ ରଖିବା ପାଇଁ ଏହାର ବ୍ୟବହାର କରାଯାଉଛି। ଏଥିରେ ରୁଟି ଓ ପରଟା ଅଧିକ ସମୟ ଯାଏଁ ଗରମ ରହିଥାଏ।

ରୁଟି, ପରଟା, ସାଣ୍ଡୱିଚ୍‌‌, ତରକାରୀକୁ ଗରମ ଓ କଟା ହୋଇଥିବା ଫଳ, ସାଲାଡ ଆଦିକୁ ସତେଜ ରଖିବା ପାଇଁ ଏହାର ଅଧିକ ବ୍ୟବହାର କରାଯାଏ। ମାତ୍ର ଏହାକୁ ବ୍ୟବହାର କରିବା ପୂର୍ବରୁ କିଛି ଦିଗ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। 

ଆଲୁମିନିୟମ ଫଏଲ୍‌‌ରେ ଅଧିକ ତେଲିଆ ଖାଦ୍ୟ ରଖିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଏହି ପ୍ରକାର ଖାଦ୍ୟ ନଷ୍ଟ ହୋଇଯାଏ। ଏହାସହ ଖାଦ୍ୟର ଗୁଣ ମଧ୍ୟ ନଷ୍ଟ ହୋଇଯାଏ। ଟମାଟୋ ଚଟଣି, ଖଟା ଫଳ ଆଦିକୁ ଆଲୁମିନିୟମ ଫଏଲ୍‌‌ରେ ରଖିବା ଉଚିତ ନୁହେଁ।

କିଛି ଲୋକେ ଅତ୍ୟଧିକ ଗରମ ଥିବା ଖାଦ୍ୟକୁ ଆଲୁମିନିୟମ ଫଏଲ୍‌‌ରେ ପ୍ୟାକ୍‌‌ କରି ରଖି ଥାଆନ୍ତି। ଏହା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ। ଅତ୍ୟଧିକ ଗରମ ଥିବା ଖାଦ୍ୟ ପ୍ୟାକ୍‌‌ କରିବା ଦ୍ୱାରା ଏଥିରେ ଥିବା କେମିକାଲ ଖାଦ୍ୟରେ ମିଶିଯାଏ। ଏଭଳି ଖାଦ୍ୟ ନିୟମିତ ଖାଇବା ଦ୍ୱାରା ସ୍ମରଣ ଶକ୍ତି ହ୍ରାସ ହୋଇଥାଏ।

ରାତିରେ ବଳକା ଖାଦ୍ୟ କିମ୍ବା ବାସି ଖାଦ୍ୟକୁ ଆଲୁମିନିୟମ ଫଏଲ୍‌‌ରେ ରଖନ୍ତୁ ନାହିଁ। ଏହା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ। ଆଲୁମିନିୟମ ଫଏଲ୍‌‌ରେ ୨ ଘଣ୍ଟାରୁ ଅଧିକ ଖାଦ୍ୟ ରହିବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ। ଏହା ଶରୀରରେ ରକ୍ତରେ ଶର୍କରାର ମାତ୍ରାରେ ଅସନ୍ତୁଳନ ହୋଇଥାଏ। ଏହାସହ ମଧୁମେହ ରୋଗ ହେବାର ସମ୍ଭାବନା ଅଧିକ ଥାଏ।

ନିୟମିତ ଆଲୁମିନିୟମ ଫଏଲ୍‌‌ରେ ଥିବା ଖାଦ୍ୟ ଖାଇବା ଦ୍ୱାରା ଏହା ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ କରିଥାଏ। ଫଳରେ ସହଜରେ ଅନ୍ୟ ରୋଗ ଲାଗି ରହିଥାଏ। ଏହାଦ୍ୱାରା ଶରୀରକୁ ରୋଗ ଓ ଅନ୍ୟ ସଂକ୍ରମଣ ରୋଗରୁ ଲଢିବାର ଶକ୍ତି ମଧ୍ୟ କମିଯାଏ। 

Powered by Froala Editor

Tags Aluminum foil paper

Related articles Odisha News Lens 4.1

  •  ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି
    ଦେଶ-ଦେଶାନ୍ତର

    ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି

    14714
    Jul 10, 2026
  •  ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ
    ଦେଶ-ଦେଶାନ୍ତର

    ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14534
    Jul 10, 2026
  • ଗୁଳି ବିନିମୟ: ଚାରି ଅପରାଧୀ ନିହତ
    ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14664
    Jul 10, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15539
    Jul 08, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ
    ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14212
    Jul 10, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15455
    Jul 09, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15673
    Jul 09, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ
    ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13734
    Jul 10, 2026
  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    14017
    Jul 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14212
    Jul 10, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15539
    Jul 08, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15455
    Jul 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14219
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15493
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15600
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15405
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15271
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    14017
    Jul 10, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15673
    Jul 09, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14219
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In