Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋଦିଙ୍କୁ ପସନ୍ଦ କରୁଛନ୍ତି ୮୦ ପ୍ରତିଶତ ଲୋକ

ମୋଦିଙ୍କୁ ପସନ୍ଦ କରୁଛନ୍ତି ୮୦ ପ୍ରତିଶତ ଲୋକ

2023-08-31 09:46:11
14093
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କୁ ପସନ୍ଦ କରୁଛନ୍ତି ୮୦ ପ୍ରତିଶତ ଲୋକ

ନୂଆଦିଲ୍ଲୀ: ଭାରତର ପାଖାପାଖି ୮୦ ପ୍ରତିଶତ ଲୋକଙ୍କ ପସନ୍ଦ ପ୍ରଧାନମନ୍ତ୍ରୀ ମୋଦି । ନରେନ୍ଦ୍ର ମୋଦିଙ୍କ ପ୍ରତି ଦେଶର ୮୦ ପ୍ରତିଶତ ନାଗରିକଙ୍କ ଅନୁକୂଳ ଦୃଷ୍ଟିକୋଣ ରହିଛି । ସେହିପରି ନିକଟ ଅତୀତରେ ଭାରତ ବିଶ୍ବରେ ଅଧିକ ପ୍ରଭାବଶାଳୀ ହୋଇଛି ବୋଲି ୧୦ ପ୍ରତିଶତରୁ ୭ ପ୍ରତିଶତ ଭାରତୀୟ ଭାବୁଛନ୍ତି । ଚରଙ୍ଗ ରିସର୍ଚ୍ଚ ସେଣ୍ଟର ପକ୍ଷରୁ ସଦ୍ୟ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଏକଥା କୁହାଯାଇଛି ।ନୂଆଦିଲ୍ଲୀରେ ଜି୨୦ ସମ୍ମିଳନୀ ପୂର୍ବରୁ  PEW ଏହି ସର୍ଭେ ରିପୋର୍ଟ ଜାରି କରିଛି । ଏଥିରେ କୁହାଯାଇଛି ଯେ, ବିଶ୍ବରେ ଭାରତ ସମ୍ପର୍କରେ ଜନତାଙ୍କ ରାୟ ସାଧାରଣତଃ ସକରାତ୍ମକ ରହିଛି । ପ୍ରାୟ ୪୬ ପ୍ରତିଶତ ଲୋକ ଭାରତ ସମ୍ପର୍କରେ ଅନୁକୂଳ ମତ ବ୍ୟକ୍ତ କରିଥିବା ବେଳେ ୩୪ ପ୍ରତିଶତ ପ୍ରତିକୂଳ ବିଚାର ରଖିଛନ୍ତି । ୧୬ ପ୍ରତିଶତ ଲୋକେ ଏନେଇ କୌଣସି ମତ ଦେଇନାହାନ୍ତି । ରିପୋର୍ଟ ଅନୁସାରେ ଇସ୍ରାଏଲରେ ଭାରତ ସମ୍ପର୍କରେ ସବୁଠୁ ଅଧିକ ସକରାତ୍ମକ ମତ ରହିଛି । ଏଠାରେ ୭୧ ପ୍ରତିଶତ ଲୋକ ଭାରତ ସପକ୍ଷରେ ମତ ଦେଇଛନ୍ତି ।ଫେବୃୟାରୀ ୨୦ରୁ ମେ' ୨୨ ମଧ୍ୟରେ ୨୪ଟି ଦେଶର ୩୦,୮୬୧ ନାଗରିକଙ୍କୁ ନେଇ  PEW ଏହି ସର୍ଭେ କରିଥିଲା । ଏଥିରେ ୨,୬୧୧ ଜଣ ଭାରତୀୟ ସାମିଲ ଥିଲେ । ବିଶ୍ବରେ ଭାରତର ପ୍ରଭାବ, ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଦୃଷ୍ଟିକୋଣ ଓ ଅନ୍ୟ ଦେଶ ପ୍ରତି ଭାରତୀୟ ବିଚାର ଜାଣିବା ପାଇଁ ଏହି ସର୍ଭେ କରାଯାଇଥିଲା । ଯାହାମଧ୍ୟରୁ ୧୦ ପ୍ରତିଶତରୁ ୮ ପ୍ରତିଶତ ଭାରତୀୟ ମୋଦିଙ୍କ ପ୍ରତି ସକରାତ୍ମକ ଦୃଷ୍ଟିକୋଣ ରଖିଥିବା କୁହାଯାଇଛି । ସେଥିମଧ୍ୟରୁ ୫୫ ପ୍ରତିଶତ ମୋଦିଙ୍କ ଅଧିକ ପସନ୍ଦ କରନ୍ତି । ମୋଦି ସରକାରଙ୍କ ବିଦେଶ ନୀତି ଯୋଗୁଁ ଆଜି ବିଶ୍ବ ସ୍ତରରେ ଭାରତର ସକରାତ୍ମକ ଛବି ତିଆରି ହୋଇଛି ବୋଲି ମଧ୍ୟ ଏଥିରେ କୁହାଯାଉଛି ।ସେହିପରି ଭାରତୀୟଙ୍କ ମଧ୍ୟରେ ଆମେରିକା, ଋଷ, ଚୀନକୁ ନେଇ ଭିନ୍ନ ଭିନ୍ନ ବିଚାର ରହିଛି । ୬୫ ପ୍ରତିଶତ ଭାରତୀୟ ଆମେରିକା ସପକ୍ଷରେ ମତ ରଖିଛନ୍ତି । ନିକଟ ଅତୀତରେ ବିଶ୍ବରେ ଆମେରିକାର ପ୍ରଭାବ ଅଧିକ ସୁଦୃଢ ହେଉଥିବା ନେଇ ପ୍ରାୟ ୪୯ ପ୍ରତିଶତ ଭାରତୀୟ ଭାବୁଛନ୍ତି । ୫୭ ପ୍ରତିଶତ ଋଷ ଉପରେ ସକରାତ୍ମକ ବିଚାର ପୋଷଣ କରିଥିବା ବେଳେ ଚୀନ ଓ ପାକିସ୍ତାନକୁ ସବୁଠୁ ଅଧିକ ନାପସନ୍ଦ କରିଛନ୍ତି । ୬୭ ପ୍ରତିଶତ ଲୋକ ଚୀନ ଓ ୭୩ ପ୍ରତିଶତ ପାକିସ୍ତାନ ପ୍ରତି ନକରାତ୍ମକ ମତ ଦେଇଛନ୍ତି ।

Powered by Froala Editor

Tags Modi

Related articles Odisha News Lens 4.1

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14084
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14785
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14317
    Sep 29, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14124
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14771
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14416
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13984
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15604
    Sep 27, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15595
    Sep 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14124
    Sep 28, 2026
  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14317
    Sep 29, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ...

    14416
    Sep 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17792
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18205
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14859
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13922
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15714
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15280
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14654
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14288
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15604
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14785
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14317
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In