Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

Home ›› ››ଅନ୍ତିମ ସଂସ୍କାରର ୧୫ ଦିନ ପରେ ଘରକୁ ଫେରିଲେ ମହିଳା

ଅନ୍ତିମ ସଂସ୍କାରର ୧୫ ଦିନ ପରେ ଘରକୁ ଫେରିଲେ ମହିଳା

2021-06-03 02:53:08
14972
Share:
Facebook
Twitter
E-Mail
WhatsApp
Telegram
ଅନ୍ତିମ ସଂସ୍କାରର ୧୫ ଦିନ ପରେ ଘରକୁ ଫେରିଲେ ମହିଳା

ଅମରାବତୀ: କେବେ ଆପଣ ଶୁଣିଛନ୍ତି ମୃତ ବ୍ୟକ୍ତିର ଅନ୍ତିମ ସଂସ୍କାର ପରେ ପୁଣି ଥରେ ସେ ଘରକୁ ଫେରିଛନ୍ତି? ଯଦି ବି କେହି ଏଭଳି ଖବର ଶୁଣିବ ବା ନିଜ ଆଖିରେ ଦେଖିବ ସେ ହତବାକ ହେବାଟା ସୁନିଶ୍ଚିତ। ଏଭଳି ଏକ ଘଟଣା କିନ୍ତୁ ଘଟିଛି ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲ୍ଲାରେ। ଜଣେ ୭୫ ବର୍ଷୀୟ ମହିଳାଙ୍କର କରୋନାରେ ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଥିଲା। ଏହା ପରେ ମୃତକଙ୍କୁ ଏକ ଶବ ଦିଆଯାଇଥିଲା। ପରିବାର ଲୋକେ ଏହି ଶବର ଅନ୍ତିମ ସଂସ୍କାର ମଧ୍ୟ କରି ଦେଇଥିଲେ। ହେଲେ କିଛି ଦିନ ପରେ ମୃତ ଘୋଷିତ ହୋଇଥିବା ବ୍ୟକ୍ତି ପୁଣିଥରେ ଘରକୁ ଫେରିଛି? ପରିବାର ଲୋକେ ଅନ୍ତିମ ସଂସ୍କାର କରି ଦେଇଥିଲେ ହେଲେ ୧୫ ଦିନ ପରେ ଗିରିଜାମ୍ମା ଘରକୁ ଫେରିବା ପରେ ପରିବାର ଲୋକେ ଏବଂ ପଡ଼ୋଶୀ ତାଙ୍କୁ ଦେଖି ହତବାକ ହୋଇଯାଇଛନ୍ତି। ତେବେ ଘଟଣାଟି କିନ୍ତୁ ଏମିତି ଘଟିଛି ଯାହାକି ଆନ୍ଧ୍ରପ୍ରଦେଶ ସରକାରର କୋଭିଡ୍ ପରିଚାଳନାକୁ ନେଇ ପ୍ରଶ୍ନ ଉଠିବା ସ୍ୱାଭାବିକ। ମେ ୧୨ରେ ଗିରିଜାମ୍ମା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ବିଜୟଓ୍ୱାଡ଼ାର ଏକ ସରକାରୀ ହସ୍ପିଟାଲରେ ପରେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଏହା ପରେ ଗିରିଜାମ୍ମାଙ୍କ ସ୍ୱାମୀ ହସ୍ପିଟାଲକୁ ଯାଇ ତାଙ୍କ ସ୍ତ୍ରୀର ସ୍ୱାସ୍ଥ୍ୟାବସ୍ଥା କଥା ବୁଝିଥିଲେ। ହେଲେ ମେ ୧୫ରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ କହିଥିଲେ।

ଏହାପରେ ଗିରିଜାମ୍ମାଙ୍କ ପୁତୁରା ନାଗୁ କହିବା ଅନୁଯାୟୀ ହସ୍ପିଟାଲ କର୍ତ୍ତୃପକ୍ଷ ଶବ ରଖାଯାଇଥିବା ସ୍ଥାନକୁ ତାଙ୍କୁ ନେଇଥିଲେ। ସମସ୍ତ ମୃତକଙ୍କ ଶରୀରକୁ ଘୋଡ଼ାଇ ହୋଇ ରଖାଯାଇଥିଲା। ସେଠାରେ ତାଙ୍କ ଦାଦା ତାଙ୍କ ସ୍ତ୍ରୀ ଭାବି ଜଣଙ୍କ ଶବକୁ ନେଇ ଆସିଥିଲେ। ଏହାପରେ ଅନ୍ତିମ ସଂସ୍କାର ମଧ୍ୟ କରାଯାଇଥିଲା। ହସ୍ପିଟାଲ କର୍ତ୍ତୃପକ୍ଷ ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ରିଲିଜ କରିଥିଲେ। ପରେ ପରେ ଗିରିଜାମ୍ମାଙ୍କ ପୁଅ ରମେଶଙ୍କର ମଧ୍ୟ ମେ ୨୩ରେ ମୃତ୍ୟୁ ଘଟିଥିଲା। ଏହାପରେ ଉଭୟଙ୍କ ପାଇଁ ଗୋଟିଏ ପ୍ରାର୍ଥନା ସଭା କରାଯାଇଥିଲା ବୋଲି ନାଗୁ କହିଛନ୍ତି।

ହେଲେ ଅନ୍ତିମ ସଂସ୍କାରର ୧୫ ଦିନ ପରେ ହଠାତ୍ ଘର ଆଗରେ ଆସି ପହଞ୍ଚିଥିଲେ ଗିରିଜାମ୍ମା। ଯାହାକୁ ଦେଖି ପରିବାର ଲୋକେ ଏବଂ ପଡ଼ୋଶୀ ଲୋକେ ମଧ୍ୟ ହତବାକ୍ ହୋଇଯାଇଥିଲେ। 

Powered by Froala Editor

Tags deadbody

Related articles Odisha News Lens 4.1

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15796
    May 28, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14425
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14266
    May 28, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14827
    May 28, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15575
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14034
    May 29, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13828
    May 28, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14802
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15494
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15370
    May 29, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15494
    May 29, 2026
  • ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14802
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17562
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17947
    Sep 06, 2023

ବିଶେଷ

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14034
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15227
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14886
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15812
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15104
    May 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15436
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15177
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15664
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14003
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14266
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15494
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14827
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In