Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ...

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

Home ›› ››ଆଜିଠୁ ଯୁକ୍ତ ୩ ଦ୍ୱିତୀୟ ପର୍ୟ୍ୟାୟ ନାମଲେଖା ଆବେଦନ ଆରମ୍ଭ

ଆଜିଠୁ ଯୁକ୍ତ ୩ ଦ୍ୱିତୀୟ ପର୍ୟ୍ୟାୟ ନାମଲେଖା ଆବେଦନ ଆରମ୍ଭ

2023-09-04 06:12:11
13777
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ଯୁକ୍ତ ୩ ଦ୍ୱିତୀୟ ପର୍ୟ୍ୟାୟ  ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ୩ ଦ୍ୱିତୀୟ ପର୍ୟ୍ୟାୟ  ନାମଲେଖା ଆବେଦନ ଆରମ୍ଭ ହେବ ।  ୧୩ ତାରିଖ ଆବେଦନର ଶେଷ  ତାରିଖ ରହିଛି । ୧୪ ଓ ୧୫ ତାରିଖରେ  ଆବେଦନ ଫର୍ମ ସଂଶୋଧନ କରିବାକୁ  ସୁଯୋଗ ଦିଆଯିବ । ୨୨ ତାରିଖ ମଧ୍ୟାହ୍ନ  ୧୨ଟାରେ ପ୍ରୋଭିଜନାଲ୍‌ ସିଟ୍‌ ଆଲ୍‌ଟମେଣ୍ଟ  ପ୍ରକାଶିତ ହେବ । ଏଥିସହ ୱେଟ୍‌ଲିଷ୍ଟ  ମଧ୍ୟ ପ୍ରକାଶ ପାଇବ । ଚୟନ ହୋଇଥିବା  ଆବେଦନକାରୀମାନେ ୨୨ରୁ ୨୫ ତାରିଖ  ମଧ୍ୟରେ ଅନ୍‌ଲାଇନ୍‌ରେ ଆଡମିଶନ ଫି  ଦାଖଲ କରିବେ । ୨୩ରୁ ୨୬ ତାରିଖ  ମଧ୍ୟରେ ପ୍ରଥମ ରାଉଣ୍ଡ ନାମଲେଖା ହେବ ।  

୨୭, ୨୮ ତାରିଖରେ ୱେଟ୍‌ଲିଷ୍ଟରେ ଥିବା  ଆବେଦନକାରୀମାନେ ନିଜର କମନ୍‌  ଆପ୍ଲିକେଶନ ଫର୍ମ ସହ ସମସ୍ତ ଡକ୍ୟୁମେଣ୍ଟ  ଦାଖଲ କରିବେ । ଅକ୍ଟୋବର ୩ ତାରିଖ  ଅପରାହ୍ନ ୪ଟାରେ ୱେଟିଂ ମେରିଟ୍‌ ଲିଷ୍ଟ  ପ୍ରକାଶ ପାଇବ । ଅକ୍ଟୋବର ୫ ସୁଦ୍ଧା  କଲେଜ ଚୟନ କରିବେ। ୬ ତାରିଖରେ  ସଂଧ୍ୟା ୫ ଟା ମଧ୍ୟରେ ନାମଲେଖାଇବାର  ସୁଯୋଗ ମିଳିବ । 

ବିଭାଗ ପକ୍ଷରୁ  କୁହାଯାଇଛି, ଅନେକ ଛାତ୍ରଛାତ୍ରୀ ବିଭିନ୍ନ  କାରଣ ଯୋଗୁ ପ୍ରଥମ ପର୍ୟ୍ୟାୟରେ  ନାମଲେଖା ଆବେଦନ କରିପାରିନଥିଲେ । ତେଣୁ ସେମାନଙ୍କୁ ନାମଲେଖାଇବାର  ସୁଯୋଗ ଦିଆଯିବ । 

Powered by Froala Editor

Tags Plus 3 admission

Related articles Odisha News Lens 4.1

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13477
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15039
    May 17, 2026
  •  ରବୀନ୍ଦ୍ର ମଣ୍ଡପଠାରେ
    ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14739
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15391
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13576
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14642
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15534
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14847
    May 16, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14285
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14642
    May 16, 2026
  • ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15039
    May 17, 2026
  • ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14739
    May 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15039
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14843
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15343
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16043
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16213
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15144
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13964
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14285
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15039
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13576
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In