Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

Home ›› ››ଖୁବଶୀଘ୍ର ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଖୁବଶୀଘ୍ର ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

2023-09-01 06:04:11
14935
Share:
Facebook
Twitter
E-Mail
WhatsApp
Telegram
ଖୁବଶୀଘ୍ର ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ଯାହା ରାଉରକେଲାରୁ ପୁରୀ ପର୍ୟ୍ୟନ୍ତ ଚାଲିବ । ଏ ନେଇ ୮ଟି କୋଚ୍‌ ପୂର୍ବତଟ ରେଳପଥକୁ ମିଳିଛି । ଯାହା ଚେନ୍ନାଇସ୍ଥିତ ଇଣ୍ଟେଗ୍ରାଲ୍‌ କୋଚ୍‌ କାରଖାନାରେ  ତିଆରି କରାଯାଇଛି । ଏହି ବନ୍ଦେ ଭାରତ ରେକ୍‌  ଗୁରୁବାର ଅପରାହ୍ନ ୪ଟା ୪୫ରେ ଚେନ୍ନାଇ ରେଳ  ଡିଭିଜନ୍‌ରୁ ଖୋର୍ଦ୍ଧା ରେଳ ଡିଭିଜନ୍‌ ଅଭିମୁଖେ  ବାହାରିଥିବା ସୂଚନା ମିଳିଛି ।  

ଦ୍ୱିତୀୟ ବନ୍ଦେ ଭାରତ ରେକ୍‌ ଓଡ଼ିଶା ପହଞ୍ଚିବା  ପରେ ପୂର୍ବତଟ ରେଳପଥ ପକ୍ଷରୁ ଏହାର ଟ୍ରାଏଲ୍‌  ରନ୍‌ କରାଯିବ । ପରେ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି  ଅନୁସାରେ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ  ହେବ । ଡିସେମ୍ବରରେ ଆଗୁଆ ନିର୍ବାଚନ ହେବା  ସମ୍ଭାବନା ଥିବାରୁ ସେପ୍ଟେମ୍ବର ମାସରେ ଓଡ଼ିଶାରେ  ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉଦଘାଟନୀ  ଉତ୍ସବ ଅନୁଷ୍ଠିତ ହୋଇପାରେ । ଏହି ଉତ୍ସବ ରାଉରକେଲାରେ ହେବାର ସମ୍ଭାବନା ରହିଛି ।  

ଗତ ମେ’ ୧୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ନୂଆଦିଲ୍ଲୀରୁ ଭର୍ଚୁଆଲ୍‌ରେ ଓଡ଼ିଶାର ପ୍ରଥମ ବନ୍ଦେ  ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିଥିଲେ । ଯାହା  ପୁରୀ ରେଳ ଷ୍ଟେସନରୁ ଛାଡ଼ିଥିଲା। ଏହି ଦ୍ୱିତୀୟ  ବନ୍ଦେ ଭାରତ ରାଉରକେଲାରୁ ଆରମ୍ଭ ହେବ  ବୋଲି ଆକଳନ କରାଯାଉଛି। 

Powered by Froala Editor

Tags Vande express train

Related articles Odisha News Lens 4.1

  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13901
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15514
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13453
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13556
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15369
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14826
    May 16, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14692
    May 17, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14262
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14622
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15514
    May 17, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14826
    May 16, 2026
  • ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13901
    May 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15019
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14823
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15323
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16041
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16211
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13963
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14826
    May 16, 2026
  • ରୁପା ଆମଦାନୀରେ କଟକଣା

    14692
    May 17, 2026
  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13901
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In