Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

ରାଜ୍ୟ
Home ›› ରାଜ୍ୟ ›› ଏହି ୧୫ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା

ଏହି ୧୫ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା

2023-09-04 06:15:22
14368
Share:
Facebook
Twitter
E-Mail
WhatsApp
Telegram
 ଏହି ୧୫ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଥିବା ବେଳେ ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହା ସହିତ ୧୫ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ବୋଲି ମଧ୍ୟ ସୂଚନା ମିଳିଛି। ରବିବାର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ସୋମବାରଠାରୁ ବର୍ଷାର ପରିମାଣ ବଢ଼଼ିବ।

କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ୫.୮ କିମି ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ। ୪ ତାରିଖରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାବ୍ୟତୀତ ପୂରା ରାଜ୍ୟବ୍ୟାପୀ ଝଡ଼ବର୍ଷା ସହ ବଜ୍ରପାତ ହେବା ନେଇସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୭ ତାରିଖ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ ବର୍ଷା ଲାଗି ରହିବାକୁ ଥିବାବେଲେ ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

Powered by Froala Editor

Tags Rain

Related articles Odisha News Lens 4.1

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14623
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13557
    May 17, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14693
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15370
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15020
    May 17, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13902
    May 16, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14263
    May 17, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15515
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14827
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13557
    May 17, 2026
  • ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15370
    May 17, 2026
  • ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15515
    May 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15020
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14824
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15324
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16041
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16211
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13963
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁପା ଆମଦାନୀରେ କଟକଣା

    14693
    May 17, 2026
  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13902
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14827
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In